Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ବର୍ଷାରେ ଭାଙ୍ଗିଲା ଅସହାୟ ଦର୍ପଣୀଙ୍କ ଘର

Posted on October 3, 2025

ତେଲକୋଇ,: ଲଗାଣ ବର୍ଷା ଯୋଗୁଁ କେନ୍ଦୁଝର ଜିଲ୍ଲାର ଉପାନ୍ତ ବାଂଶପାଳ ବ୍ଲକ ଗୋନାଶିକା ପଞ୍ଚାୟତ ଅନ୍ତର୍ଗତ ଗୁପ୍ତଗଙ୍ଗା ଗାଁରେ ଅସହାୟା ବିଧବା ଦର୍ପଣୀ ପେଣ୍ଠେଇଙ୍କ ଟାଇଲି ଛପର ଘର ଭାଙ୍ଗିଯାଇଛି।ଫଳରେ ଘର ଭିତରେ ଆଶ୍ରୟ ନେଇଥିବା ଦୁଇଟି ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିବା ସହିତ…

ଅଜଣା ଗାଡ଼ି ଧକ୍କାରେ ଯୁବତୀ ମୃତ

Posted on October 3, 2025

ବରଗଡ଼: ବରଗଡ଼ ଜିଲ୍ଲା ପାଇକମାଲ ଥାନା ଡୁଙ୍ଗୁରିପାଲି ଗ୍ରାମର ରେଖା ଦଣ୍ଡ ସେନା ( ୧୭) ଆଜି ସକାଳୁ ମର୍ନିଂଗ ୱାର୍କ ଯାଇଥିବା ବେଳେ ଜଣେ ଝିଅର ଅଜଣା ଗାଡି ଧକ୍କାରେ ମୃତ୍ୟୁ ହୋଇଛି । ପାଇକମାଲ ଠାରୁ ନୂଆପଡା ରାସ୍ତାର ଲଉଡ଼ମାଲ ଛକ…

ଦୁର୍ଗା ପୂଜା ବୁଲିବା ବେଳେ ୫୦୦ରୁ ଅଧିକ ମୋବାଇଲ ଚୋରି, ଅଭିଯୋଗ ପାଇଁ ଥାନାରେ ଭିଡ଼

Posted on October 3, 2025

ଫିକା ପଡ଼ିଲା ପୂଜା ମଉଜ । ରାଜଧାନୀରେ ଦୁର୍ଗା ପୂଜା ବୁଲିବା ବେଳେ ମୋବାଇଲ, ଟଙ୍କା, ବ୍ୟାଗ୍ ଓ ଅଳଙ୍କାର ଲୁଟ୍ । ପାଖାପାଖି ୫୦୦ରୁ ଅଧିକ ମୋବାଇଲ ଏବଂ ୧୦୦ ରୁ ଅଧିକ ଅଳଙ୍କାର ଛିନତାଇ ଅଭିଯୋଗ ହୋଇଛି । ପୂଜାର ମଜା…

ମୁଖ୍ୟମନ୍ତ୍ରୀଙ୍କ “ଭୋକାଲ୍ ଫର୍ ଲୋକାଲ” ମନ୍ତ୍ର; ଲୋକଙ୍କ ମୁଖ୍ୟମନ୍ତ୍ରୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର ଆଉ ସୋସିଆଲ ମିଡିଆରେ କଲେ ଅପିଲ୍

Posted on October 3, 2025

ଲୋକଙ୍କ ମୁଖ୍ୟମନ୍ତ୍ରୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର ଆଉ ସୋସିଆଲ ମିଡିଆରେ କଲେ ଅପିଲ୍ । କହିଲେ ଭୋକାଲ୍ ଫର୍ ଲୋକାଲ୍ ହୁଅନ୍ତୁ, ସ୍ଵଦେଶୀ ଜିନିଷ ବ୍ୟବହାର କରନ୍ତୁ । ପ୍ରଧାନମନ୍ତ୍ରୀଙ୍କ ଭୋକାଲ୍ ଫର୍ ଲୋକାଲ୍ ଆହ୍ବାନ ଗ୍ରହଣ ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ…

୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା! ଓଡ଼ିଶାରେ ପ୍ରବଳ ବର୍ଷା, ଆଲର୍ଟରେ ସରକାର

Posted on October 3, 2025

ଦ୍ରୁତ ଗତିରେ ଭାରତୀୟ ଉପକୂଳକୁ ମାଡି ଆସୁଛି ବାତ୍ୟା। ଖୁବଶୀଘ୍ର ଆରବ ସାଗରରେ ନୂଆ ବାତ୍ୟା ରୂପ ନେବାର ସୂଚନା ମିଳିଛି। ଗଲ୍ଫ୍ ଅଫ୍ କଚ୍ଛ ନିକଟରେ ସୃଷ୍ଟ ସ୍ପଷ୍ଟ ନିମ୍ନ ଚାପ ଶୁକ୍ରବାର ଉତ୍ତର-ପୂର୍ବ ଆରବ ସାଗରରେ ପ୍ରବେଶ କରି ଅବପାତରେ ପରିଣତ…

ପବନରେ ଭାଙ୍ଗି ପଡିଲା ଢେଙ୍କାନାଳ ଲକ୍ଷ୍ମୀପୂଜା ଲାଇଟ୍ ଗେଟ୍, ଯାତାୟାତ ବାଧାପ୍ରାପ୍ତ

Posted on October 3, 2025

ବର୍ଷା ପବନରେ ଭାଙ୍ଗି ପଡ଼ିଲା ଢେଙ୍କାନାଳ ଲକ୍ଷ୍ମୀପୂଜାର ଏକ ଲାଇଟ୍ ଗେଟ୍ । ଦକ୍ଷିଣକାଳୀ ରୋଡ୍ କାଳିକା ବଜାର ପୂଜା ପ୍ରତିଷ୍ଠାନର ଏକ ଲାଇଟ୍ ଗେଟ୍ ବୁଧବାର ସକାଳେ ପବନରେ ଭାଙ୍ଗି ପଡ଼ିଛି । ଗେଟ୍‌ଟି ରାସ୍ତା ଉପରେ ପଡ଼ିଥିବା ବେଳେ କୌଣସି କ୍ଷୟକ୍ଷତି…

ମଦ ବିକ୍ରୀ ଉପରେ କଟକଣା, ସୁରକ୍ଷା ବ୍ୟବସ୍ଥା ଜୋରଦାର….

Posted on October 3, 2025

ଭୁବନେଶ୍ୱର: ଭସାଣୀ ପାଇଁ ଖୋଲା ମଦ ଦୋକାନ ଉପରେ କଡ଼ା ନଜର ରଖାଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବନ୍ଦ ରହିବା ସହିତ, ଅବୈଧ ମଦ ବିକ୍ରୀ ଉପରେ କର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଇନ ଓ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି, ଯାହା ଭସାଣୀ…

ବାଳଧୂପ ଓ ରାଧା-ଦାମୋଦର ବେଶରେ ମହାପ୍ରଭୁ….

Posted on October 3, 2025

ଆଜିଠାରୁ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ପୂର୍ଣ୍ଣ ଏକ ମାସ ଧରି ମହାପ୍ରଭୁଙ୍କର ସ୍ବତନ୍ତ୍ର ବାଳଧୂପ ଏବଂ ରାଧା-ଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ଦାମୋଦର ରୂପରେ ଶ୍ରୀଜୀଉଙ୍କୁ ବେଶ କରାଯାଇଥାଏ । ସକାଳ ଧୂପ…

ଜେଲ୍‌ରୁ ୨ ହାର୍ଡକୋର କଏଦୀ ଚମ୍ପଟ୍‌,ମର୍ଡର କେସ୍ ରେ ସମ୍ପୃକ୍ତ ଥିଲେ ୨ ଡକାୟତ

Posted on October 3, 2025

କଟକ ଜିଲାର ଚୌଦ୍ବାର ଜେଲ୍‌ରୁ ଦୁଇ ହାର୍ଡକୋର କଏଦୀ ଫେରାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଦୁଇ କଏଦୀ ଜେଲ୍‌ର ସେଲ୍‌ କାଟି ପଳାୟନ କରିଥିବା ସୂଚନା ମିଳିଛି। ଏହି ଘଟଣା ଜେଲ୍‌ ସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଲାବୋରେଟାରୀ କୋଠାରେ ଅଗ୍ନିକାଣ୍ଡ, ଜଲିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Posted on October 3, 2025

ବଲାଙ୍ଗୀର ଜିଲ୍ଲା ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିସରରେ ଥିବା ଲାବୋରେଟାରୀ କୋଠାରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ସମସ୍ତ ସାମଗ୍ରୀ ଛାରଖାର୍ ହୋଇଯାଇଛି। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ମଧ୍ୟ ନାକେଦମ ହୋଇଛି। ତେବେ ସଟ୍ ସର୍କିଟ ଯୋଗୁଁ ନିଆଁ ଲାଗିଥିଲା…

Posts pagination

Previous 1 … 159 160 161 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme