Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ଅସାବଧାନତାରୁ ଘଟିଲା ଦୁର୍ଘଟଣା, ଚାଲିଗଲା ଜୀବନ

Posted on September 25, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲ ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁ ବସ ଷ୍ଟାଣ୍ଡ ପାଖ ପୋଲ ତଳକୁ ଖସି ପଡି ଜଣେ ବ୍ୟକ୍ତିଙ୍କର ମୃତୁ ଘଟିଛି । ମୃତକ ଜଣଙ୍କ ହେଲେ କଙ୍ଗେଇଲ ଗାଁର ମଦନ ଦେହୁରୀ। ମଦନ ପୋଲ ଉପରେ…

ମାଛ ଧରିବା ବେଳେ ଜାଲରେ ପଡିଲା ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି; ୩୦ କେଜିରୁ ଅଧିକ ଓଜନର ଅଷ୍ଟଧାତୂ ମୂର୍ତ୍ତି

Posted on September 25, 2025

    ମାଛ ଧରାଳିଙ୍କ  ଜାଲରେ ଲାଗିଛି ୩୦ କେଜିର ଅଷ୍ଟଧାତୁ ମୂର୍ତ୍ତି ।  ପୁରୀ କୋଣାର୍କ ବେଳାମାର୍ଗରେ ଥିବା ବେଲଦଳ  ଗ୍ରାମର ଚନ୍ଦ୍ରମଣି ସ୍ୱାଇଁଙ୍କ ପୁତ୍ର ପ୍ରକାଶ ଚନ୍ଦ୍ର ସ୍ୱାଇଁ  (୪୫) ମଙ୍ଗଳବାର ଭୋର୍‌ରୁ ନୂଆନଈ ବ୍ରିଜ  ତଳେ ମାଛ ଧରୁଥିଲା ବେଳେ…

୨୦୨୬ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି (ସିବିଏସଇ)

Posted on September 25, 2025

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି। ପରୀକ୍ଷାଗୁଡ଼ିକ ୨୦୨୬ ଫେବୃଆରି ୧୭ ରୁ ୧୫ ଜୁଲାଇ ମଧ୍ୟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।…

ବିଷାକ୍ତ ମାଛ ଖାଇ ଚାଲିଗଲା ୩ ବର୍ଷର ଶିଶୁର ଜୀବନ

Posted on September 25, 2025

ବିଷାକ୍ତ ମାଛ ଖାଇ ୩ ବର୍ଷର ଶିଶୁର ମୃତ୍ୟୁ। ଆଉ ୩ ଗୁରୁତର। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ବରଣ୍ଡୁଆ ଠାରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ବାସୁଦେବପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଚିକିତ୍ସା ଚାଲିଛି।  ସୂଚନାନୁଯାୟୀ, ବାସୁଦେବପୁର ବ୍ଲକ୍ ବରଣ୍ଡୁଆରେ ଗୋଟିଏ…

ଦୁର୍ଗା ପୂଜାକୁ ଦୃଷ୍ଟିରେ ରଖି ବାଚସ୍ପତିଙ୍କ ଘୋଷଣା, ୬ କାର୍ଯ୍ୟଦିନରେ ୨ଟି ବିଲ୍ ପାରିତ

Posted on September 25, 2025

ଓଡ଼ିଶା ବିଧାନସଭାର ଚଳିତ ମୌସୁମୀ ଅଧିବେଶନ ଗୋଟିଏ ଦିନ ପୂର୍ବରୁ ସମାପ୍ତ ହୋଇଛି। ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି। ଦୁର୍ଗା ପୂଜା ପାଇଁ ଗୋଟିଏ ଦିନ ପୂର୍ବରୁ ଅଧିବେଶନ ସାରିବାକୁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ,…

ଭିଜିଲାନ୍ସ ଜାଲରେ ତହସିଲଦାର, ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଭିଜିଲାନ୍ସ

Posted on September 25, 2025

TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ନଗଦ ଜବତ…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗ; ଜଣେ ଏଏସ୍‌ଆଇ, ୨ କନଷ୍ଟେବଳ ନିଲମ୍ବିତ

Posted on September 25, 2025

କାର୍ଯ୍ୟରେ ଅବହେଳା ପାଇଁ ବୁଧବାର ଜଣେ  ଏଏସ୍‌ଆଇ, ୨ ଜଣ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ଏଏସ୍‌ଆଇ  ହେଲେ ନୀଳକଣ୍ଠ ପୃଷ୍ଟି ଏବଂ ୨ କନଷ୍ଟେବଳ ହେଲେ ପରୀକ୍ଷିତ ନାୟକ,  ନରସିଂହ ମହପାତ୍ର । ବାଲେଶ୍ୱର ଏସ୍‌ପି ପ୍ରତ୍ୟୁଷ ଦିୱାକର ସେମାନଙ୍କୁ ନିଲମ୍ବିତ…

ବସ୍‌ରୁ ୨୦କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, କର୍ମଚାରୀ ଗିରଫ

Posted on September 25, 2025

  ଗଞ୍ଜେଇ ନେଉଥିବା ଅଭିଯୋଗରେ ରାଇକିଆ ପୁଲିସ ଭୁବନେଶ୍ୱର ଯାଉଥିବା ବେଲୁନ୍ ନାମକ ଏକ ଘରୋଇ ବସ୍‌କୁ ଧରିବାରେ ସଫଳ ହୋଇଛି । ବସ୍‌ରୁ ମୋଟ ୨୦ କେଜି ୧୫୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ବସ୍ କର୍ମଚାରୀଙ୍କୁ ଗିରଫ କରିଛି ପୁଲିସ । ସୂଚନା ମୁତାବକ, ବେଲୁନ୍ ନାମକ ଏକ ଘରୋଇ ବସ୍‌ରେ ଗଞ୍ଜେଇ ରାଇକିଆରୁ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ଚାଲିଗଲା ୩ ଜୀବନ 

Posted on September 25, 2025

ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ଗଞ୍ଜାମ ଜିଲ୍ଲା ପାଟପୁର ନିକଟସ୍ଥ ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତିରେ ଏକ ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ଘଟିଥିବା…

୨୬ ଓ ୨୭ରେ ପ୍ରବଳ ବର୍ଷା ସମ୍ଭାବନା; ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Posted on September 25, 2025

ଆସନ୍ତା ୨୬ ଓ ୨୭ ତାରିଖ ରାଜ୍ୟରେ  ପ୍ରବଳ ବର୍ଷା ହେବ । ୨୬ରେ ଲଘୁଚାପ ପ୍ରଭାବରେ କୋରାପୁଟ ଓ  ରାୟଗଡ଼ାରେ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୨୭ରେ…

Posts pagination

Previous 1 … 165 166 167 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme