Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର …

Posted on December 19, 2025

ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ ଘର ଉପରକୁ ମାଡ଼ି ଯାଇ ଥିଲା…

ମର୍ମନ୍ତୁଦ ଦୁର୍ଘଟଣା,ହାଇୱା ଚାପାରେ ବାଇକ ଚାଳକ ମୃତ

Posted on December 19, 2025

ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ହାଇୱା ଚାପାରେ ବାଇକ ଚାଳକ ମୃତ। ମୃତ ବାଇକ ଚାଳକ ଗୁଢ଼ୀଆଳି ଗ୍ରାମର ଭ୍ରମରବର ସ୍ୱାଇଁ ବୋଲି ଜଣାପଡିଛି।   ସୂଚନା ମୁତାବକ, ଏକ ହାଇୱା…

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ

Posted on December 19, 2025

ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ; ସହାୟତାର ହାତ ବଢ଼ାଇଲେ ବିଧାୟକ

Posted on December 19, 2025

ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି । ଗ୍ରାମର ଵିଶ୍ଵନାଥ ମଳିକ ଓ ଶୁଶାନ୍ତ ମଳିକଙ୍କର ୨ଵଖରା…

ମା’ ହେଲେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ 

Posted on December 19, 2025

କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା…

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ପାଳନ…

Posted on December 19, 2025

ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର ଲକ୍ଷ୍ମୀଟକିଜଛକ, ଅଇଁଠାପାଲିଛକ, କଚେରୀଛକ ଆଦି ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଆଦି ବ୍ଯବସାୟିକ ଅନୁଷ୍ଠାନ ସହିତ ସ୍କୁଲ,…

SI ପରୀକ୍ଷା ସ୍କାମ୍, ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ

Posted on December 19, 2025

ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା…

ଶ୍ରୀମନ୍ଦିରରେ ବଉଳ ଅମାବାସ୍ୟା,ସାଗର ବିଜେ କରିବେ ପ୍ରଭୁନାରାୟଣ

Posted on December 19, 2025

ଆଜି ପବିତ୍ର ବକୁଳ ବା ବଉଳ ଅମାବାସ୍ୟା। ପୌଷ ମାସର ଅମାବାସ୍ୟାରେ ଶ୍ରୀଜଗନ୍ନାଥ ମନ୍ଦିରରେ ବକୁଳ ଅମାବାସ୍ୟା ନୀତି ଯଥାରୀତି ପାଳନ କରାଯାଏ। ଏହି ଦିନ ମହାପ୍ରଭୁଙ୍କଠାରେ ଲାଗିହୁଏ ବଉଳ । ବଉଳ ପଡି ତିଆରି କରାଯାଇଥିବା ଗଇଁଠା ପିଠା ମହାପ୍ରଭୁଙ୍କ ଠାରେ ଅର୍ପଣ…

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି

Posted on December 19, 2025

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ବିଧାନସଭାରେ ପାରିତ ହୋଇଥିବା ବିଧାୟକମାନଙ୍କ ବର୍ଦ୍ଧିତ ଦରମା ଭତ୍ତା ଓ ପେନସନ ବିଲର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜୁ ଜନତା ଦଳ। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି…

ଥମିବାର ନାଁ ନେଉନାହିଁ ହାତୀ ମଣିଷ ଲଢେଇ 

Posted on December 19, 2025

ଥମିବାର ନାଁ ନେଉନାହିଁ ହାତୀ ମଣିଷ ଲଢେଇ । ମୁହାଁମୁହିଁ ହେଉଛନ୍ତି ହାତୀ ଆଉ ମଣିଷ ।ଦନ୍ତା ଆକ୍ରମଣରେ ଲିଭି ଯାଉଛି ଅନେକ ଜୀବନ ଦୀପ । ସେହିପରି  ବାଲେଶ୍ୱର ଜିଲ୍ଲା ଖଇରା ଥାନା ସୁଣ୍ଢିରା ପଞ୍ଚାୟତ ପୂର୍ବପଡା ଗାଁର ଦନ୍ତା  ହାତୀ ଆକ୍ରମଣରେ…

Posts pagination

Previous 1 … 51 52 53 … 168 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme