Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ

Posted on January 10, 2026

ଗଣିଆ ଥାନା କରଡ଼ାପଡ଼ା ପଞ୍ଚାୟତ କଳାଶିମିଳି ଗାଁରେ ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି l ମୃତ ମହିଳା ଜଣକ ୫୨ ବର୍ଷୀୟ ସୁକାନ୍ତି ବାରିକି ବୋଲି ଜଣାପଡ଼ିଛି । ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁକୁ ନେଇ ତାଙ୍କ ସ୍ୱାମୀ ରବୀନ୍ଦ୍ର ବାରିକି ହତ୍ୟା…

ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ଅବତରଣ ବେଳେ କ୍ରାସ୍ କଲା ଯାତ୍ରୀବାହୀ ବିମାନ

Posted on January 10, 2026

ରାଉରକେଲାରୁ ଏକ ବଡ଼ ଧରଣର ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଆସୁଥିବା ଏକ ୯ ସିଟ୍ ବିଶିଷ୍ଟ ଛୋଟ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ବିମାନଟି ଅବତରଣ କରିବା ସମୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏହା…

ବଢ଼ିଲା ପୀୟୂଷ ତ୍ରିପାଠୀଙ୍କ ଅଡୁଆ, ଆଉ ଛଢ଼ିବେନି ମଞ୍ଚ…

Posted on January 10, 2026

ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨ ତାରିଖରେ ଉଭୟଙ୍କୁ କୋର୍ଟରେ…

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି , ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ

Posted on January 10, 2026

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ…

ଟ୍ରାଫିକ ପୋଲିସକୁ ଚକମା ଦେବାକୁ ନୂଆ ଫନ୍ଦି! ନମ୍ବର ପ୍ଲେଟ୍‌ରେ ନାଲି କପଡ଼ା ପଛର ରହସ୍ୟ କଣ?

Posted on January 10, 2026

ରାଜ୍ୟରେ ଟ୍ରାଫିକ ନିୟମକୁ ନେଇ କଡ଼ାକଡ଼ି ଯାଞ୍ଚ ଚାଲିଥିବା ବେଳେ, ଜରିମାନାରୁ ବର୍ତ୍ତିବା ପାଇଁ କିଛି ଗାଡ଼ି ଚାଳକ ଏବେ ଅଭିନବ ତଥା ବେଆଇନ ଉପାୟ ଅବଲମ୍ବନ କରୁଥିବା ଦେଖିବାକୁ ମିଳିଛି। ବିଶେଷ କରି ସହରର ବିଭିନ୍ନ ଛକରେ ଲାଗିଥିବା ସିସିଟିଭି (CCTV) କ୍ୟାମେରା…

ଶେଷ ହେଲା କୁମ୍ଭୀର ଗଣନା, ଚଳିତ ବର୍ଷ ବୃଦ୍ଧି ପାଇଛି କୁମ୍ଭୀର ସଂଖ୍ୟା

Posted on January 10, 2026

ସରିଛି କୁମ୍ଭୀର ଗଣନା । ବିଗତ ୪ ବର୍ଷରେ ବ୍ରହ୍ମପୁର ବନଖଣ୍ଡରେ କୁମ୍ଭୀର ସଂଖ୍ୟା ୭୬ରୁ ବୃଦ୍ଧି ପାଇ ୯୫ରେ ପହଞ୍ଚିଥିବା ଜଣାପଡ଼ିଛି । ଘୋଡ଼ାହାଡ଼ ଜଳ ଭଣ୍ଡାର ମଧ୍ୟରେ ୧୦ଟି ସେଗମେଣ୍ଟ ସହ ପାଖ ଗାଁରେ ଥିବା ୧୬ଟି ପୋଖରୀକୁ ପୂର୍ବରୁ ଚିହ୍ନଟ…

ଓଡ଼ିଶା ରାଜନୀତିରେ ବଡ଼ ଧମାକା: ମାର୍ଚ୍ଚରେ ନୂଆ ଦଳ ଗଢ଼ିବେ ମହମ୍ମଦ ମୋକିମ୍‌!

Posted on January 10, 2026

ଓଡ଼ିଶା ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନର ସଙ୍କେତ ମିଳିଛି। ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ନୂଆ ଆଞ୍ଚଳିକ ଦଳ ଗଠନ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଆଗାମୀ ମାର୍ଚ୍ଚ ମାସ ଶେଷ ସୁଦ୍ଧା ରାଜ୍ୟରେ ଏହି ନୂଆ…

ବାଲେଶ୍ୱରରେ ଅଭାବନୀୟ କାଣ୍ଡ: ବିଳମ୍ବିତ ରାତିରେ ଘର ଜାଳିଦେଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Posted on January 10, 2026

ବାଲେଶ୍ୱର: ବାଲେଶ୍ୱର ସହରର ସୁଏଲପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତକାଲି ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ଘରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ପରିବାର…

ଆତଙ୍କ ସୃଷ୍ଟି କଲାଣି ଶୀତ, ବାହାରକୁ ବାହାରିବାକୁ ଲାଗୁଛି ଡ଼ର

Posted on January 10, 2026

ଶୀତ ଖାଲି ଅସହ୍ୟ ହେଉନି, ଆତଙ୍କ ସୃଷ୍ଟି କଲାଣି । ଲମ୍ବା ସମୟ ଧରି ଏଭଳି ଶୀତ ଆଗରୁ କେବେ ହେଉନଥିଲା । ଏଥର ହାଡ଼ଭଙ୍ଗା ଶୀତ ସୀମା ଟପିଲାଣି । ସ୍ଥିତି ଏମିତି ଯେ, ସକାଳୁ ବା ରାତିରେ ବାହାରକୁ ଯିବାକୁ ଡର…

ଓଲଟିଲା ଗୋରୁ ବୋଝେଇ କଣ୍ଟେନର: ଗାଡ଼ି ଭିତରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

Posted on January 10, 2026

ଅନୁଗୋଳ ଜିଲ୍ଲା କିଆକଟା ଥାନା ଅନ୍ତର୍ଗତ ରେଢ଼ାଖୋଲ-ବୌଦ୍ଧ ରାସ୍ତାର ପନ୍ଥେଇ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା କଡ଼ ବୁଲାଣିରେ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଗାଡ଼ି ଭିତରେ ଡ୍ରାଇଭର ଜଣକ ଗୁରୁତର…

Posts pagination

Previous 1 … 26 27 28 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme