ବିଭିନ୍ନ ଦାବି ନେଇ ଶୁକ୍ରବାର ଠାରୁ ଝାଡୁ ଛାଡ଼ ଆନ୍ଦୋଳନକୁ ଓହ୍ଲାଇବେ ସଫେଇ କର୍ମଚାରୀ । ଫଳରେ ସହରରେ ସଫେଇ କାମ ଠପ୍ ହୋଇଯିବ । ଆଗକୁ ପୂଜା ଥିବା ବେଳେ ସଫେଇ କର୍ମୀଙ୍କ ଏଭଳି ଆନ୍ଦୋଳନ ଡକରାକୁ ନେଇ ଚିନ୍ତାରେ ବିଏମ୍ସି ।…
Category: ରାଜ୍ୟ
ଦକ୍ଷିଣରେ ପ୍ରବଳ ବର୍ଷା ଆଶଙ୍କା;୧୮ ଜିଲ୍ଲାକୁ ସତର୍କ କରାଇଲେ ଏସ୍ଆରସି
ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇସାରିଛି । ଶୁକ୍ରବାରକୁ ଏହା ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରବଳ ବର୍ଷିବ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳରେ । ସମ୍ଭାବ୍ୟ ବର୍ଷାକୁ ନେଇ ସ୍ୱତନ୍ତ୍ର ରିଲିଫ…
ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା; ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ ଏହି ଯାତ୍ରା
ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ…
ଅସାବଧାନତାରୁ ଘଟିଲା ଦୁର୍ଘଟଣା, ଚାଲିଗଲା ଜୀବନ
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲ ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁ ବସ ଷ୍ଟାଣ୍ଡ ପାଖ ପୋଲ ତଳକୁ ଖସି ପଡି ଜଣେ ବ୍ୟକ୍ତିଙ୍କର ମୃତୁ ଘଟିଛି । ମୃତକ ଜଣଙ୍କ ହେଲେ କଙ୍ଗେଇଲ ଗାଁର ମଦନ ଦେହୁରୀ। ମଦନ ପୋଲ ଉପରେ…
ମାଛ ଧରିବା ବେଳେ ଜାଲରେ ପଡିଲା ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି; ୩୦ କେଜିରୁ ଅଧିକ ଓଜନର ଅଷ୍ଟଧାତୂ ମୂର୍ତ୍ତି
ମାଛ ଧରାଳିଙ୍କ ଜାଲରେ ଲାଗିଛି ୩୦ କେଜିର ଅଷ୍ଟଧାତୁ ମୂର୍ତ୍ତି । ପୁରୀ କୋଣାର୍କ ବେଳାମାର୍ଗରେ ଥିବା ବେଲଦଳ ଗ୍ରାମର ଚନ୍ଦ୍ରମଣି ସ୍ୱାଇଁଙ୍କ ପୁତ୍ର ପ୍ରକାଶ ଚନ୍ଦ୍ର ସ୍ୱାଇଁ (୪୫) ମଙ୍ଗଳବାର ଭୋର୍ରୁ ନୂଆନଈ ବ୍ରିଜ ତଳେ ମାଛ ଧରୁଥିଲା ବେଳେ…
୨୦୨୬ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି (ସିବିଏସଇ)
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି। ପରୀକ୍ଷାଗୁଡ଼ିକ ୨୦୨୬ ଫେବୃଆରି ୧୭ ରୁ ୧୫ ଜୁଲାଇ ମଧ୍ୟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।…
ବିଷାକ୍ତ ମାଛ ଖାଇ ଚାଲିଗଲା ୩ ବର୍ଷର ଶିଶୁର ଜୀବନ
ବିଷାକ୍ତ ମାଛ ଖାଇ ୩ ବର୍ଷର ଶିଶୁର ମୃତ୍ୟୁ। ଆଉ ୩ ଗୁରୁତର। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ବରଣ୍ଡୁଆ ଠାରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ବାସୁଦେବପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଚିକିତ୍ସା ଚାଲିଛି। ସୂଚନାନୁଯାୟୀ, ବାସୁଦେବପୁର ବ୍ଲକ୍ ବରଣ୍ଡୁଆରେ ଗୋଟିଏ…
ଦୁର୍ଗା ପୂଜାକୁ ଦୃଷ୍ଟିରେ ରଖି ବାଚସ୍ପତିଙ୍କ ଘୋଷଣା, ୬ କାର୍ଯ୍ୟଦିନରେ ୨ଟି ବିଲ୍ ପାରିତ
ଓଡ଼ିଶା ବିଧାନସଭାର ଚଳିତ ମୌସୁମୀ ଅଧିବେଶନ ଗୋଟିଏ ଦିନ ପୂର୍ବରୁ ସମାପ୍ତ ହୋଇଛି। ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି। ଦୁର୍ଗା ପୂଜା ପାଇଁ ଗୋଟିଏ ଦିନ ପୂର୍ବରୁ ଅଧିବେଶନ ସାରିବାକୁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ,…
ଭିଜିଲାନ୍ସ ଜାଲରେ ତହସିଲଦାର, ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଭିଜିଲାନ୍ସ
TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ନଗଦ ଜବତ…
କର୍ତ୍ତବ୍ୟରେ ଅବହେଳା ଅଭିଯୋଗ; ଜଣେ ଏଏସ୍ଆଇ, ୨ କନଷ୍ଟେବଳ ନିଲମ୍ବିତ
କାର୍ଯ୍ୟରେ ଅବହେଳା ପାଇଁ ବୁଧବାର ଜଣେ ଏଏସ୍ଆଇ, ୨ ଜଣ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ଏଏସ୍ଆଇ ହେଲେ ନୀଳକଣ୍ଠ ପୃଷ୍ଟି ଏବଂ ୨ କନଷ୍ଟେବଳ ହେଲେ ପରୀକ୍ଷିତ ନାୟକ, ନରସିଂହ ମହପାତ୍ର । ବାଲେଶ୍ୱର ଏସ୍ପି ପ୍ରତ୍ୟୁଷ ଦିୱାକର ସେମାନଙ୍କୁ ନିଲମ୍ବିତ…
