ଦଳକୁ ଫେରିପାରୁନି ହାତୀ ଛୁଆ । ମଣିଷ ଛୁଇଁଥିବା ଭାବି ହାତୀ ଛୁଆକୁ ନେଉନି ମାଆ । ଗୋଠରେ ଛଡିବା ପରେ ବି ଗ୍ରହଣ କଲେନି ହାତୀପଲ । ତାକୁ ଦଳରେ ମିଶାଇବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବନବିଭାଗ ବିଫଳ ହୋଇଛି । ହାତୀ…
Category: ରାଜ୍ୟ
କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
ଆଗାମୀ ୪ ଦିନ ଯାଏ ଥଣ୍ଡାର ପ୍ରକୋପ କମିଯିବ । କିଛି ସ୍ଥାନରେ ରାତି ତାପମାତ୍ରା ବଢ଼ିବା ଯୋଗୁ ଶୀତ ଉଭାନ ହୋଇପାରେ । ମଙ୍ଗଳବାର ଓ ବୁଧବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ଉପରେ ରହିବ । ଅଧିକ…
ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
ଓଡ଼ିଶାର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉତ୍ସାହର ଖବର। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ହାଇଭୋଲଟେଜ୍ ଟି-୨୦ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଟିକେଟ୍ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ…
ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା । ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ…
ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
ବାର୍ଷିକ ସମ୍ପତ୍ତି ଘୋଷଣା (Asset Declaration) ଦାଖଲ କରିବାରେ ବିଫଳ ହେଉଥିବା ରାଜ୍ୟ ସରକାରୀ ଅଧିକାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଚେତାବନୀ ଜାରି କରିଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ (GA&PG) ବିଭାଗ ଏକ ସ୍ମାରକପତ୍ର ଜାରି କରି ସ୍ପଷ୍ଟ…
ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ କରାଯାଉଛି । ଏହା ୧୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ପକ୍ଷ ପାଳନ ଅବସରରେ ତାଳଚେର ଜଗନ୍ନାଥ ମନ୍ଦିର ଠାରୁ ସାଉଥବଲଣ୍ଡା ପର୍ଯ୍ୟନ୍ତ ଏକ ମୋଟର ସାଇକେଲ ସହ ବିଭିନ୍ନ…
କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଉତ୍ତର ନିର୍ଦ୍ଧାରିତ ସମୟରେ ନଦେବାରୁ ଦରମା ବନ୍ଦ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ କଟକ ଜିଲ୍ଲାରୁ ଅଭିଯୋଗ କରିଥିବା ଅଭିଯୋଗକାରୀଙ୍କ ସମ୍ପର୍କରେ ତଦନ୍ତ ନକରି ଉଚ୍ଚ କତୃପକ୍ଷଙ୍କୁ…
ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼
ଭଦ୍ରକ ଜିଲ୍ଲାରେ ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ପାଇଁ ଏକ ବଡ଼ ରାଜନୈତିକ କମ୍ପନ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ବିଜେଡି ସମର୍ଥିତ ତିନି ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେବା ଘଟଣା ଜିଲ୍ଲାର ରାଜନୀତିକୁ ସରଗରମ କରିଛି ଏବଂ…
ମାଛ ମାର୍କେଟର ହେବ ନବକଳେବର, ସମୀକ୍ଷା କଲେ ବିଏମସି କମିଶନର
ନୂଆ ରୂପ ପାଇବ ମାଛ ମାର୍କେଟ। ବିଏମସି ୪ ନମ୍ବର ମାଛ ମାର୍କେଟର ହେବ ନବକଳେବର। ମାର୍କେଟର ନୂଆ ରପୂରେଖ ନେଇ ସମୀକ୍ଷା କରିଛନ୍ତି ବିଏମ୍ସି କମିଶନ। ପାର୍କିଂ ସହ ସମସ୍ତ ସୁବିଧା ଉପଲବ୍ଧ ହେବା ସହ ଖୁବ୍ଶୀଘ୍ର ମାଛ ମାର୍କେଟର ବେଆଇନ୍ ଘର…
ରାଜ୍ୟ ସରକାରକୁ ଜଙ୍କ୍ ଫୁଡ୍ ଓ ତେଲ ଚିନ୍ତା, ସମସ୍ତ ଜିଲାପାଳଙ୍କୁ ଚିଠି କରି ଦେଲେ କଡ଼ା ନିର୍ଦ୍ଦେଶ
ରାଜ୍ୟ ସରକାରକୁ ଜଙ୍କ୍ ଫୁଡ୍ ଓ ତେଲ ଚିନ୍ତା। ଏଣିକି ସବୁ ଅଙ୍ଗନବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ ଲାଗିବ ତେଲ ବୋର୍ଡ।ଏ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ ବିକାଶ ବିଭାଗ। ତେବେ କେଉଁ ଖାଦ୍ୟରେ କେତେ ତେଲ…
