ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି । ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ମହାଦେବ । ଗତକାଲି ମକର ସଂକ୍ରାନ୍ତି…
Category: ରାଜ୍ୟ
୧୭ ଯାଏ ଥରାଇବ, ୧୮ରୁ ପାଗ ମେଘୁଆ
ରାଜ୍ୟରେ ପୁଣି ହାଡ଼ଭଙ୍ଗା ଶୀତ ଅନୁଭୂତ ହେବ । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଶୁଷ୍କ ବାୟୁପ୍ରବାହ ବଢ଼ିଛି । ଏହା ଆହୁରି ଶକ୍ତିଶାଳୀ ହେଉଛି। ଏହା ପ୍ରଭାବରେ ୧୭ ତାରିଖ ଯାଏ ପୂରା ରାଜ୍ୟକୁ ଥରାଇବ ଶୀତ । କିନ୍ତୁ…
ସୋରିଷର ଉପକାରିତା
ନିଜ ବୟସ ଠାରୁ କମ୍ ଦେଖାଯିବା କେବଳ ମହିଳା ମାନଙ୍କର ଇଛା ନଥାଏ, ପୁରୁଷ ମାନଙ୍କର ମଧ୍ୟ ଏହି ଇଛା ରହିଥାଏ । ଯଦି ଆପଣ ବି ନିଜର ବଢୁଥିବା ସୟସକୁ କମ୍ କରିବାକୁ ଚାହୁଁଛନ୍ତି ତ, ଏହି ହଳଦୀଆ ରଙ୍ଗର ଫୁଲ ଆପଣଙ୍କୁ…
ମାନବିକତା ମରିଗଲା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଜେଜେ ଅଟକ
ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଅଟକ ରଖିଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଅଭିଯୁକ୍ତ ବୃଦ୍ଧ ଜଣକ ସମ୍ପର୍କରେ ନାବାଳିକାର ଜେଜେ…
ପୁଲିସ ଗାଡି ଧକ୍କାରେ ୨ ଗୁରୁତର
ଅନୁଗୁଳ ଜିଲ୍ଲା କିଆକଟା ଥାନା ଅନ୍ତର୍ଗତ ଶଂଖାମାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବୌଦ୍ଧ ପୁଲିସ ଗାଡି ଧକ୍କାରେ ୨ ଜଣ ଗୁରୁତର ଆହତ। ଉଭୟ ଗୁରୁତରଙ୍କୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଆହତମାନେ ଉପଖଣ୍ଡର କିଆକଟା ଥାନା ଅନ୍ତର୍ଗତ ଶଂଖାମାଳ ଗ୍ରାମର ପପୁନ…
ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ। ବଡ଼ ମହାସ୍ନାନ ପରେ ସ୍ବାଭାବିକ ହେଲା ଦର୍ଶନ। ଦେଢ଼ ଘଣ୍ଟା ଧରି ବନ୍ଦ ରହିଥିଲା ଦର୍ଶନ । ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ ଠାକୁରଙ୍କ ବଡ଼ ମହାସ୍ନାନ ହୋଇଥିଲା । ସୂଚନା ଅନୁଯାୟୀ, ବୁଧବାର…
ପୁଲିସକୁ ବଡ ସଫଳତା;୨ ଦାମୀ କାର୍ ସହ ୭୫ କିଲୋ ଗଞ୍ଜେଇ ଜବତ, ଚାରି ଗିରଫ
ଫିରିଙ୍ଗିଆ ପୁଲିସକୁ ବଡ ସଫଳତା। ଦୁଇ ଦାମୀ କାର ସହ ୭୫ କିଲୋ ଗଞ୍ଜେଇ ଜବତ। ୪ ଜଣଙ୍କୁ ଗିରଫ କରିଛି ପୁଲିସ । ଗଞ୍ଜେଇ କାରବାର ପାଲଟିଥିବା କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଥାନା ଅଞ୍ଚଳରେ ଚାଲିଛି ଗଞ୍ଜେଇ କାରବାର । ବିଗତ ମାସେ ଧରି…
ଯାତ୍ରାରେ ପରିସ୍ରା ଚିନ୍ତା,୧୫ ହଜାର ଲୋକଙ୍କୁ ୨୦ ଟଏଲେଟ
ଏଥର ବି ଗନେ୍ଧଇବ ଖଣ୍ଡଗିରି ପାଦଦେଶ ଅଞ୍ଚଳ । ଖଣ୍ଡଗିରି ଫ୍ଲାଏଓଭର ତଳ ଓ ଛକରେ ଗୋଡ଼ାଇବ ପରିସ୍ରା ଗନ୍ଧ । ବ୍ୟବସ୍ଥା ଓ ପ୍ରସ୍ତୁତି ଯାହା, ଖଣ୍ଡଗିରି ଯାତ୍ରା ସମୟରେ ପରିମଳ ସ୍ଥିତି ବଦଳିବା ଆଶା କମ୍ । ପ୍ରସ୍ତୁତି ଜୋରଦାର ।…
ଦୁଇ ଦିନ ଶୀତ ଲହରୀ, ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରବଳ ଜାଡ଼ରେ କଲବଲ
ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ରହିବ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ । କଟକ, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ଅଧିକ ଶୀତ ରହିବ । ସୁନ୍ଦରଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର…
