Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସପ୍ତାହେ ଅସମ୍ଭାଳ ଥଣ୍ଡା, ଆଜିଠୁ କଲବଲ କରିବ କାଲୁଆ ପବନ

Posted on December 7, 2025

ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । କାଲୁଆ ପବନ କଲବଲ କରିବ । ଭୋର୍ରୁ ଘନ କୁହୁଡ଼ିର ଆସ୍ତରଣ ବି ବାଟ ଓଗାଳିବ । ଶୀତ ଲହରିରେ ପୂରା ଓଡ଼ିଶା ଥରିବ । ପାଣିପାଗ ବିଭାଗ(ଆଇଏମଡି) ଏହି ଆକଳନ…

ତାଳଚେର ବଳରାମ ଖଣିରେ ହୃଦୟ ବିଦାରକ ଦୁର୍ଘଟଣା: ଡୁଜର୍ ତଳେ କଟିଗଲା କର୍ମଚାରୀଙ୍କ ଗୋଡ଼

Posted on December 6, 2025

ତାଳଚେର: ତାଳଚେରସ୍ଥିତ ବଳରାମ କୋଇଲା ଖଣିରେ ଆଜି ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏମସିଏଲ୍‌ରେ କାର୍ଯ୍ୟରତ ଜଣେ କର୍ମଚାରୀ ଡ୍ୟୁଟିକୁ ଯାଉଥିବା ସମୟରେ ଏକ ଭାରୀ ଚେନ୍ ଡୁଜର୍ ମେସିନ୍ ତାଙ୍କ ଉପରେ ଚଢ଼ିଯିବାରୁ ତାଙ୍କ ଗୋଡ଼ ଦୁଇ ଖଣ୍ଡ ହୋଇଯାଇଛି। ତେବେ…

ରାଜଧାନୀରୁ ୧୦ ମାଉଜର ଜବତ, ବିହାରରୁ ବ୍ରହ୍ମପୁର ଅଭିମୁଖେ ହେଉଥିଲା ଚାଲାଣ

Posted on December 6, 2025

ରାଜଧାନୀରୁ ୧୦ ମାଉଜର ଜବତ। ବିହାରରୁ ବ୍ରହ୍ମପୁର ଅଭିମୁଖେ ଚାଲାଣ ହେଉଥିବା ବେଳେ ଗୋଡାଇ ଗୋଡାଇ ଧରିଲା ସ୍ପେଶାଲ୍ କ୍ରାଇମ୍ ୟୁନିଟ୍। ଖଣ୍ଡଗିରି ଛକରେ ମାଡ଼ି ବସିଲା ପୁଲିସ। ଜଣେ ଅଭିଯୁକ୍ତ ଗିରଫ। ସୂଚନାନୁଯାୟୀ, ଏକ କାରରେ ଚୋରା ମାଉଜର ଓ କାଇବାଇନ୍ ଚାଲାଣ…

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

Posted on December 6, 2025

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳରୁ ଏହି ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ, ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ…

 ନଦୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ର ମୃତ

Posted on December 6, 2025

ଖରସ୍ରୋତା ନଦୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ର ମୃତ। କୁଆଖିଆ ଥାନା ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ବରାଂଶ ଗ୍ରାମରେ ଏହି ଘଟଣା ଘଟିଛି। ମୃତକ ଜଣଙ୍କ ରାଜେନ୍ଦ୍ର କଣ୍ଠଙ୍କ ପୁଅ ସାଇ ସାରଥି କଣ୍ଠ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।…

ଚିକେନ୍ ଖାଇଦେବାରୁ ଦୁଇ ପଡୋଶୀଙ୍କ ଭିତରେ ଗଣ୍ଡଗୋଳ

Posted on December 6, 2025

ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କଲା ପଡୋଶୀ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି କୃଷ୍ଣଚନ୍ଦ୍ର ମହାନ୍ତି। ଉକ୍ତ ଗାଁର ହତ୍ୟାକାରୀ ନାରାୟଣ ଦାସ ଫେରାର୍। ସୂଚନାନୁଯାୟୀ, ଶୁକ୍ରବାର କୃଷ୍ଣଚନ୍ଦ୍ର ଘରେ ଚିକେନ୍…

ଗହଣା କିଣିବା ପୂର୍ବରୁ ଦାମ୍ ଉପରେ ନଜର ପକାନ୍ତୁ ଦର….

Posted on December 6, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ହାଇଦ୍ରାବାଦ ବିମାନବନ୍ଦରକୁ ବୋମା ଧମକ, ସୁରକ୍ଷିତ ଭାବେ ହେଲା ଲ୍ୟାଣ୍ଡିଂ

Posted on December 6, 2025

ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, ଆଜି ଲଣ୍ଡନର ହିଥ୍ରୋ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାକୁ ମିଳିଲା ମଞ୍ଜୁରୀ: ମିଳିବ ₹୫୧ ହଜାର ସହାୟତା

Posted on December 6, 2025

ରାଜ୍ୟ ସରକାରଙ୍କ ବହୁପ୍ରତୀକ୍ଷିତ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା (MKBBY)କୁ ମଞ୍ଜୁରୀ ମିଳିଛି। ଏହି ଯୋଜନା ଅଧୀନରେ କନ୍ୟାମାନଙ୍କୁ ବିବାହ ପାଇଁ ମୋଟ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷୁରୁ ସମସ୍ତ…

୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଲୁଟେରା ଛୁ, ସିସିଟିଭିରେ କଏଦ ହେଲା ଦୃଶ୍ୟ

Posted on December 6, 2025

 ଯାତ୍ରାର ଫାଇଦା ଉଠାଇ ଘରେ କଳାକନା ବୁଲାଇଲେ ଲୁଟେରା। ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଲୁଟେରା ଛୁ। ସିସିଟିଭିରେ କଏଦ ହେଲା ଚୋରି ବେଳର ଦୃଶ୍ୟ। ଏପରି ଘଟଣା ଘଟିଛି ନୀଳଗିରି ଥାନା ଅଧୀନ କାଂଶ ଗ୍ରାମର ଶୁଭ୍ରାଂଶୁ ମହାନ୍ତିଙ୍କ ଘରେ। ସୂଚନା ମୁତାବକ…

Posts pagination

Previous 1 … 101 102 103 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme