Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଡୋଶୀ ଦେଶ ବାଂଲାଦେଶରେ ଭୂକମ୍ପ ଅନୁଭୂତ , ତୀବ୍ରତା ୪.୧

Posted on December 4, 2025

ଭାରତର ପଡୋଶୀ ଦେଶ ବାଂଲାଦେଶରେ ଭୂକମ୍ପ ଅନୁଭୂତ ହୋଇଛି । ବାଂଲାଦେଶର ଢାକା ଏବଂ ଅନ୍ୟାନ୍ୟ ଆଖପାଖ ଜିଲ୍ଲାଗୁଡିକରେ ଏହାର ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୧ ଥିବା ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ନରସିଙ୍ଗଡିରେ ୩୦ କିଲୋମିଟର ଗଭୀରତାରେ…

କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ହତ୍ୟା ଧମକ

Posted on December 4, 2025

କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ହତ୍ୟା ଧମକ । ଜିଆରପି ଥାନାରେ ବିଧାୟକଙ୍କ ଏତଲା । ଗତକାଲି ବିଳମ୍ବିତ ରାତିରେ ରାୟପୁର- ବିଶାଖାପାଟଣା ଲିଙ୍କ ଏକ୍ସପ୍ରେସ ଗାଡିରେ ବେଆଇନ ଭାବେ ରାଜ୍ୟ ବାହାରକୁ ଦାଦନ ଚାଲାଣ ହେଉଥିଲା । ଏହି ସମୟରେ ବିଧାୟକ ଲକ୍ଷ୍ମଣ…

ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ

Posted on December 4, 2025

ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । କିଛି ଦିନ ପରେ ଶୀତ ପୁଣି…

ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ

Posted on December 3, 2025

ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା ରହିଛି । ସୂଚନା ପାଇ ବମ୍…

ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ

Posted on December 3, 2025

ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ନେନେଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ତାଙ୍କ ପାଇଁ ଯିବା…

ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ, ହତ୍ୟା ସନ୍ଦେହ

Posted on December 3, 2025

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତାକଡ଼ରେ ପଡ଼ି ରହିଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର…

ଡିସେମ୍ବର ୩୧ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାଇସି, ଧରାପଡ଼ିଲା ୬.୮୩ ଲକ୍ଷ ମୃତ ବ୍ୟକ୍ତି ଓ ୩୩ ହଜାର ଜାଲି ରାସନ କାର୍ଡ

Posted on December 3, 2025

ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ଇ-କେୱାଇସି ପ୍ରକ୍ରିୟା ଜାରି ରହିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର।ଇ-କେୱାଇସି ଓ କ୍ଷେତ୍ର ତର୍ଜମା ସମୟରେ ମୋଟ ୬ ଲକ୍ଷ ୮୩ ହଜାର ୯୯୫ ଜଣ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି।…

ଆଜି ଉପରମୁହାଁ ହେଇଛି ସୁନା ମୂଲ୍ୟ, ଜାଣନ୍ତୁ କ’ଣ ରହିଛି ଦାମ୍

Posted on December 3, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ଉଡିଲାନି ବିମାନ, ଅସନ୍ତୋଷ ୭ଶହ ଯାତ୍ରୀ

Posted on December 3, 2025

ଭୁବନେଶ୍ବର ବିମାନବନ୍ଦରରୁ ଉଡିଲାନି ଇଣ୍ଡିଗୋ ବିମାନ। ବିଳମ୍ବକୁ ନେଇ ଉତ୍ତେଜନା। ୭୦୦ରୁ ଅଧିକ ଯାତ୍ରୀଙ୍କ ଅସନ୍ତୋଷ ଦେଖିବାକୁ ମିଳିଛି । ଗତ ରାତି ୯ଟାରୁ ୧୧ଟା ଭିତରେ ବିମାନ ଉଡ଼ାଣ ଭରିବାର ଥିବା ବେଳେ ସୂଚନା ନଦେଇ ବାତିଲ ହୋଇଥିଲା ବିମାନ। ସୂଚନା ଅନୁଯାୟୀ,…

ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ସାଂଘାତିକ ମାମଲା ରୁଜୁ

Posted on December 3, 2025

ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ…

Posts pagination

Previous 1 … 105 106 107 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme