ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ କଡ଼ାକଡ଼ି ଚଢ଼ାଉ କରାଯାଇଛି। ଦରବୃଦ୍ଧି ରୋକିବା ଏବଂ ଯୋଗାଣ ଶୃଙ୍ଖଳା ବଜାୟ ରଖିବା ଉପରେ ବିଭାଗ ପକ୍ଷରୁ ବିଶେଷ…
Category: ରାଜ୍ୟ
ଜବର ଦଖଲ ଜାଗାକୁ ଭାଙ୍ଗିଲା ପ୍ରଶାସନ
ଜବର ଦଖଲ ଜାଗାକୁ ଭାଙ୍ଗିଲା ପ୍ରଶାସନ । ବୌଦ୍ଧ ସଦର ବ୍ଲକ ତାଳଶରଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାଜପାଲ ଛକରେ କେତେକ ଲୋକ ଜବରଦଖଲ କରି ଦୀର୍ଘବର୍ଷ ହେବ ରହି ଆସୁଥିଲେ। ଆଉ ସେହି ଜବରଦଖଲ ସ୍ଥାନଗୁଡିକରେ ହୋଇଥିବା ଦୋକାନ ଓ ଘର ହଟାଇବା…
ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡିସିନ୍, ୪ ବର୍ଷରେ ଜବତ ହେଲାଣି ୧୬୮ ନକଲି ଔଷଧ
ସାବଧାନ୍ ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡିସିନ୍। ୪ ବର୍ଷରେ ଜବତ ହେଲାଣି ୧୬୮ ନକଲି ଔଷଧ। ୩୮୮ ନିମ୍ନମାନର ମେଡିସିନ ମଧ୍ୟ ଜବତ ହୋଇଛି। ବିଧାନସଭାରୁ ଏଭଳି ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଛି। ବଜାରରୁ ୪ ବର୍ଷରେ ମୋଟ ଅଢେଇ କୋଟିର…
ବଦଳିଲା ରାଜ ଭବନ ନାଁ
ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ ଏହା ସରକାରୀ ଭାବେ…
କଲେଜ୍ ଯିବା ବେଳେ ଚଢିଗଲା ହାଇୱା, ଜଣେ ମୃତ
କଲେଜ୍ ଯିବା ବେଳେ ଚଢିଗଲା ହାଇୱା। ଜଣେ ଛାତ୍ର ମୃତ ଅନ୍ୟ ୨ ଜଣ ଗୁରୁତର। ଜେନାପୁର ଥାନା ରମ୍ପେଇ ବଜାର ନିକଟସ୍ଥ କୁରକଣା ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା…
ମହିଳା କନଷ୍ଟେବଳ ହତ୍ୟା ମାମଲା, ଦାଖଲ ହେଲା ୭୦୦ ପୃଷ୍ଠାର ଚାର୍ଜସିଟ୍
ବହୁଚର୍ଚ୍ଚିତ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ହତ୍ୟା ମାମଲାରେ କ୍ୟାପିଟାଲ ଥାନା ପୁଲିସ ତଦନ୍ତ ପ୍ରକ୍ରିୟା ପ୍ରାୟତଃ ସରିଛି । ଅଦାଲତରେ ପ୍ରାୟ ୭୦୦ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍କୁ ପୁଲିସ ଦାଖଲ କରିଛି । ଏଥିରେ ଅଭିଯୁକ୍ତ ସ୍ୱାମୀ ଦୀପକ ରାଉତଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି…
ହାର୍ଡୱେର ଷ୍ଟୋର ତାଲା ଭାଙ୍ଗି ଲୁଟ୍
ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବାଲିପାଟଣାରେ ମାତିଛନ୍ତି ଲୁଟେରା ଦଳ| ଲୁଟ ପାଟ କରି ଲୋକଙ୍କ ଆଖିରୁ ନିଦ ହଜେଇ ଦେଇଛନ୍ତି | ପୁଲିସ କାର୍ଯ୍ୟାନୁଷ୍ଠାନ କୋହଳ ଚୋରଙ୍କ ପାଇଁ ବରଦାନ ପାଲଟିଛି | ସାଧାରଣ ଜନତା ଅସୁରକ୍ଷିତ ଅବସ୍ଥାରେ ଜୀବନଯାପାନ କରୁଛନ୍ତି | ସୁନା ଅଳଙ୍କାର,…
ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଲିସ ଛାନ୍ଭିନ୍
ଇନ୍ଫୋସିଟି ଥାନା ଅଧୀନ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ସେ ହେଲେ, ରାହୁଲ ଯାଦବ । ଘର ଛତିଶଗଡ଼ ରାୟପୁର ସହରରେ । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ ଛାତ୍ର ଥିଲେ । କ୍ୟାମ୍ପସ ୧୦ର ହଷ୍ଟେଲ…
ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକର ଶିରିବେଡ଼ା ସ୍ଥିତ ପିଏମଶ୍ରୀ ସ୍କୁଲରେ ଅଘଟଣ। ୩୫ ଅନ୍ତେବାସୀ ବୈପାରୀଗୁଡ଼ା ମେଡିକାଲରେ ଭର୍ତ୍ତି। ଅନୁଧ୍ୟାନ ପାଇଁ ହଷ୍ଟେଲରେ ମିଳିତ ଡାକ୍ତରୀ ଟିମ୍। ବୈପାରୀଗୁଡ଼ା ରାମଗିରି ମେଡିକାଲ ଟିମ୍ର ଅନୁଧ୍ୟାନ।…
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ
ଆସନ୍ତା ୩ ତାରିଖ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ବନକଲାଗି ହେବ । ସନ୍ଧ୍ୟା ସମୟରେ ପ୍ରାୟ ୪…
