Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Posted on October 20, 2025

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହୋଇଉଠିଛି। ପ୍ରମୁଖ ତିନି ଦଳ — ବିଜେପି, ବିଜେଡ଼ି ଓ କଂଗ୍ରେସ — ନିଜର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାରକୁ ଜୋରଦାର କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଏବଂ ବିଜେପି…

ଦୀପାବଳି ପାଇଁ ଅପରାହ୍ନ ୩ ଟା ପରେ ଆମ ବସ୍ ସେବା ଉପଲବ୍ଧ ହେବ ନାହିଁ

Posted on October 20, 2025

ଦୀପାବଳି ପାଳନକୁ ଦୃଷ୍ଟିରେ ରଖି ଅପରାହ୍ନ ୩ ଟା ପରେ ଆମ ବସ୍ ସେବା ଉପଲବ୍ଧ ହେବ ନାହିଁ । ଏ ନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (CRUT) ସୂଚନା ଦେଇଛି ।  ଏହାର ଏକ୍ସ ହ୍ୟାଣ୍ଡେଲରେ  CRUT କହିଛି ଯେ ଦୀପାବଳି…

ମଙ୍ଗଳବାର ଲଘୁଚାପ, ୨୩ରେ ନେଇପାରେ ଅବପାତ ରୂପ

Posted on October 20, 2025

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ  ରବିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଏହା ଅଧିକ ଘନୀଭୂତ ହୋଇ ମଙ୍ଗଳବାର ସୁଦ୍ଧା ଲଘୁଚାପ ରୂପ  ନେବ ବୋଲି ପାଣିପାଗ ବିଭାଗ  ପୂର୍ବାନୁମାନ କରିଛି । ଲଘୁଚାପ ସୃଷ୍ଟି ପରେ ଏହା…

ଦୀପାବଳୀ ପାଇଁ ବାଣ ତିଆରି ସମୟରେ ବିସ୍ଫୋରଣ, ଯୁବକ ମୃତ

Posted on October 20, 2025

ଦୀପାବଳୀ ପୂର୍ବରୁ ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଥାନା ଅନ୍ତର୍ଗତ କୈଠଡ଼ା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ବେଆଇନ ଭାବେ ବାଣ ତିଆରି କରୁଥିବା ବେଳେ ହୋଇଥିବା ବିସ୍ଫୋରଣରେ ଜଣେ ଯୁବକଙ୍କ ଜୀବନ ଚାଲିଯାଇଛି । ଘଟଣା ସମୟରେ ଅସାବଧାନତା ଯୋଗୁଁ ବିସ୍ଫୋରଣ ଘଟିଥିଲା ଓ…

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମାଝୀ

Posted on October 20, 2025

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇ ଏକ ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ ପାଇଁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର X ହ୍ୟାଣ୍ଡେଲରେ ସେୟାର କରାଯାଇଥିବା ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆଲୋକ…

କାର୍‌ ଉପରେ ଓଲଟିପଡ଼ିଲା ବସ୍‌ , ୪ ଗୁରୁତର

Posted on October 18, 2025

କାର୍‌ ଉପରେ ଓଲଟିପଡ଼ିଲା ବସ। ୪ ଜଣ ଗୁରୁତର। ଏଭଳି ଘଟଣା ଦେଖିବାକୁ ମିଳିଛି। ବାରିପଦା NH- ୪୯ର ବାଙ୍ଗିରିପୋଷି ଘାଟିରେ। କାରର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାବେଳେ ବସ୍‌ର କିଛି ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି…

ମିଛ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କ ବଦଳି, ପ୍ରତିବାଦରେ ହାଇସ୍କୁଲରେ ଆନ୍ଦୋଳନ

Posted on October 18, 2025

ହାଇସ୍କୁଲ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଆନ୍ଦୋଳନ । ମିଛ ଅଭିଯୋଗରେ ସତ ବଦଳି ନେଇ ତାତିଲେ ଅଭିଭାବକ । ଫଳରେ ଭଦ୍ରକ ବ୍ଲକ ବହୁଦରାଡ଼ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ସ୍କୁଲ ଛାତ୍ରଛାତ୍ରୀ ଏବଂ ଅଭିଭାବକ ଶନିବାର ସ୍କୁଲ…

୨୦ରେ ଛୁଟି ୨୫କୁ କାର୍ଯ୍ୟଦିବସ ଭାବେ ଘୋଷଣା

Posted on October 18, 2025

ଦୀପାବଳି ପାଇଁ ସରକାରଙ୍କ ଛୁଟି ଘୋଷଣା। ୨୦ ଓ ୨୧ ତାରିଖ ସରକାରୀ ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ରହିବ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ସେହିପରି ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା…

କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଚିକିତ୍ସା ବ୍ୟବସ୍ଥା

Posted on October 18, 2025

ଦୀପାବଳିକୁ ନଜରରେ ରଖି କ୍ୟାପିଟାଲ  ହସ୍ପିଟାଲରେ ସ୍ୱତନ୍ତ୍ର ଚିକିତ୍ସା ବ୍ୟବସ୍ଥା  କରାଯାଇଛି । ଏନେଇ ସ୍ୱତନ୍ତ୍ର ଭାବେ ଏକ ଡାକ୍ତରୀ ଦଳ ଗଠନ କରାଯାଇଛି ।  କାଜୁଆଲିଟିଠାରୁ ଆରମ୍ଭ କରି ଡ୍ରେସିଂ ରୁମ ପର୍ଯ୍ୟନ୍ତ ଅଧିକ ସ୍ୱାସ୍ଥ୍ୟ କର୍ମୀ  ନିୟୋଜିତ କରାଯିବ । ସ୍ୱତନ୍ତ୍ର ଭାବେ ଚର୍ମ,…

ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍ ଠାବ

Posted on October 18, 2025

ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍ ଠାବ। ଭଡ଼ା ଘରେ ଚାଲିଥିଲା ଦେହ ବେପାର ।  ଅତର୍କିତ ଚଢ଼ାଉ କରି ୧୦ ଯୁବତୀଙ୍କୁ ଉଦ୍ଧାର କଲା କ୍ୟାପିଟାଲ ଥାନା ପୁଲିସ। ରେଡ୍ ବେଳେ ସାମ୍ନାକୁ ଆସିଛି ଭୟଙ୍କର ତଥ୍ୟ। ଘର ଭିତରୁ ଆପତ୍ତିଜନକ ସାମଗ୍ରୀ ଓ ଏକାଧିକ ଭ୍ୟାନିଟି ବ୍ୟାଗ୍…

Posts pagination

Previous 1 … 138 139 140 … 168 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme