Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ସ୍ବରର ଯାଦୁଗର ହ୍ୟୁମାନ ସାଗରଙ୍କ ପରଲୋକ, ଓଡ଼ିଶାର ସଙ୍ଗୀତଜଗତ ରେ ଶୋକାକୁଳ

Posted on November 18, 2025

ଓଡ଼ିଆ ସଙ୍ଗୀତଜଗତ ପାଇଁ ଦୁଃଖଦ ଖବର—ପ୍ରସିଦ୍ଧ ଗାୟକ ଓ ସ୍ବରର ଯାଦୁଗର ହ୍ୟୁମାନ ସାଗର ପରଲୋକରେ। ସୋମବାର ରାତିରେ ଭୁବନେଶ୍ୱର ଏମ୍ସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଗତ ଛ ମାସ ଧରି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିଲା ଓ ଡାଇଲେସିସ…

ବସ୍‌କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ଵ ଗୁରୁତର

Posted on November 18, 2025

ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍। ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର। ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ…

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ, ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର

Posted on November 18, 2025

ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ । ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସଦର ଥାନା ଅଞ୍ଚଳରେ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ବନ୍ଦ ଯୋଗୁଁ ଗାଡି ମୋଟର ଚଳାଚଳ…

ବୁଧବାରଠୁ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

Posted on November 18, 2025

ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ । କିନ୍ତୁ ଆଭ୍ୟନ୍ତରୀଣ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଶୀତ ଅନୁଭୂତ ହେବ । ମଙ୍ଗଳବାର ରାତିରୁ ତାପମାତ୍ରା ବଢ଼ିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ…

ସ୍କୁଟି ବାଇକ ମୁହାଁ ମୁହିଁ ଧକ୍କା, ୨ ଜଣ ବାଇକ ଆରୋହୀ ମୃତ।

Posted on November 17, 2025

ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କମଗରା ଗାଁ ବ୍ରାହ୍ମଣୀ ନଦୀ ସିରଙ୍ଗଧର ସେତୁ ଉପରେ ବାଇକ ଓ ସ୍କୁଟି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ମାନେ ଢେଙ୍କାନାଳ ସଦର ଥାନା କେଉଟବେରେଣୀ ଗାଁର ହୋଇଥିବା ସୂଚନା।…

କଟକରେ ୨୬ ନଭେମ୍ବରେ ବସିବ ବ୍ଲାକ୍ ମନି SIT ବୈଠକ

Posted on November 17, 2025

ଆସନ୍ତା ୨୬ ତାରିଖରେ କଟକରେ ବ୍ଲାକ୍ ମନି ମାମଲା ନିମନ୍ତେ ବିଶେଷ ତଦନ୍ତ ଦଳ (SIT)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ଅଧ୍ୟକ୍ଷତା କରିବେ SIT ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତ। ତାଙ୍କ ବାସଭବନରେ ଏହି ବୈଠକ ଆୟୋଜିତ ହେବ। ବୈଠକରେ ରାଜ୍ୟ ଓ…

ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ, ୨ଟି ଦଫା ପୂରଣ ନେଇ ସଂଘ ଦାବି

Posted on November 17, 2025

ମୂଳ ପଦବିକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍ ପେ ପ୍ରଦାନ, ୨୦୦୧ରୁ ୨୦୨୪ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରି ୬ଟି ନୋସନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ ଦାବି ଆସନ୍ତା ୩୦ ତାରିଖ ସୁଦ୍ଧା ପୂରଣ ନହେଲେ ଡିସେମ୍ବର…

ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା, ଶନିବାର ପ୍ରବେଶ ଶୁଳ୍କ ଛାଡ଼ ଦାବି

Posted on November 17, 2025

ସୂର୍ଯ୍ୟମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରତି ଶନିବାର ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ ଆଦି ଦାବି ନେଇ ସୋମବାର ପୂର୍ବାହ୍ଣରେ କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦୀର୍ଘ ୨୯ବର୍ଷ ଧରି ସୁରକ୍ଷା ସମିତି…

କେତେ ସୁରକ୍ଷିତ ରାଜଧାନୀ ? ବିଭିନ୍ନ ସ୍ଥାନରେ ପରିତ୍ୟକ୍ତ ଅବସ୍ଥାରରେ ପଡ଼ିରହୁଛି ପୁରୁଣା କାର୍

Posted on November 17, 2025

ଦିଲ୍ଲୀରେ ଆତତାୟୀଙ୍କ କାରରୁ ବିସ୍ଫୋରଣ ପରେ ସାରା ଦେଶରେ ଏବେ ଭୟର ବାତାବରଣ ଖେଳିଯାଇଛି । ବିଭିନ୍ନ ରାଜ୍ୟର ଅନେକ ସମ୍ବେଦନଶୀଳ ପ୍ରତିଷ୍ଠାନକୁ ହାଇଆଲର୍ଟରେ ରଖାଯାଇଛି । ଏପରିସ୍ଥଳେ ଓଡ଼ିଶାର ରାଜଧାନୀ କେତେ ସୁରକ୍ଷିତ? ରାଜଧାନୀରେ ଦୀର୍ଘଦିନ ଧରି ରଖାଯାଇଥିବା ପୁରୁଣା କାରରେ କେହି…

ଜଗତସିଂହପୁରରେ ବାଂଲାଦେଶୀ! ଦୁଇ ମହିଳାଙ୍କୁ ଉଠାଇ ନେଲା ପୁଲିସ

Posted on November 17, 2025

ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଧନୀପୁର ନିକଟ ବେହେରାମପୁର ଅଞ୍ଚଳରେ ସନ୍ଦିଗ୍ଧ ବାଂଲାଦେଶୀ ରହୁଥିବା ଅଭିଯୋଗରେ ପୁଲିସ ଚଢ଼ଉ କରିଛି। ଏକ ଭଡ଼ା ଘରୁ ଦୁଇ ଜଣ ମହିଳାଙ୍କୁ ପୁଲିସ ଗିରଫ କରିଛି। ସେମାନେ ନିଜକୁ ପଶ୍ଚିମବଙ୍ଗର ଅଧିବାସୀ ବୋଲି ପରିଚୟ ଦେଉଥିବା ବେଳେ…

Posts pagination

Previous 1 … 94 95 96 … 168 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme