Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

Posted on January 10, 2026

କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା…

ରୋଟାରୀ କ୍ଳବ ପକ୍ଷରୁ ରାଷ୍ଟ୍ର ନିର୍ମାଣ ପୁରସ୍କାର ମାଧ୍ୟମରେ ଶିକ୍ଷକ ଓ ଶିକ୍ଷୟତ୍ରିଙ୍କୁ ସମ୍ମାନିତ

Posted on January 10, 2026

ତାଳଚେର ରୋଟାରୀ କ୍ଳବ ପକ୍ଷରୁ ରାଷ୍ଟ୍ର ନିର୍ମାଣ ପୁରସ୍କାର ମାଧ୍ୟମରେ ଶିକ୍ଷକ ଓ ଶିକ୍ଷୟତ୍ରିଙ୍କୁ ସମ୍ମାନିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିକାଶ ଫାଉଣ୍ଡେସନ ଅଧକ୍ଷା ମୃଦୁଳା ଠାକୁର ପ୍ରଧାନ ମୁଖ୍ୟ ଅଥିତି ରୂପେ ଯୋଗ ଦେଇ ତାଳଚେର ଅଞ୍ଚଳରୁ ଆସିଥିବା ବିଭିନ୍ନ ବିଦ୍ୟାଳୟର…

ଓଏସଏସସି ଅଫିସ୍ ସମ୍ମୁଖରେ ଜେଇ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ: ଶୀତୁଆ ରାତିରେ ଖୋଲା ଆକାଶ ତଳେ ଅପେକ୍ଷା

Posted on January 10, 2026

ରାଜ୍ୟରେ ଏବେ ହାଡ଼ଭଙ୍ଗା ଶୀତର ଲହରୀ ଜାରି ରହିଛି। ଏହି ପ୍ରବଳ ଶୀତ ଓ କାକରକୁ ଖାତିର ନକରି ରାଜଧାନୀର ରାଜପଥରେ ଧାରଣା ଦେଇଛନ୍ତି ଶହ ଶହ ଶିକ୍ଷିତ ଯୁବକଯୁବତୀ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ଦ୍ୱାରା ପରିଚାଳିତ CTSRE-2024 କନିଷ୍ଠ ଯନ୍ତ୍ରୀ…

ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ

Posted on January 9, 2026

ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ । ଆତ୍ମସମର୍ପଣ କଲା ବାପା ।  ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ଭରାଣ୍ଡିଆ ଗାଁରୁ ଆସିଛି ଅଭିଯୋଗ ।  ଅନାମ ବାଉଁଶିଆ ନିଜ ବଡପୁଅ ତପନ ବାଉଁଶିଆକୁ ଏକ କୁରାଢ଼ୀରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ…

ଦିଲ୍ଲୀରେ ହାଇଡ୍ରାମା: ଗୃହ ମନ୍ତ୍ରଣାଳୟ ସମ୍ମୁଖରେ ପ୍ରତିବାଦ ବେଳେ ଟିଏମସି ସାଂସଦମାନଙ୍କୁ ଟେକି ନେଲା ପୋଲିସ

Posted on January 9, 2026

କେନ୍ଦ୍ର ସରକାରଙ୍କ ତଦନ୍ତକାରୀ ସଂସ୍ଥା ‘ଇଡି’ (ED) ର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଆଜି ଦିଲ୍ଲୀରେ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ଏକ ବଡ଼ ଧରଣର ପ୍ରତିବାଦ ପ୍ରଦର୍ଶନ କରାଯାଇଛି। କୋଲକାତାର ରାଜନୈତିକ ପରାମର୍ଶଦାତା ସଂସ୍ଥା ଆଇ-ପିଏସି (I-PAC) କାର୍ଯ୍ୟାଳୟ ଏବଂ ଏହାର ମୁଖ୍ୟ…

ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଯୁବକଙ୍କ ବେକ କାଟି ହତ୍ୟା

Posted on January 9, 2026

ପୁରୀ ସମୁଦ୍ରକୂଳରେ ଯୁବକଙ୍କୁ ହତ୍ୟା। ସ୍ୱର୍ଗଦ୍ୱାର ନିକଟ ଚୈତନ୍ୟ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ମୃତକ ଯୁବକ ଜଣକ ଭଦ୍ରକ ବନ୍ତ ଥାନା ଅଞ୍ଚଳର ରଞ୍ଜନ କୁମାର ଦାସ ବୋଲି ଜଣାପଡିଛି। ଛୁରୀରେ ଯୁବକଙ୍କ ବେକ କାଟି ହତ୍ୟା…

ଧର୍ମାନ୍ତର ବିବାଦରୁ ସତ୍କାର ହୋଇପାରୁନି ବାପା ଶବ

Posted on January 9, 2026

ଦୀର୍ଘ ଘଣ୍ଟା ବିତିବାକୁ ବସିଲାଣି ଶବ ସତ୍କାର ହୋଇପାରୁନି । ପୁଅ ଖ୍ରୀଷ୍ଟଧର୍ମ ଅନୁଯାୟୀ କବର ଦେବାକୁ ଜିଦ୍ ଧରିବାରୁ ଗ୍ରାମବାସୀ ବିରୋଧ କରୁଛନ୍ତି । ରାଇବଣିଆ ଥାନା ଅନ୍ତର୍ଗତ କାଳିକ ପଞ୍ଚାୟତ ରଙ୍ଗାମାଟିଆ ଗାଁର ଛୁଟା ହାଁସଦାଙ୍କର ଗତ ବୁଧବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି…

ରାଜ୍ୟରେ  ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ

Posted on January 9, 2026

ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଭଦ୍ରକ…

ମହିଳାଙ୍କ ପାଇଁ ସୁରକ୍ଷିତ ବେଙ୍ଗାଲୁରୁ, ଜାଣନ୍ତୁ କେତେ ନମ୍ବରରେ ଭୁବନେଶ୍ୱର

Posted on January 9, 2026

  ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି । ଏହା ତଳକୁ ଚେନ୍ନାଇ, ପୁନେ ଏବଂ ହାଇଦ୍ରାବାଦ ତାଲିକାରେ ସ୍ଥାନିତ ହୋଇଛି । ୱାର୍କ ପ୍ଲେସ୍ କଲ୍ଚର କନ୍‌ସଲ୍ଟିଂ ଫାର୍ମ ଅବତାର ଗ୍ରୁପ୍ ରିପୋର୍ଟ ‘ଟପ୍ ସିଟିଜ୍…

ହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର…

Posted on January 9, 2026

ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଏନେଇ…

Posts pagination

Previous 1 … 27 28 29 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme