Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆ ସରକାରରେ ଭିଜିଲାନ୍ସ ଆକ୍ଟିଭ୍: ୩୧୮ ଦୁର୍ନୀତି ମାମଲା, କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ

Posted on December 1, 2025

ଭୁବନେଶ୍ୱର: ନୂଆ ସରକାର ଗଠନ ପରେ ରାଜ୍ୟରେ ଭିଜିଲାନ୍ସ ବିଭାଗ ଅଧିକ ସକ୍ରିୟ ହୋଇଛି। ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଉପରେ ଗୃହରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ…

ମନ୍ତ୍ରୀଙ୍କ ପୁଲିସ ପାଇଲଟ୍ ଗାଡ଼ି ଧକ୍କାରେ ବୃଦ୍ଧା ଗୁରୁତର, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର

Posted on December 1, 2025

 କଟକ-ପାରାଦ୍ଵୀପ ରାସ୍ତାରେ ଦୁର୍ଘଟଣା। ଶିଳ୍ପ ମନ୍ତ୍ରୀଙ୍କ ପୁଲିସ ପାଇଲଟ୍ ଗାଡ଼ି ଧକ୍କାରେ ବୃଦ୍ଧା ଗୁରୁତର। କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର। ସୋମବାର ସକାଳ ୧୦ଟା ୪୦ରେ ଏହି ଦୁର୍ଘଟଣା ଘଟିଛି। ବୃଦ୍ଧାଙ୍କ ତୁରନ୍ତ ଚିକିତ୍ସା ପାଇଁ ମନ୍ତ୍ରୀ କଟକ ବଡ଼ ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କୁ ନିର୍ଦ୍ଦେଶ…

କାଳ ହେଲା ଟ୍ରେନରେ ଚଢ଼ିବା, ଚାଲିଗଲା ଶିକ୍ଷକଙ୍କ ଜୀବନ

Posted on December 1, 2025

ଝାରସୁଗୁଡା ରେଳ ଷ୍ଟେସନରେ ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ର ରାୟପୁରର ବି. ଶିବଶଙ୍କର ବୋଲି ଜଣାପଡ଼ିଛି। ସୂଚନା…

ଲଞ୍ଚ୍‌ ହେଲା ‘ମାନବ ୱାଶିଂ ମେସିନ୍‌’, ୧୫ ମିନିଟ୍‌ ମଧ୍ୟରେ ସଫା କରିବ ଶରୀର

Posted on December 1, 2025

ଜାପାନରେ ଏବେ ‘ମାନବ ୱାଶିଂ ମେସିନ୍‌’ ଲଞ୍ଚ୍‌ ହୋଇଛି । ଏହି କ୍ୟାପ୍‌ସୁଲ ଭଳି ମେସିନ୍‌ ମଧ୍ୟରେ ଶୋଇବା ପରେ ମାତ୍ର ୧୫ ମିନିଟ୍‌ ମଧ୍ୟରେ ଜଣେ ବ୍ୟକ୍ତିଙ୍କର ପୂରା ଶରୀର ସଫା ହୋଇଯାଇଥାଏ । ଏଥିସହ ସେ ତାଜାପଣ ଅନୁଭବ କରିଥାନ୍ତି ।…

କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା : ଆକ୍ଟିଭ ସିମ୍‌ ନଥିଲେ ଚାଲିବନି ମେସେଜିଂ ଆପ୍

Posted on December 1, 2025

ଏଣିକି ମୋବାଇଲରେ ଆକ୍ଟିଭ ସିମ୍‌ ନ ଥିଲେ ଚାଲିବ ନାହିଁ ମେସେଜିଂ ଆପ୍। ସାଇବର୍ ଠକେଇର ମୁକାବିଲା ଲାଗି କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା। ମେସେଜିଂ ଆପ୍ ସହ ହେବ ସିମ୍ ବାଇଣ୍ଡିଂ। ଶନିବାର ଏଭଳି ନିର୍ଦ୍ଦେଶାନାମା ଜାରି କରିଛନ୍ତି କେନ୍ଦ୍ର ସରକାର। ହ୍ୱାଟ୍‌ସଆପ୍‌,…

ସାମନ୍ଥାଙ୍କ ବିବାହ ଫଟୋ ଭାଇରାଲ: ନିର୍ଦ୍ଦେଶକ ରାଜ ନିଡିମୋରୁଙ୍କୁ କଲେ ବାହା

Posted on December 1, 2025

କୋଏମ୍ବାଟୁର: ଦୀର୍ଘ ଦିନର କଳ୍ପନାଜଳ୍ପନା ପରେ ଶେଷରେ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁ ଏବଂ ନିର୍ଦ୍ଦେଶକ ରାଜ ନିଡିମୋରୁ (ରାଜ ଏବଂ ଡି.କେ. ଯୋଡ଼ିର ଜଣେ ସଦସ୍ୟ) ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଉଭୟ ଏକ ଅତ୍ୟନ୍ତ ନିରୋଳା ଏବଂ ନିରାଡ଼ମ୍ବର ଉତ୍ସବରେ ପରସ୍ପରକୁ…

ବଢିଚାଲିଛି ସୁନା ଦର, ଜାଣନ୍ତୁ କ’ଣ ରହିଛି ଦାମ୍

Posted on December 1, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ମୋରାଦାବାଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ୬ ସଦସ୍ୟ ମୃତ

Posted on December 1, 2025

ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ମର୍ମନ୍ତୁଦ ଘଟଣାରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛପଟୁ…

ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍

Posted on December 1, 2025

ଆଜି ଭୋର୍ ୫ ଘଟିକା ସମୟରେ ୫୨୦ ନମ୍ୱର୍ ଜାତୀୟ ରାଜପଥ, ଭଦ୍ରାସାହି ନିକଟ ରୋଇଡ଼ା ଛକ ନିକଟରେ ଏକ ଟ୍ରକ୍ ରାସ୍ତାରେ ଯାଉଥିବା ସମୟରେ ୩ ଜଣ ଦୁର୍ବୃତ୍ତ ଗାଡ଼ିକୁ ଅଟକାଇ ଥିଲେ। ଭୁଜାଲି ଓ ମାରଣାସ୍ତ୍ର ଦେଖାଇ ଚାଳକ ସତ୍ୟନାରାୟଣ ବିଶ୍ଵକର୍ମାଙ୍କ ପାଖରେ ଥିବା…

ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍

Posted on December 1, 2025

ବୌଦ୍ଧ ସହର ମୁଖ୍ୟ ଡାକଘରୁ ଚୋରି। ପ୍ରାୟ ୩୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେତେ ଚୋରି ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିପାରି ନାହିଁ।  ସୂଚନାନୁଯାୟୀ, ବୌଦ୍ଧ ସହରର…

Posts pagination

Previous 1 … 108 109 110 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme