Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ଦୁଇଗୁଣା ବଢ଼ିବ ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ

Posted on December 28, 2025

ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୁରୀରେ…

ଶିକାରୀ ଫାଶରେ ପଡ଼ିଲା ବାଘ

Posted on December 28, 2025

ଓଡ଼ିଶା-ଛତିଶଗଡ଼ ସୀମାନ୍ତ କୋକୋଡ଼ି ଗାଁ ନିକଟ ଜଙ୍ଗଲରେ ଶିକାରୀ ଫାଶରେ ଏକ କଲରାପତରିଆ ବାଘ ପଡ଼ିଯାଇଥିଲା। ସାତଦିନ ପରେ ଛତିଶଗଡ଼ ବନବିଭାଗ ତାକୁ ଉଦ୍ଧାର କରିଛି। ଶିକାର ଆଶାରେ ଜଙ୍ଗଲ ଭିତରେ ଶିକାରୀମାନେ ମଟରସାଇକେଲର କ୍ଲଚ୍‌ୱେର୍‌ରେ ଫାଶ ତିଆରି କରି ବିଛାଇଥିଲେ। ଏହି ଫାଶରେ କଲରାପତରିଆଟି…

୪ ଦିନ ଘନ କୁହୁଡ଼ି ଆଲର୍ଟ,୧୪ ସ୍ଥାନରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

Posted on December 28, 2025

ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ ଘନ କୁହୁଡ଼ି ରହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର କୁହୁଡ଼ି…

ନିଆଁ ଲାଗି ଦୁଇଟି ଘର ପୋଡି ପାଉଁଶ।

Posted on December 27, 2025

ଅନୁଗୋଳ ଜିଲ୍ଲା ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତ ର ବୈଦନାଥପୁର ସାହିରେ ଦୁଇ ଦିନ ମଜୁରିଆଙ୍କ ଘର ପୋଡି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁସାରେଚମ୍ପା ପ୍ରଧାନ ଙ୍କ ପରିବାର ରାତିରେ ଖାଇ ସାରି ଶୋଇଥିଲେ। ରାତି…

ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

Posted on December 27, 2025

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ…

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର, ମହାପ୍ରଭୁଙ୍କୁ କଲେ ଦର୍ଶନ

Posted on December 27, 2025

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ତାଙ୍କ ସହିତ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। CEC ଜ୍ଞାନେଶ କୁମାର ୩…

ନାବାଳିକାଙ୍କୁ ମିଠେଇ ଦେଇ ଦୁଷ୍କର୍ମ ଉଦ୍ୟମ , ଶିକ୍ଷକ ଗିରଫ

Posted on December 27, 2025

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ । ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ ଉଦ୍ୟମ କରିଥିବା ପୀଡ଼ିତାଙ୍କ…

ଶିଖରଚଣ୍ଡୀ ପାହାଡ଼କୁ ପ୍ରବେଶ ମନା । ଅଙ୍କୁଶ ଲଗାଇଲା ବନ ବିଭାଗ

Posted on December 27, 2025

ଶିଖରଚଣ୍ଡୀ ପାହାଡ଼କୁ ପ୍ରବେଶ ମନା । ଅଙ୍କୁଶ ଲଗାଇଲା ବନ ବିଭାଗ । ଗତ ୩ ଦିନ ହେବ ଦୁଇଟି ବଡ଼ ଦନ୍ତା ହାତୀ ଶିଖରଚଣ୍ଡୀ ପାହାଡ଼ରେ ଡେରା ପକାଇଛନ୍ତି । ହାତୀ ବୁଲୁଥିବାରୁ ପାହାଡ଼କୁ ଯିବାକୁ ବାରଣ କରିଛି ବନ ବିଭାଗ ।…

ଫରେଷ୍ଟର ବାବୁଙ୍କ ଘରୁ ପୁଳାପୁଳା ସୁନା ଓ ବିଡ଼ାବିଡ଼ା ଟଙ୍କା ଜବତ

Posted on December 27, 2025

କୋଟିପତି ଫରେଷ୍ଟରଙ୍କ ସମ୍ପତ୍ତି ଦେଖି ଭାଜିଲାନ୍ସ ତାଜୁବ। ଯେତେ ଖୋଳିଲେ ସେତେ ବାହାରୁଛି । ଭିଜିଲାନ୍ସ ହାତରେ ଲାଗିଛି ଫରେଷ୍ଟ ନିରଞ୍ଜନ ଶତପଥୀଙ୍କ ଟ୍ରାଭେଲ ହିଷ୍ଟ୍ରି । ମାଲେସିଆ ଓ ଥାଇଲାଣ୍ଡ ଭଳି ଜାଗାରେ ମଉଜ କରିଥିଲେ ସରକାରୀ ବାବୁ । ବିଦେଶୀ ଟଙ୍କାରେ…

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ମୃତ

Posted on December 27, 2025

କେ. ବଲାଙ୍ଗ ଥାନା ଅନ୍ତର୍ଗତ ଚୁନା ଘାଟି କୁନ୍ଦୁରୁବୁରୁ ନିକଟରେ ଅଘଟଣ। ୫୨୦ ନମ୍ବର ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଟ୍ରକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କେ ବଲାଙ୍ଗ ଥାନା ଅନ୍ତର୍ଗତ କୁନ୍ଦୁରୁବୁରୁ ନିକଟରେ ଏକ…

Posts pagination

Previous 1 … 37 38 39 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme