Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

LOCରେ ଗୁଳିବିନିମୟ: ସେନା ଓ ଆତଙ୍କୀ ମୁହାଁମୁହିଁ

Posted on October 14, 2025

ଜମ୍ମୁ କାଶ୍ମୀରର କୁପୱାଡା ସେକ୍ଟରରେ ଅନୁପ୍ରବେଶକୁ ରୋକିବାକୁ ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଗତକାଲି ସନ୍ଧ୍ୟାରେ LOC ନିକଟରେ ସନ୍ଦେହଜନକ ଗତିବିଧି ଦେଖି ସେନା ଫାୟାରିଂ କରିଥିଲା। ମାଚିଲ ଓ ଦୁଦନିଆଲ ଅଞ୍ଚଳରେ ଲୁଚି ରହିଥିବା ଅନୁପ୍ରବେଶକାରୀମାନେ ପାଲଟା ଗୁଳି ଚଳାଇଥିଲେ। ସେଥିପାଇଁ ଅଞ୍ଚଳରେ ବିସ୍ଫୋରଣ ଶଣିବାକୁ ମିଳିଥିଲା। ସେନା ତୁରନ୍ତ ଅଞ୍ଚଳକୁ ଘେରାଇ ସର୍ଚ୍ଚ ଅପରେସନ ଆରମ୍ଭ କରିଛି। ବରିଷ୍ଠ ଅଧିକାରୀଙ୍କ ଅନୁସାରେ ଅପରେସନ ଜାରି ରହିଛି ଏବଂ ସ୍ଥିତି ଉପରେ କଡା ନଜର ରଖାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme