ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର। ତାଳଚେର କଣିହାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର ସୁମନ୍ତ କୁମାର ପଟେଲ ଲାଞ୍ଚ ନେଇ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ୪୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ…
Category: ରାଜ୍ୟ
ପୋଖରୀରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର; ହତ୍ୟା ନା ଆତ୍ମହତ୍ୟା? ବଢୁଛି ସସପେନ୍ସ
ପୋଖରୀରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ମୁଦୁଲିପଲ୍ଲୀ ଗାଁ ନିକଟ ଏକ ପୋଖରୀରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ରଞ୍ଜନ ପାତ୍ର । ଘଟଣାର ଖବର ପାଇ ଭଂଜନଗର ପୋଲିସ…
ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
ଶ୍ରୀକ୍ଷେତ୍ର ପୁରୀରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିରର ସୁରକ୍ଷା ଓ ରତ୍ନଭଣ୍ଡାରର ଅଳଙ୍କାର ଗଣତିମଣତି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର କେବେ ଖୋଲାଯିବ…
ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
ଭଦ୍ରକ ପୁରୁଣା ବଜାରରେ ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ । ଗଣି ଗଣି ଥକିଗଲା ମେସିନ । ପ୍ରାୟ ୫୦ ଲକ୍ଷ ଟଙ୍କା ଜବତ ହୋଇଛି । ପୁରୁଣା ବଜାର ଥାନା ମୁଲ୍ଲା ସାହିରେ ଜଣେ…
ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ସପା) ଅଧ୍ୟକ୍ଷ ଅଖିଳେଶ ଯାଦବ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ବର୍ଷ ମଧ୍ୟରେ ଏହା ତାଙ୍କର ତୃତୀୟ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ…
ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
ଦିନରେ ଦୋକାନୀ, ରାତିରେ ଡକାୟତି । ରେଳ ଷ୍ଟେସନ ପାଖରୁ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି । ଅଭିଯୁକ୍ତମାନେ ରେଳ ଯାତ୍ରୀଙ୍କୁ ଟାର୍ଗେଟ କରୁଥିଲେ । ସୁବିଧା ଓ ମୌକା ଦେଖି ଲୁଟପାଟ କରୁଥିଲେ । ଏଭଳି ଡକାୟତି କରୁଥିବା ଛଅ ଜଣଙ୍କୁ…
ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ
ନିପା ଭାଇରସକୁ ନେଇ ଆଦୌ ଆତଙ୍କିତ ନହେବାକୁ ଅପିଲ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପଶ୍ଚିମବଙ୍ଗରେ ନିପା ଭାଇରସ୍ ମାମଲା ସାମ୍ନାକୁ ଆସିବା ପରେ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ…
ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
ତଡ଼ା ଖାଇବେ ନନ୍ ପରଫର୍ମିଂ ସାର୍। ଅଧ୍ୟାପକଙ୍କୁ ସରକାରଙ୍କ ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ…
ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
ଚାକିରି ଆଶାୟୀ ସରକାରୀ କର୍ମଚାରୀଙ୍କୁ ବଡ଼ ଆଶ୍ବସ୍ତି । GA & PG ବିଭାଗ ଅଧୀନରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଅନ୍ୟତ୍ର ଚାକିରି ଆବେଦନ ପାଇଁ ବାରମ୍ବାର NOC ମାଗିବାକୁ ପଡ଼ିବ ନାହିଁ । ଏଣିକି ସମସ୍ତ କର୍ମଚାରୀଙ୍କ ପାଇଁ ଏକ ଷ୍ଟାଣ୍ଡିଂ…
ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ। ସାତକୋଶିଆରୁ କପିଳାସ ଆଣିବା ବେଳେ ବାଟରେ ହାତୀର ମୃତ୍ୟୁ ଘଟିଛି। ମୃତ ମାଈ ହାତୀର ବୟସ ୪ବର୍ଷ ହେବ ବୋଲି ଜଣାପଡ଼ିଛି। ହାତୀଟି ଖାଦ୍ୟରେ ବୋମା ଚୋବାଇ ଗୁରୁତର ହୋଇଥିଲା। ଗତ ରାତିରେ ସ୍ୱତନ୍ତ୍ର…
