ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର… ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ…
Category: ଦେଶ ବିଦେଶ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ, କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮ ,୫୧୦ ଟଙ୍କା…
ଆସନ୍ତାକାଲି ଭାରତ ବନ୍ଦ ଡାକରା; କେନ୍ଦ୍ରୀୟ ଶ୍ରମିକ ସଂଗଠନର ଦେଶବ୍ୟାପୀ ହରତାଳ
ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଚାଷୀ ସଂଗଠନ ସମର୍ଥନରେ…
ଜାଣି ନିଅନ୍ତୁ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର…
ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୫ ପଇସା…
ଗହଣା କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ସୁନା ଦର…
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ…
୧ ଏପ୍ରିଲରୁ ବଦଳିବ ବ୍ୟାଙ୍କ ନିୟମ…
୧ ଏପ୍ରିଲରୁ ବଦଳିବ ବ୍ୟାଙ୍କ ନିୟମ । ନଗଦ ଜମା ଓ ଉଠାଣ ପାଇଁ ଆସିବ ନୂଆ ଗାଇଡ୍ ଲାଇନ୍। ଆୟକର ବିଭାଗ ପକ୍ଷରୁ ‘ଡ୍ରାଫ୍ଟ ଇନକମ୍ ଟ୍ୟାକ୍ସ ରୁଲ୍ସ, ୨୦୨୬’ ଜାରି କରାଯାଇଛି । ଯାହା ୧ ଏପ୍ରିଲ ୨୦୨୬ ରୁ ଲାଗୁ…
ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି…
ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଆମେରିକା…
‘ୟେ ଦୋସ୍ତି ହମ୍ ନେହିଁ ତୋଡେଙ୍ଗେ’: ଭାରତକୁ ଏମିତି କହିଲା ରୁଷିଆ…
“ୟେ ଦୋସ୍ତି ହମ୍ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ। ଭାରତ ନିସନ୍ଦେହରେ ଆମେରିକାର ଚାପରେ ରୁଷିଆରୁ ତେଲ କ୍ରୟ ହ୍ରାସ କରିଛି କିମ୍ବା ବନ୍ଦ କରିଦେଇଛି। ହେଲେ…
ଓଡ଼ିଶା ପାଇଁ ଗୌରବ ଆଣିଲେ ଏନସିସି ଶିକ୍ଷୟିତ୍ରୀ ସୁପ୍ରଭା ନାୟକ…
ସାଧାରଣତନ୍ତ୍ର ଦିବସ ଜାନୁଆରୀ ୨୬ ଦିଲ୍ଲୀ କର୍ତ୍ତବ୍ୟ ପଥରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୩ ହଜାର ଏନସିସି ଛାତ୍ରଛାତ୍ରୀମାନେ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ । ଏହି ପ୍ୟାରେଡରେ ଅଂଶ ଗ୍ରହଣ କରିବା ପାଇଁ ନବରଙ୍ଗପୁରରେ ପୂର୍ବ ପ୍ରସ୍ତୁତି କରାଯାଇଥିଲା । ସେଠାରେ ସାରା ଓଡ଼ିଶାରୁ…
ୟୁଜିସିର ନୂଆ ନିୟମ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍; ମାର୍ଚ୍ଚ ୧୯ ପର୍ଯ୍ୟନ୍ତ ବଳବତ୍ତର ରହିବ ରହିତାଦେଶ
ଦେଶର ଉଚ୍ଚଶିକ୍ଷା କ୍ଷେତ୍ରରେ ୟୁଜିସି (UGC) ଦ୍ୱାରା ପ୍ରଣୀତ ନୂଆ ନିୟମାବଳୀକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଶୁଣାଇଛନ୍ତି। ‘ୟୁଜିସି ନିୟମାବଳୀ, ୨୦୨୬’ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ରହିତାଦେଶ ଜାରି କରିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ…
