Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଦଳିଲା ରାଜ ଭବନ ନାଁ

Posted on December 2, 2025

ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ ଏହା ସରକାରୀ ଭାବେ…

କଲେଜ୍ ଯିବା ବେଳେ ଚଢିଗଲା ହାଇୱା, ଜଣେ ମୃତ

Posted on December 2, 2025

କଲେଜ୍ ଯିବା ବେଳେ ଚଢିଗଲା ହାଇୱା। ଜଣେ ଛାତ୍ର ମୃତ ଅନ୍ୟ ୨ ଜଣ ଗୁରୁତର। ଜେନାପୁର ଥାନା ରମ୍ପେଇ ବଜାର ନିକଟସ୍ଥ କୁରକଣା ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା…

ମହିଳା କନଷ୍ଟେବଳ ହତ୍ୟା ମାମଲା, ଦାଖଲ ହେଲା ୭୦୦ ପୃଷ୍ଠାର ଚାର୍ଜସିଟ୍‌

Posted on December 2, 2025

ବହୁଚର୍ଚ୍ଚିତ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ହତ୍ୟା ମାମଲାରେ କ୍ୟାପିଟାଲ ଥାନା ପୁଲିସ ତଦନ୍ତ ପ୍ରକ୍ରିୟା ପ୍ରାୟତଃ ସରିଛି । ଅଦାଲତରେ ପ୍ରାୟ ୭୦୦ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍‌କୁ ପୁଲିସ ଦାଖଲ କରିଛି । ଏଥିରେ ଅଭିଯୁକ୍ତ ସ୍ୱାମୀ ଦୀପକ ରାଉତଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି…

ହାର୍ଡୱେର ଷ୍ଟୋର ତାଲା ଭାଙ୍ଗି ଲୁଟ୍

Posted on December 2, 2025

ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବାଲିପାଟଣାରେ ମାତିଛନ୍ତି ଲୁଟେରା ଦଳ| ଲୁଟ ପାଟ କରି ଲୋକଙ୍କ ଆଖିରୁ ନିଦ ହଜେଇ ଦେଇଛନ୍ତି | ପୁଲିସ କାର୍ଯ୍ୟାନୁଷ୍ଠାନ କୋହଳ ଚୋରଙ୍କ ପାଇଁ ବରଦାନ ପାଲଟିଛି | ସାଧାରଣ ଜନତା ଅସୁରକ୍ଷିତ ଅବସ୍ଥାରେ ଜୀବନଯାପାନ କରୁଛନ୍ତି | ସୁନା ଅଳଙ୍କାର,…

ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଲିସ ଛାନ୍‌ଭିନ୍

Posted on December 2, 2025

ଇନ୍‌ଫୋସିଟି ଥାନା ଅଧୀନ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ସେ ହେଲେ, ରାହୁଲ ଯାଦବ । ଘର ଛତିଶଗଡ଼ ରାୟପୁର ସହରରେ । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ ଛାତ୍ର ଥିଲେ । କ୍ୟାମ୍ପସ ୧୦ର ହଷ୍ଟେଲ…

ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

Posted on December 2, 2025

ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକର ଶିରିବେଡ଼ା ସ୍ଥିତ ପିଏମଶ୍ରୀ ସ୍କୁଲରେ ଅଘଟଣ। ୩୫ ଅନ୍ତେବାସୀ ବୈପାରୀଗୁଡ଼ା ମେଡିକାଲରେ ଭର୍ତ୍ତି। ଅନୁଧ୍ୟାନ ପାଇଁ ହଷ୍ଟେଲରେ ମିଳିତ ଡାକ୍ତରୀ ଟିମ୍। ବୈପାରୀଗୁଡ଼ା ରାମଗିରି ମେଡିକାଲ ଟିମ୍‌ର ଅନୁଧ୍ୟାନ।…

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

Posted on December 2, 2025

ଆସନ୍ତା ୩ ତାରିଖ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ବନକଲାଗି ହେବ । ସନ୍ଧ୍ୟା ସମୟରେ ପ୍ରାୟ ୪…

ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ

Posted on December 2, 2025

ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ। ଚମ୍ପଟ ମାରିବା ବେଳେ କାବୁକରି ଛେଚିଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟ ଗୋପାଳପୁର ରାସ୍ତାରେ ଏହି ଘଟଣା ଘଟିଛି । ସୂଚନା ମୁତାବକ, ଗୋପାଳପୁର ରାସ୍ତାରେ ମହିଳା ଜଣଙ୍କ ଯାଉଥିବା ବେଳେ ଦୁର୍ବୁତ୍ତ ଜଣକ…

୪ରୁ ବଢ଼ିବ ଶୀତ, ୨ ରୁ ୪ ଡିଗ୍ରୀ ଖସିବ ରାତି ତାପମାତ୍ରା

Posted on December 2, 2025

ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଯାଇଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି…

ବିଦା ହେଲେଣି ୪୯ ବାଂଲାଦେଶୀ

Posted on December 1, 2025

ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି। ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ ୬, କନ୍ଧମାଳରୁ ୩,…

Posts pagination

Previous 1 … 107 108 109 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme