Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୃଷ୍ଟି ହେଲା ବାତ୍ୟା ‘ସେନୟାର’, ପୂର୍ବାହ୍ନରେ ଉପକୂଳକୁ ଅତିକ୍ରମ କରିବା ସମ୍ଭାବନା

Posted on November 26, 2025

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ସେନୟାର’। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା। ତୀବ୍ର ଅବପାତ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇଛି। ଆଜି ପୂର୍ବାହ୍ନରେ ଇଣ୍ଡୋନେସିଆ ଉପକୂଳକୁ ଅତିକ୍ରମ କରିବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। …

ଏହିସବୁ ରୋଗ ଭଲ କରେ ହଳଦୀ…

Posted on November 25, 2025

ହଳଦୀରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ କୁର୍‌କୁମିନ୍‌ ନାମକ ଏକ ତତ୍ତ୍ୱ ରହିଛି, ଯାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହି ତତ୍ତ୍ୱ ଶରୀରରେ ଥଣ୍ଡା କମାଇବାରେ କେତେକାଂଶରେ ସାହାଯ୍ୟ କରେ। ବିଶେଷଭାବରେ ଶରୀରରେ ଥଣ୍ଡା…

୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ, ଭିଜିଲାନ୍ସ ହାତରେ ଏଆରଆଇ ବାବୁ

Posted on November 25, 2025

ଭିଜିଲାନ୍ସ ହାତରେ ଏଆରଆଇ ବାବୁ ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆବେଦନକାରୀଙ୍କୁ ସୁହାଇଲା…

ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ, ମହାପ୍ରଭୁଙ୍କ ହେବ ‘ଘୋଡ଼ ଲାଗି’ ନୀତି

Posted on November 25, 2025

ବୁଧବାର ମାର୍ଗଶୀର ମାସ ଶୁକ୍ଳ ଷଷ୍ଠୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ବଞ୍ଚିବାପାଇଁ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ନୀତି ହେବ । ଠାକୁରେ ଶୀତବସ୍ତ୍ର ପରିଧାନ କରିବେ । ଶ୍ରୀମନ୍ଦିରର ପାରମ୍ପରିକ ଦର୍ଜି ସେବକ ଏହି ଘୋଡ଼ ପ୍ରସ୍ତୁତି…

କଙ୍କିଳି ଗାଁ ନିକଟ‌ ବିଲ ମାଳକୁ ଛେଳି ଚରାଇବାକୁ ଯାଇଥିବା ବେଳେ ବୃଦ୍ଧାଙ୍କୁ ଦଳି ଦେଲା ଦନ୍ତା

Posted on November 25, 2025

ତାଳଚେର କଙ୍କିଳି ଗାଁ ନିକଟ‌ ବିଲ ମାଳକୁ ଛେଳି ଚରାଇବାକୁ ଯାଇଥିବା ବେଳେ ବୃଦ୍ଧାଙ୍କୁ ଦଳି ଦେଲା ଦନ୍ତା। ମୃତକ ଜଣକ ହେଲେ କଟନାଳି ଗ୍ରାମର ବାସନ୍ତୀ ଖଟୁଆ ।ସୂଚନା ଅନୁସାରେ ବାସନ୍ତି ଆଜି ନିଜର ଛେଳି ଚରାଇବାକୁ କଙ୍କିଳି ଗ୍ରାମ ଜଙ୍ଗଲକୁ ଆସିଥିଲେ।…

ସ୍ପାମ୍‌ କଲ୍ ବିରୋଧରେ ଟ୍ରାଇର ଆକ୍ସନ୍, ୨୧ ଲକ୍ଷ ଜାଲ୍‌ ଫୋନ ନମ୍ବର ବ୍ଲକ୍‌

Posted on November 25, 2025

ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ ସ୍ପାମ୍ ଏବଂ ଠକେଇ ପାଇଁ ଉଦ୍ଦିଷ୍ଟ ଟେଲିକମ କଲ୍ ଗୁଡ଼ିକ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଏ ଦିଗରେ ଗତ ବର୍ଷକରେ ୨୧ ଲକ୍ଷ ଜାଲ୍ ନମ୍ବର ବ୍ଲକ କରାଯାଇଛି । ୧ ଲକ୍ଷ ସଂସ୍ଥାକୁ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ସ୍ମୃତି ମନ୍ଧାନ ଏବଂ ପଲାଶ ମୁଚାଲଙ୍କ ବିବାହ ଡିଲିଟ୍ କଲେ ବିବାହ ଉତ୍ସବ ଫଟୋ

Posted on November 25, 2025

ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ଏବଂ ପଲାଶ ମୁଚାଲଙ୍କ ବିବାହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଯାଇଛି । ସ୍ମୃତି ଙ୍କ ବାପାଙ୍କୁ ସାମାନ୍ୟ ହାର୍ଟ ଆଟାକ୍ ଆସିବା ପରେ ହସପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ କାହାଣୀରେ ପୁଣି ଏକ ନୂଆ…

ଜାଣନ୍ତୁ କେତେ ରହିଛି ମୂଲ୍ୟ…

Posted on November 25, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ପ୍ରଦୂଷଣରେ ଘାଇଲା ଦିଲ୍ଲୀ , ୫୦% କର୍ମଚାରୀରେ ଚାଲିବ ଅଫିସ

Posted on November 25, 2025

ପ୍ରଦୂଷଣରେ ଘାଇଲା ଦିଲ୍ଲୀ । ଗୁରୁତର ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀର ସମସ୍ତ ଅଫିସ ଏଣିକି ୫୦% କର୍ମଚାରୀଙ୍କୁ ନେଇ କାମ କରିବେ । ଅନ୍ୟ କର୍ମଚାରୀମାନେ ୱାର୍କ ଫ୍ରମ ହୋମ କରିବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି । ପ୍ରଦୂଷଣ ସ୍ତର ବୃଦ୍ଧି…

ବ୍ରାଉନ ସୁଗାର ସହ ବନ୍ଧୁକ ଜବତ, ୩ ଗିରଫ

Posted on November 25, 2025

ଅନୁଗୋଳ ଟାଉନ ପୁଲିସକୁ ସଫଳତା । ମଙ୍ଗଳବାର ସକାଳୁ ବ୍ରାଉନ ସୁଗାର ସହ ବନ୍ଧୁକ ଜବତ । ରେଡ୍ ବେଳେ ୩ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ । ସୂଚନା ଅନୁଯାୟୀ, ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ତୁରଙ୍ଗ ମିନି ଷ୍ଟାଡିୟମରେ କିଛି…

Posts pagination

Previous 1 … 118 119 120 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme