Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ଦେଶ ବିଦେଶ

ଜିପ୍-କଣ୍ଟେନର ମୁହାଁମୁହିଁ ଧକ୍କା, ୪ ମୃତ

Posted on January 27, 2026

ମହାରାଷ୍ଟ୍ରର ପଣ୍ଡରପୁର-ମଙ୍ଗଳବେଧା ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜିପ୍-କଣ୍ଟେନର ମୁହାଁମୁହିଁ ଧକ୍କା । ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇବା ସହିତ…

ଆଜି ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ବନ୍ଦ ରହିବ ସରକାରୀ ବ୍ୟାଙ୍କ, ଗ୍ରାହକଙ୍କୁ ମିଳିବନି ସେବା

Posted on January 27, 2026

ଆଜି ସାରା ଦେଶରେ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ପାଞ୍ଚ ଦିନିଆ କାର୍ଯ୍ୟ ସପ୍ତାହ (5-day work week) ଦାବିରେ ବ୍ୟାଙ୍କ କର୍ମଚାରୀ ସଂଘ ‘ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିଅନ୍ସ’ (UFBU) ପକ୍ଷରୁ ଏହି ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି।…

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ଦୁର୍ଘଟଣା, ମହାକାଳ ଦର୍ଶନ ହେଲା ଶେଷ ଦର୍ଶନ

Posted on January 27, 2026

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ସହ କାର ଭୟଙ୍କର ଧକ୍କା ହେବାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ କହିବା ମୁତାବକ, କାରରେ ଥିବା ଲୋକମାନେ ମହାକାଳ ମନ୍ଦିର ଦର୍ଶନ କରି ଉଜ୍ଜୈନରୁ ନୋଏଡା ଫେରୁଥିଲେ । ପାପଡା…

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ …

Posted on January 26, 2026

ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌ ଚ୍ୟାଲେଞ୍ଜର୍‌ ୬୦୦ ବିମାନ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ମୋଟ ୮ ଜଣ ଲୋକ ଏଥିରେ ଥିଲେ।…

ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର

Posted on January 26, 2026

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ଆଇଏଏଫ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଶାନ୍ତିକାଳୀନ ସର୍ବୋଚ୍ଚ ବୀରତା ସମ୍ମାନ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସ ଅବସରରେ କର୍ତ୍ତବ୍ୟପଥରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଏହି ସମ୍ମାନରେ…

ଆମେରିକାରେ ଶୀତର ଲହରୀ, ୧୩,୦୦୦ ବିମାନ ଉଡ଼ାଣ ବାତିଲ୍

Posted on January 25, 2026

ଆମେରିକାରେ ତୁଷାରପାତ ପରିସ୍ଥିତିକୁ ଆହୁରି ଖରାପ କରିଛି । ଫଳରେ ହଜାର ହଜାର ବିମାନ ଉଡ଼ାଣ ବାତିଲ ହୋଇଛି । ଏଥିସହ ବିଦ୍ୟୁତ୍ ବିଭ୍ରାଟ ଏବଂ ପ୍ରବଳ ତୁଷାରପାତ ହୋଇଥିଲା, ଯାହା ଦ୍ବାରା ରାସ୍ତା ଅବରୋଧ ହୋଇଥିବା ଦେଖିବାକୁ ମିଳିଛି । ସୂଚନାନୁଯାୟୀ, ନ୍ୟୁ…

ପାଶ୍ଚାତ୍ୟ ଦେଶଙ୍କୁ ଝଟ୍‌କା, ଜାତିସଂଘରେ ଇରାନକୁ ଭାରତର ସମର୍ଥନ

Posted on January 24, 2026

ମିଳିତ ଜାତିସଂଘ ମାନବାଧିକାର ପରିଷଦର ସ୍ୱତନ୍ତ୍ର ଅଧିବେଶନରେ ଭାରତ ପୁଣି ଥରେ ନିଜର ସ୍ୱାଧୀନ ବୈଦେଶିକ ନୀତି ସହିତ ବିଶ୍ୱକୁ ଚକିତ କରିଛି । ପାଶ୍ଚାତ୍ୟ ଦେଶଗୁଡ଼ିକର ପ୍ରବଳ ଚାପ ସତ୍ତ୍ୱେ, ଭାରତ ଇରାନ ବିରୋଧରେ ଆଗତ ମାନବାଧିକାର ଉଲ୍ଲଂଘନ ସମ୍ପର୍କିତ ପ୍ରସ୍ତାବ ବିରୋଧରେ…

ଭାରତରୁ ଶେଖ୍ ହାସିନାଙ୍କ ହୁଙ୍କାର: ମହମ୍ମଦ ୟୁନୁସଙ୍କୁ କହିଲେ ‘ହତ୍ୟାକାରୀ’

Posted on January 24, 2026

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଦେଶର ବର୍ତ୍ତମାନର ଅନ୍ତରୀଣ ସରକାର ବିରୋଧରେ ସ୍ୱର ଉତ୍ତୋଳନ କରିଛନ୍ତି। ଭାରତରେ ଶରଣ ନେଇଥିବା ହାସିନା ଏକ ଅଡିଓ କ୍ଲିପ୍‌ ଜରିଆରେ ବାଂଲାଦେଶବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟ ଉପଦେଷ୍ଟା ମହମ୍ମଦ ୟୁନୁସଙ୍କୁ ‘ଫାସିବାଦୀ ହତ୍ୟାକାରୀ’ ବୋଲି ଆଖ୍ୟା…

ଆଗେଇଲା ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପ, ଡିସେମ୍ବର ସୁଦ୍ଧା ପ୍ରସ୍ତୁତ ହୋଇଯିବ ପ୍ରଥମ ସେକ୍ସନ

Posted on January 23, 2026

ଦ୍ରୁତ ବେଗରେ ଆଗେଇ ଚାଲିଛି ଦେଶର ବୁଲେଟ୍ ଟ୍ରେନ୍ ପ୍ରକଳ୍ପ । ୨୦୨୬ ଡିସେମ୍ବର ସୁଦ୍ଧା ପ୍ରଥମ ସେକ୍ସନର ନିର୍ମାଣ ପ୍ରସ୍ତୁତ ହୋଇଯିବ । ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି…

ପୁଲିସ ପିନ୍ଧିବେ ଏଆଇ ଚଷମା, ୱାଣ୍ଟେଡ୍ କ୍ରିମିନାଲକୁ ଖୋଜି ବାହାର କରିବେ

Posted on January 23, 2026

ଦେଶର ରାଜଧାନୀ ଦିଲ୍ଲୀରେ ରିପବ୍ଲିକ୍ ଡେ’କୁ ନେଇ ବଡ଼ ପ୍ରସ୍ତୁତ ଚାଲିଛି। ସୁରକ୍ଷାକୁ ମଜବୁତ କରିବା ପାଇଁ ଦିଲ୍ଲୀ ପୁଲିସ୍ ଆଡଭାନ୍ସଡ୍ ‘ଏଆଇ ଚଷମା’କୁ ଅନୱିଲ କରିଛି। ପରେଡ ବେଳେ ଅନେକ ପୁଲିସ କର୍ମୀ ଏହି ଚଷମା ଲଗେଇବାର ନଜର ଆସିବେ। ଏଆଇ ଚଷମା…

Posts pagination

Previous 1 2 3 4 … 51 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme