Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହାରାଜପୁରାରେ ଫର୍ଚ୍ୟୁନର–ଟ୍ରାକ୍ଟର ଧକ୍କାରେ ୫ ଜଣଙ୍କ ମୃତ୍ୟୁ

Posted on November 16, 2025

ମଧ୍ୟପ୍ରଦେଶର ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟି ଅଞ୍ଚଳରେ ତିବ୍ର ଆତଙ୍କ ସୃଷ୍ଟି ହୋଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମହାରାଜପୁରା ଅଞ୍ଚଳରେ ଏକ ଅନିୟନ୍ତ୍ରିତ ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି…

ଟେଷ୍ଟ ମ୍ୟାଚ ମଝିରେ ଆହତ ଗିଲ୍, ମ୍ୟାଚରୁ ବାଦ, ହସ୍ପିଟାଲରେ ଭର୍ତ୍ତି

Posted on November 16, 2025

ଭାରତ–ଦକ୍ଷିଣ ଆଫ୍ରିକା ଟେଷ୍ଟ ମ୍ୟାଚରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଗୁରୁତର ଆହତ ହେବାରୁ ମ୍ୟାଚରୁ ବାଦ ପଡ଼ିଛନ୍ତି । ଦ୍ୱିତୀୟ ଦିନରେ ବ୍ୟାଟିଂ ସମୟରେ ସ୍ୱିପ୍ ସଟ୍ ମାରିବା ପରେ ତାଙ୍କ ବେକରେ ହଠାତ୍ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ଫିଜିଓ ପରୀକ୍ଷା…

ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

Posted on November 16, 2025

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବନଖଣ୍ଡ ଅର୍ନ୍ତଗତ ଲାଠିକଟା ବ୍ଲକ ଏରଗେଡା ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଏରଗେଡା ଗ୍ରାମର ମାଙ୍ଗା କୁଜୁର। ସୂଚନା ମୁତାବକ, ମାଙ୍ଗା କୁଜୁର ରବିବାର ସକାଳ ୭ଟାରେ ଶୌଚ ଲାଗି…

ଡ୍ୟୁଟି ବେଳେ ଟଳିପଡ଼ିଲେ ଡାକ୍ତର

Posted on November 16, 2025

ମୃତ୍ୟୁ ଏମିତି ବି ଆସେ । ରୋଗୀ ଦେଖୁ ଦେଖୁ ଡାକ୍ତରଖାନାରେ ନିଜେ ଟଳିପଡ଼ିଲେ ଡାକ୍ତର। ନୀଳଗିରି ଉପଖଣ୍ଡ ହସ୍ପିଟାଲରୁ ଆସିଲା ଅଭାବନୀୟ ଖବର । ଡ୍ୟୁଟି ବେଳେ ହୃତ୍‌ଘାତର ଶିକାର ହେଲେ ଡାକ୍ତର ତ୍ରିନାଥ ପାଲ୍ । ଯାହାକୁ ନେଇ ଡାକ୍ତରଖାନାରେ ଶୋକର…

ନଭେମ୍ବର ୧୬ ତାରିଖ ଜାତୀୟ ପ୍ରେସ ଦିବସ

Posted on November 16, 2025

ନଭେମ୍ବର ୧୬ ତାରିଖ ଜାତୀୟ ପ୍ରେସ ଦିବସ । ଏହି ଦିନ ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ । ଆଜିର ଦିନରେ ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରଥମ ପ୍ରେସ୍ କମିଶନ ଭାରତରେ ଖବରଦାତାଙ୍କ ସ୍ବାଧୀନତାକୁ…

ଓଡ଼ିଶାର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ ବର୍ଥ

Posted on November 16, 2025

ସାମ୍ପ୍ରତିକ ଭୂ-ରାଜନୈତିକ ଓ ସାମରିକ ଘଟଣାକ୍ରମକୁ ଦେଖିଲେ ଉପକୂଳ ଅଞ୍ଚଳ ଓ ବନ୍ଦରଗୁଡ଼ିକର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଏହାକୁ ହୃଦୟଙ୍ଗମ କରାଯାଇ ଓଡ଼ିଶା ସମେତ ପୂର୍ବ ଭାରତର ଉପକୂଳ ନିରାପତ୍ତା ନିମନ୍ତେ କେତେକ ବର୍ଦ୍ଧିତ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବାକୁ ତଟ ସୁରକ୍ଷା ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ…

ଆରମ୍ଭ ହେବ କ୍ୟାମ୍ପସ କଲିଂ, ମ‌ନୋନୀତ ହେବେ ୪ଜଣ କ୍ୟାମ୍ପସ ରାଷ୍ଟ୍ରଦୂତ

Posted on November 16, 2025

ଉଚ୍ଚ ଶିକ୍ଷାନୁଷ୍ଠାନରେ ମହିଳାଙ୍କ ପ୍ରତି ବଢ଼ୁଥିବା ‌ଯୌନ ନିର୍ଯାତନା ନେଇ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ଚିନ୍ତାପ୍ରକଟ କରିଛନ୍ତି। କ୍ୟାମ୍ପସରେ ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ସେମାନେ ଯେପରି ନିର୍ଭୟରେ କ୍ୟାମ୍ପସରେ ଚଳପ୍ରଚଳ କରିପାରିବେ ସେଥିପ୍ରତି ପ୍ରାଥମିକତା ଦେବାକୁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ…

ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Posted on November 16, 2025

ଶ୍ରୀମନ୍ଦିରରେ ଆସନ୍ତା ୧୭ ତାରିଖ ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ସମ୍ପନ୍ନ ହେବ । ଏହି ଗୁପ୍ତ ନୀତି ସମୟରେ ପ୍ରାୟ ୪ ଘଣ୍ଟା…

ଶୀତୁଆ ସକାଳରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

Posted on November 16, 2025

ଭୁବନେଶ୍ୱରରେ ଷ୍ଟ୍ରିଟ୍ କାର୍ଣ୍ଣିଭାଲ ବା ରାସ୍ତା ପାର୍ଶ୍ୱ ମେଳା । ରବିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍କିଟେକ୍ଟ ଓ ଭୁବନେଶ୍ୱର ମହାନଗର ନିଗମର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ଷ୍ଟ୍ରିଟ୍ କାର୍ଣ୍ଣିଭାଲ । ଏଥିରେ ବହୁ କଳାକାର, ବାସ୍ତୁଶାସ୍ତ୍ର ବିଶାରଦ, ଡିଜାଇନର ଓ ସାଂସ୍କୃତିକ…

ପୁତ୍ରସନ୍ତାନ ଜନ୍ମ ହେଲାନି ବୋଲି ପତ୍ନୀଙ୍କୁ ଘରୁ ତଡ଼ିଦେଲେ

Posted on November 16, 2025

ଏବେ ବି ବଞ୍ଚି ରହିଛି ମଧ୍ୟଯୁଗୀୟ ମାନସିକତା। ଅଲୋଡ଼ା ହୋଇଯାଉଛି କନ୍ୟାସନ୍ତାନ। ଢେଙ୍କାନାଳଜିଲ୍ଲା ଭୁବନ ଅଞ୍ଚଳର ଜଣେ ମହିଳାଙ୍କ ପୁତ୍ର ସନ୍ତାନ ଜନ୍ମ ନ ହେବାରୁ ତାଙ୍କ ସ୍ବାମୀ ମାଡ଼ମାରି ଘରୁ ତଡ଼ି ଦେଇଛନ୍ତି। ମହିଳା ଜଣକ ନିଜର ୫ଝିଅ ସହ ଭୁବନ ଡାକ୍ତରଖାନା…

Posts pagination

Previous 1 … 137 138 139 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme