Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ, ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

Posted on January 28, 2026

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ମାଘ ଶୁକ୍ଲ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି…

ଧାନ ମଣ୍ଡି ଅବ୍ୟବସ୍ଥା ଓ ସ୍ମାର୍ଟ ମିଟର ବିରୋଧରେ ହୁଙ୍କାର; ୮ ଘଣ୍ଟିଆ ଓଡ଼ିଶା ବନ୍ଦର ବ୍ୟାପକ ପ୍ରଭାବ

Posted on January 28, 2026

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଧାନ ମଣ୍ଡି ଅବ୍ୟବସ୍ଥା, ବିଦ୍ୟୁତ ସ୍ମାର୍ଟ ମିଟର ପ୍ରସଙ୍ଗ ଏବଂ ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର (PUC) ନାଁରେ ଜୋରିମାନା ଆଦାୟ ବିରୋଧରେ ଏହି ଆନ୍ଦୋଳନ କରାଯାଉଛି ।…

ପୁରୀର ବେଳାଭୂମିର ସମସ୍ତ ଟୁର୍ ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ

Posted on January 27, 2026

ପୁରୀରେ ପୋଲିସର ବଡ଼ ଧରଣର ଚଢାଉ । ବେଳାଭୂମିର ସମସ୍ତ ଟୁର ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ କରିଛି ପୋଲିସ । ଟୁର ଓ ଟ୍ରାଭେଲ ଚଳାଉଥିବା ସଂସ୍ଥା ପୁରୀ ପୌରସଂସ୍ଥାରେ ଟ୍ରେଡ ଲାଇସେନ୍ସ କରିଛନ୍ତି ନା ନାହିଁ ? ଜିଏସଟି ଡିପୋଜିଟ କରୁଛନ୍ତି…

ଆସନ୍ତାକାଲି ଓଡିଶା ବନ୍ଦ

Posted on January 27, 2026

୨୮ ଜାନୁଆରୀ ୨୦୨୬ ଓଡ଼ିଶାରେ ଏକ ରାଜ୍ୟସ୍ତରୀୟ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ମୁଖ୍ୟତଃ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ କରାଯାଉଛି ଏବଂ ଏହାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମର୍ଥନ ଜଣାଇଛି। ବନ୍ଦର ସମୟ ସକାଳ ୬ଟା ରୁ ସନ୍ଧ୍ୟା…

ପୋଷାକ ପାଇଁ ଅଧିକ ଟଙ୍କା ଦେବେ ସରକାର, ଉଚ୍ଚମାନର ୟୁନିଫର୍ମ ପିନ୍ଧିବେ ଅଙ୍ଗନବାଡ଼ି ପିଲା

Posted on January 27, 2026

ଅଙ୍ଗନବାଡ଼ି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ ରୁ ବଢ଼ି ୧୭୫ ଟଙ୍କା ହୋଇଥିବା ବେଳେ ବାଳିକାଙ୍କ ପୋଷାକ ପାଇଁ ଖର୍ଚ୍ଚ ୧୫୦ରୁ ବଢ଼ି ୨୫୦ ଟଙ୍କା ହୋଇଥିବା ନେଇ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୂଚନା ମୁତାବକ,…

ଘାଟିରେ ଓଲଟିଲା ଜିପ୍, ୬ କଳାକାରଙ୍କୁ ମେଡିକାଲରେ ଭର୍ତ୍ତି

Posted on January 27, 2026

ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବ୍ରେକ୍ ଫେଲ୍ ହେବାରୁ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା କଳାକାରଙ୍କ ଜିପ୍। ଦୁର୍ଘଟଣାରେ ୬ ଜଣ କଳାକାର ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା ଲାଠୋର ଅଞ୍ଚଳର ଏକ…

୩ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ଆଜି ବସିବ ଛତିଶା ନିଯୋଗ ବୈଠକ

Posted on January 27, 2026

ଆସନ୍ତା ୩ ତାରିଖ ଅର୍ଥାତ୍ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ ମହାମହିମ। ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ରାଷ୍ଟ୍ରପତି ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ…

ମହିମା ପୀଠରେ ୧୫୨ ବର୍ଷ ଧରି ପାଳିତ ହେଉଅଛି ମାଘ ମେଳା। ଭୀମ ଭୋଇଙ୍କ ଭଜନ କୀର୍ତନରେ କମ୍ପିଲା କାମାକ୍ଷାନଗର ।

Posted on January 27, 2026

କାମାକ୍ଷାନଗର ମଢି ମହିମି ମଠରେ ମାଘ ସପ୍ତମୀ ମହା ଆଡ଼ମ୍ବରରେ ପାଳିତ ହୋଇଛି।୧୮୭୪ ମସିହା ଠାରୁ ଏହି ପୀଠରେ ନିରବଛିନ୍ନ ଭାବେ ମାଘମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ମାଘ ସପ୍ତମୀ ପାଳିତ ହେଉଛି। ଏହାକୁ ବାର୍ଷିକ ଉତ୍ସବ ଭାବେ ପାଳନ କରିଥାନ୍ତି କାମାକ୍ଷାନଗର ବାସି।…

ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

Posted on January 27, 2026

ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଦୁଇ ମୃତ ଯୁବକ ହେଲେ ଯାଜପୁର ଜିଲା ସୁକିନ୍ଦା…

ଗାଁରେ ବୋମା ମାଡ଼, ଦୁର୍ବୃତ୍ତ ଫେରାର

Posted on January 27, 2026

ଛତ୍ରପୁର ଚିକଲଖଣ୍ଡି ଗାଁରେ ବୋମା ମାଡ଼। ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ। ବୋମା ମାଡ଼ରେ ଭାଙ୍ଗିଲା କାନ୍ଥ ,କବାଟ, ଘରର ବହୁ ସାମଗ୍ରୀ। ଅଳ୍ପକେ ବର୍ତ୍ତିଗଲେ ବାପା, ମାଆ ଓ ପୁଅ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା…

Posts pagination

Previous 1 … 4 5 6 … 168 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme