Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: Uncategorized

୨ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ଦିଅନ୍ତୁ ନାହିଁ କଫ୍‌ ସିରପ୍, ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ମାର୍ଗଦର୍ଶକା

Posted on October 4, 2025

ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଗତ କିଛି ଦିନ ମଧ୍ୟରେ କଫ୍ ସିରପ୍ ଯୋଗୁଁ ୧୨ ଜଣ ପିଲାଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଥିଲା। ଏହି ପିଲାମାନେ ଜଣକ ପରେ ଜଣେ ମୃତ୍ୟୁବରଣ କରୁଥିବା ଖବର ଲୋକଙ୍କୁ ଭୟଭୀତ କରିଛି, ସେମାନଙ୍କର ଧାରଣା ରହିଛି ଯେ,…

ବଳ ଗୋଟାଉଛି ବାତ୍ୟା ‘ଶକ୍ତି’, ଘଣ୍ଟା ପ୍ରତି ୬୫ କିମି ବେଗରେ ବହୁଛି ପବନ

Posted on October 4, 2025

ମାଡ଼ି ଆସୁଛି ବାତ୍ୟା ‘ଶକ୍ତି’। ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ଶକ୍ତି’ । ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ନାଲିୟାଠାରୁ ୨୭୦ କିଲୋମିଟର ଦକ୍ଷିଣ-ପଶ୍ଚିମରେ ରହିଛି । ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ରୁ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ କମିବ ବର୍ଷା

Posted on October 4, 2025

ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି । ଆଇଏମ୍‌ଡି ଜିଏଫ୍‌ଏସ୍‌ ମଡେଲ କହୁଛି, ୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ…

ଖରାଦିନେ ଖାଆନ୍ତୁ ଫାଳେ ପିଆଜ

Posted on October 3, 2025

ଏବେ ଅଧିକାଂଶ ଲୋକେ ପିଆଜ ରସୁଣ ଖାଇବାକୁ ବାରଣ କରୁଛନ୍ତି। ହେଲେ ଏହି ପିଆଜ ଶରୀର ପାଇଁ ବେଶ ଉପକାରୀ, ଏକଥା ହୁଏତ ଅନେକଙ୍କୁ ଜଣା ନ ଥିବ। ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ…

ବର୍ଷାରେ ଭିଜିବ ଦଶହରା; ଉପକୂଳରେ ବେଶି ବର୍ଷିବ

Posted on October 1, 2025

ପାର୍ବଣ ଭିଜାଇବାକୁ ଆସି ପହଞ୍ଚିଲାଣି ଆଉ ଗୋଟିଏ ଲଘୁଚାପ । ଏହା ଅବପାତ ହୋଇ ପ୍ରବଳ ବର୍ଷା କରିପାରେ ଦଶହରାରେ । ବେଶି ବର୍ଷିବ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଅଞ୍ଚଳରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଉପକାରୀ ଲେମ୍ୱୁ

Posted on September 30, 2025

ଲେମ୍ବୁ ହେଉ ଅବା ଏଥିରୁ ପ୍ରସ୍ତୁତ ସର୍ବତ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଆପଣଙ୍କ ଶରୀରରେ ଚର୍ବି ବଢ଼ିଯାଇଛି କି? ଯଦି ହଁ, ତେବେ ସରଳ ଉପାୟରେ ଏହାକୁ କମାଇ ପାରିବେ। ଏକ ଗ୍ଲାସ ଉଷୁମ ପାଣିରେ ଲେମ୍ବୁ ଚିପୁଡ଼ି…

ଆଜିଠୁ ବଢ଼ିବ ବର୍ଷା, ଦକ୍ଷିଣ ଓଡ଼ିଶାରେ ପ୍ରବଳ ଢାଳିବ

Posted on September 30, 2025

ମଙ୍ଗଳବାର ଅଷ୍ଟମୀରେ  ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି  ହୋଇପାରେ । ଏହାର ପ୍ରଭାବରେ ଉତ୍ତର  ଓଡ଼ିଶା ଓ ସଂଲଗ୍ନ ବଙ୍ଗୋପସାଗରରେ  ନବମୀରେ ଲଘୁଚାପ ସୃଷ୍ଟି ହେବାର  ସମ୍ଭାବନା ରହିଛି । ଏହା ପ୍ରଭାବରେ  ମଙ୍ଗଳବାରଠୁ ବର୍ଷା ବଢ଼ିବ । ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ…

ସ୍ବାସ୍ଥ୍ୟ ସମସ୍ୟାକୁ ଦୂର କରେ ପୁଦିନା

Posted on September 29, 2025

ଅନେକ ସମୟରେ ମାର୍କେଟ୍‌ରେ ପୁଦିନା ସହଜରେ ମଳିଳିଯାଇଥାଏ। ଏହା ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିଥିାନ୍ତି। ତେବେ ଜାଣନ୍ତୁ କିପରି କରିବେ ପୁଦିନାର ବ୍ୟବହାର। – ପୁଦିନା ଓ…

ଅକ୍ଟୋବର ୧ରେ ଆଉ ଏକ ଲଘୁଚାପ ସମ୍ଭାବନା

Posted on September 29, 2025

ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ ।  ଏହା ପରଠାରୁ ଆରମ୍ଭ ହୋଇଯିବ  ବର୍ଷା । ଅକ୍ଟୋବର ୧ ତାରିଖରେ  ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି  ହେବ । ଏହା ପ୍ରଭାବରେ ଦକ୍ଷିଣ  ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା…

ଚିନାବାଦାମ ଖାଉଥିଲେ….

Posted on September 27, 2025

ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ ଖାଇଲେ ଏହା କମ୍ପ୍ଲିଟ୍‌…

Posts pagination

Previous 1 … 6 7 8 Next

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme