Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ…

Posted on December 23, 2025

ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ…

ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ

Posted on December 23, 2025

ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍‌ ଠାବ ହୋଇଛି। କଲ୍ୟାଣ ମଣ୍ଡପ ସହ…

ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ…

Posted on December 23, 2025

ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର ନେଇ ଦୀର୍ଘ ସମୟ…

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ଦାମ୍…

Posted on December 23, 2025

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୬ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୪ ପଇସା ରହିଛି ।…

କୁହୁଡ଼ି ହେଲା କାଳ; ପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଗ୍ରସ୍ତ

Posted on December 23, 2025

କୁହୁଡ଼ି ହେଲା କାଳ । ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ , ହେଲପର ଗୁରୁତର ଅଛନ୍ତି । କୁହୁଡ଼ି ପାଇଁ ରାସ୍ତା ଦେଖାନଯିବାରୁ ଭାରସାମ୍ୟ ହରାଇ ଦାରିଙ୍ଗବାଡି ଥାନା ଦଣ୍ଡିମା ଗାଁ ନିକଟରେ…

ଧାନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ ; ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ

Posted on December 23, 2025

ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ବିନିକା ସାଧପଲ୍ଲା ଗାଁ ନିକଟରେ ଧାନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ବସ୍ । ଆହତମାନଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବସଟି ବରଗଡ଼ରୁ…

ଭୁବନେଶ୍ବର ଏଜି ଛକରେ ରାତି ଅଧରେ ବଡ଼ ଧରଣର ସିରିଜ୍ ଦୁର୍ଘଟଣା

Posted on December 23, 2025

ଭୁବନେଶ୍ବର ଏଜି ଛକରେ ରାତି ଅଧରେ ବଡ଼ ଧରଣର ଦୁର୍ଘଟଣା ।  ଅଟୋ- କାର-ହାଇୱା ପିଟାପିଟି ।  ଷ୍ଟେସନରୁ ଯାତ୍ରୀ ନେଇ ଯାଉଥିବାବେଳେ ଧକ୍କା ଦେଇଥିଲା ହାଇୱା ।  ଅଟୋକୁ ପିଟିବା ପରେ ହାଇୱାଟି ଡିଭାଇଡର ଉପରେ ଚଢିଯାଇ ଏକ କାରକୁ ମଧ୍ୟ ଧକ୍କା…

ତାଳଚେର ବ୍ଲକ କଙ୍କିଳି ମାଇନର୍‌ କେନାଲର କଂକ୍ରିଟ୍‌କରଣ କାର୍ଯ୍ୟର ଭୂମିପୂଜନ ଉତ୍ସବ ଅନୁଷ୍ଠିତ…

Posted on December 23, 2025

ତାଳଚେର ବ୍ଲକ କଙ୍କିଳି ମାଇନର୍‌ କେନାଲର କଂକ୍ରିଟ୍‌କରଣ କାର୍ଯ୍ୟର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଯୋଗଦେଇ ଉଦଘାଟନ କରିଥିଲେ ।ଜଳ ସମ୍ପଦ ବିଭାଗ ପକ୍ଷରୁ ୫ କୋଟି…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀ ଟଙ୍କା ଫେରିପାଇବେ

Posted on December 23, 2025

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି କରିଛି। କ୍ଷୁଦ୍ର ଜମାକାରୀମାମାନେ ଏହାର ସୁଯୋଗ ନେବା ସହିତ ସମସ୍ତେ ଆବେଦନ କରିବା ଲାଗି ଅର୍ଥ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ…

ବ୍ରାଉନସୁଗାର ଚାଲାଣ କାରୀଙ୍କୁ ୧୦ବର୍ଷ ଜେଲ୍ ଦଣ୍ଡ 

Posted on December 23, 2025

ବ୍ରାଉନସୁଗାର ଚାଲାଣ କାରୀଙ୍କୁ ୧୦ବର୍ଷ ଜେଲ୍ । ଜେଲ ଦଣ୍ଡ ଶୁଣାଇଲେ ତୃତୀୟ ଅତିରିକ୍ତ ଜିଲ୍ଲାଜଜ ।  ତନ୍ମୟ କୁମାର ସାହୁ,ସେଖ ଫକୀର,ସେଖ ସଗଓ୍ବାଙ୍କୁ ଜେଲ ଦଣ୍ଡ ।  ଏକ ଲକ୍ଷ ଟଙ୍କା ଜରିମାନା ମଧ୍ୟ ରାୟ ଦେଇଛନ୍ତି କୋର୍ଟ ।  ଗତ୧୯.୦୧.୨୦ରେ ଧରାପଡ଼ିଥିଲା…

Posts pagination

Previous 1 … 44 45 46 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme