Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଫାଶୀଦଣ୍ଡ, ଦେଶରେ ଉଚ୍ଚ ସତର୍କତା

Posted on November 17, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଫାଶୀଦଣ୍ଡ । ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ୍ (ICT) ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ରାୟ ଶୁଣାଇ ଫାଶୀଦଣ୍ଡ ଶୁଣାଇଛନ୍ତି । ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।…

ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ, ୨ଟି ଦଫା ପୂରଣ ନେଇ ସଂଘ ଦାବି

Posted on November 17, 2025

ମୂଳ ପଦବିକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍ ପେ ପ୍ରଦାନ, ୨୦୦୧ରୁ ୨୦୨୪ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରି ୬ଟି ନୋସନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ ଦାବି ଆସନ୍ତା ୩୦ ତାରିଖ ସୁଦ୍ଧା ପୂରଣ ନହେଲେ ଡିସେମ୍ବର…

ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା, ଶନିବାର ପ୍ରବେଶ ଶୁଳ୍କ ଛାଡ଼ ଦାବି

Posted on November 17, 2025

ସୂର୍ଯ୍ୟମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରତି ଶନିବାର ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ ଆଦି ଦାବି ନେଇ ସୋମବାର ପୂର୍ବାହ୍ଣରେ କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦୀର୍ଘ ୨୯ବର୍ଷ ଧରି ସୁରକ୍ଷା ସମିତି…

କେତେ ସୁରକ୍ଷିତ ରାଜଧାନୀ ? ବିଭିନ୍ନ ସ୍ଥାନରେ ପରିତ୍ୟକ୍ତ ଅବସ୍ଥାରରେ ପଡ଼ିରହୁଛି ପୁରୁଣା କାର୍

Posted on November 17, 2025

ଦିଲ୍ଲୀରେ ଆତତାୟୀଙ୍କ କାରରୁ ବିସ୍ଫୋରଣ ପରେ ସାରା ଦେଶରେ ଏବେ ଭୟର ବାତାବରଣ ଖେଳିଯାଇଛି । ବିଭିନ୍ନ ରାଜ୍ୟର ଅନେକ ସମ୍ବେଦନଶୀଳ ପ୍ରତିଷ୍ଠାନକୁ ହାଇଆଲର୍ଟରେ ରଖାଯାଇଛି । ଏପରିସ୍ଥଳେ ଓଡ଼ିଶାର ରାଜଧାନୀ କେତେ ସୁରକ୍ଷିତ? ରାଜଧାନୀରେ ଦୀର୍ଘଦିନ ଧରି ରଖାଯାଇଥିବା ପୁରୁଣା କାରରେ କେହି…

ଜଗତସିଂହପୁରରେ ବାଂଲାଦେଶୀ! ଦୁଇ ମହିଳାଙ୍କୁ ଉଠାଇ ନେଲା ପୁଲିସ

Posted on November 17, 2025

ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଧନୀପୁର ନିକଟ ବେହେରାମପୁର ଅଞ୍ଚଳରେ ସନ୍ଦିଗ୍ଧ ବାଂଲାଦେଶୀ ରହୁଥିବା ଅଭିଯୋଗରେ ପୁଲିସ ଚଢ଼ଉ କରିଛି। ଏକ ଭଡ଼ା ଘରୁ ଦୁଇ ଜଣ ମହିଳାଙ୍କୁ ପୁଲିସ ଗିରଫ କରିଛି। ସେମାନେ ନିଜକୁ ପଶ୍ଚିମବଙ୍ଗର ଅଧିବାସୀ ବୋଲି ପରିଚୟ ଦେଉଥିବା ବେଳେ…

ଗଛରେ ପିଟି ହୋଇ ବାଇକ୍ ଆରୋହୀ ମୃତ

Posted on November 17, 2025

ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ । ଘଟଣାରୁ ଜଣାପଡ଼ିଛି ଯେ, ପ୍ରଦୀପ କୌଣସି କାମରେ…

ସାଉଦି ଆରବରେ ବଡ଼ ଅଘଟଣ, ଜଳିଗଲା ବସ୍, ୪୨ ଭାରତୀୟ ମୃତ !

Posted on November 17, 2025

ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ ମକ୍କାରୁ ମଦିନା ଯାଉଥିବା ବେଳେ…

ଟ୍ରକ୍ ଦୁର୍ଘଟଣା, ଚାଲିଗଲା ଚାଳକଙ୍କ ଜୀବନ

Posted on November 17, 2025

ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ବୁଡୁଣି ଛକ ରାଜ୍ୟ ରାଜପଥରେ ଟ୍ରକ ଓଲଟିଯିବା ଫଳରେ ଚାଳକ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତ ଚାଳକ ଜଣଙ୍କ ହେଲେ ଉତ୍ତର ପ୍ରଦେଶର। ଏକ ଲୁହା ବୋଝେଇ ଟ୍ରକ୍ ବିଶାଖାପାଟଣାରୁ ରାଉରକେଲା ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡ଼ିଥିଲା।…

୧୦ମ ଥର ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର

Posted on November 17, 2025

ବିହାରରେ ନୂଆ ସରକାର ଗଠନ ଲାଗି ପ୍ରସ୍ତୁତି ପ୍ରାୟତଃ ଚୂଡ଼ାନ୍ତ ହୋଇଛି । ଆସନ୍ତା ୨୦ ତାରିଖ ପାଟନାର ଗାନ୍ଧି ମୈଦାନରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଶପଥ ଗ୍ରହଣ ସମାରୋହରେ…

ଶ୍ରୀମନ୍ଦିରରେ ଆଜି ପଇତା ଲାଗି ନୀତି, ୫ ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Posted on November 17, 2025

ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ…

Posts pagination

Previous 1 … 135 136 137 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme