Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ଓଡ଼ିଶା ବାର୍ଥ ଡେଥ୍ ରେଜିଷ୍ଟ୍ରେସନ ସିଷ୍ଟମରେ ବଡ଼ ପରିବର୍ତ୍ତନ

Posted on December 17, 2025

୨୦୧୧ରୁ ଅନ୍ଲାଇନ୍ରେ ଚାଲି ଆସୁଥିବା ଜନ୍ମ ମୃତ୍ୟୁ ପଞ୍ଜୀକରଣ ବ୍ୟବସ୍ଥା ତଥା ଓଡ଼ିଶା ବାର୍ଥ ଡେଥ୍ ରେଜିଷ୍ଟ୍ରେସନ ସିଷ୍ଟମରେ ଗତମାସରୁ ପରିବର୍ତ୍ତନ ହୋଇଛି । ଓଡ଼ିଶା ବାର୍ଥ ଡେଥ୍ ରେଜିଷ୍ଟ୍ରେସନ ସିଷ୍ଟମ-୨ କାର୍ଯ୍ୟକାରୀ ହେଲା ଦିନଠାରୁ ବିଭ୍ରାଟ ଲାଗି ରହିଛି । ଏହି ନୂତନ…

ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା…

Posted on December 17, 2025

ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ ଜଙ୍ଗଲ ଓ ପରିବେଶ ବିଭାଗ । ପର୍ଯ୍ୟଟନ ବିଭାଗର ବି…

କାନ୍ଥ ପଡ଼ି ଚାଲିଗଲା ବୃଦ୍ଧଙ୍କ ଜୀବନ

Posted on December 17, 2025

 ପୁରୀଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ତନ୍ତକେରା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାଗର କାଣ୍ଡୀ ନାମକ ଜଣେ ବୃଦ୍ଧ ନିଜର ଏକ ପୁରୁଣା ଘରର କାନ୍ଥକୁ ଶିଡ଼ି ପକାଇ ଭାଙ୍ଗୁଥିବା ବେଳେ ହଠାତ୍ ଶିଡ଼ିଟି କାନ୍ଥରୁ ଖସିପଡ଼ିଥିଲା। ଫଳରେ ସାଗର ତଳେ ପଡ଼ିଯାଇଥିଲେ।…

୪୫୨ କେନ୍ଦ୍ରରେ ଓଟିଇଟି ପରୀକ୍ଷା, ୧ ଲକ୍ଷ ୬୦ ହଜାର ପରୀକ୍ଷାର୍ଥୀ ସାମିଲ

Posted on December 17, 2025

ସାରା ରାଜ୍ୟରେ ବୁଧବାର ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ (ଓଟିଇଟି) ଆରମ୍ଭ ହୋଇଛି । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଛନ୍ତି । ପରୀକ୍ଷାରେ ଶିକ୍ଷକ ଚାକିରି…

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

Posted on December 17, 2025

ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ।…

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା….

Posted on December 17, 2025

ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା ମୁକେଶ ଅଗ୍ରୱାଲଙ୍କୁ ପୁଣି ଥରେ ଜିଲା…

ଜାରି ହେଲାନି ‘ଇଚ୍ଛାମୃତ୍ୟୁ’ ମାର୍ଗଦର୍ଶିକା; ପୁନର୍ବିଚାର ପାଇଁ ଆଇନ ବିଭାଗକୁ ନିର୍ଦ୍ଦେଶ

Posted on December 17, 2025

‘ଇଚ୍ଛାମୃତ୍ୟୁ’ ସଂକ୍ରାନ୍ତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ରଖାଯାଇଥିଲା। ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ରାଜ୍ୟ ସରକାର ଏ ସଂକ୍ରାନ୍ତରେ ୧୦ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ‘ଇଚ୍ଛାମୃତ୍ୟୁ’ ସଂକ୍ରାନ୍ତରେ ଗାଇଡ୍ଲାଇନ୍ ପାଇଁ ନିଷ୍ପତ୍ତି ଗ୍ରହଣ କରିଛି। ତେବେ…

ଆରମ୍ଭ ହେଲା ଓଟିଇଟି ପରୀକ୍ଷା-୨୦୨୫

Posted on December 17, 2025

ରାଜ୍ୟବ୍ୟାପି ଆଜି ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ ଆରମ୍ଭ ହୋଇଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକଶିକ୍ଷୟିତ୍ରୀ…

ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା 

Posted on December 17, 2025

ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ । ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ହସୁଛି ଡଲାର ଖସୁଛି ଟଙ୍କା; ଡଲାର ତୁଳନାରେ ଦୁର୍ବଳ ହେଉଛି ଟଙ୍କା

Posted on December 17, 2025

ଖସୁଛି ଟଙ୍କା । ହସୁଛି ଡଲାର । ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ଟଙ୍କାର ମୂଲ୍ୟ । ଆମେରିକୀୟ ଡଲାର ଆଗରେ ଏହା ନିଜର ଚମକ ହରାଇବାକୁ ବସିଲାଣି । ଦିନକୁ ଦିନ ଅଧିକ ଦୁର୍ବଳ ହୋଇଚାଲିଛି ଟଙ୍କା । ମଙ୍ଗଳବାର ଆମେରିକୀୟ…

Posts pagination

Previous 1 … 55 56 57 … 168 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme