Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଜିଆବାଦ ଏବଂ ମିରଟରେ ଏକ୍ୟୁଆଇ ୪୦୦ ପାର୍

Posted on November 4, 2025

ଶୀତ ଋତୁ ଆରମ୍ଭ ହେବା ସହିତ ଉତ୍ତରପ୍ରଦେଶର ବାୟୁମଣ୍ଡଳ ମଧ୍ୟ ବିଷାକ୍ତ ହେବାରେ ଲାଗିଛି। ମିରଟ ସହିତ ଦିଲ୍ଲୀର ନୋଏଡା, ଗାଜିଆବାଦ, ମୁଜାଫରନଗର ଏବଂ ଗ୍ରେଟର ନୋଏଡା  ଖରାପ ଅବସ୍ଥା ଦେଇ ଗତି କରୁଛି। ଏଠାକାର ଲୋକଙ୍କ ପାଇଁ ନିଶ୍ୱାସ ନେବା କଷ୍ଟକର ହୋଇପଡ଼ିଛି।…

ଭଉଣୀକୁ ବଳତ୍କାର କଲା ଭାଇ

Posted on November 4, 2025

ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ ଭଉଣୀକୁ ଘର ଭିତରକୁ ଡାକି ଏହି ଘଟଣା ଘଟାଇଥିବା ନାବାଳିକା ଜଣକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ…

ହାତୀକୁ ଗୁଳିକରି ହତ୍ୟା କରିଛନ୍ତି ଶିକାରୀ

Posted on November 4, 2025

ଧାନ ଖାଇଦେଲା ବୋଲି , ହାତୀକୁ ହତ୍ୟା । ହାତୀକୁ ଗୁଳିକରି ହତ୍ୟା କରିଛନ୍ତି ଶିକାରୀ । ଗଂଜାମ ଭଂଜନଗର ଉତ୍ତର ବନଖଣ୍ଡ ମୁଜାଗଡ଼ା ବନାଞ୍ଚଳ ବଣିଆପଲ୍ଲୀ ଜଙ୍ଗଲର ଏ ଘଟଣା । ମାମଲାରେ ଶିକାରୀ ଉମାକାନ୍ତ ପ୍ରଧାନଙ୍କୁ ବାନ୍ଧିବା ସହ ୨ଟି ଦେଶୀ…

ଦୁଷ୍କର୍ମ ଉଦ୍ୟମ ବିଫଳ ପରେ ପୀଡ଼ିତାଙ୍କ ଘରେ ନିଆଁ ଲଗାଇଦେଲା ଦୁର୍ବୃତ୍ତ

Posted on November 4, 2025

ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳର ଏକ ଗାଁରେ ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ବିଫଳ ହେବା ପରେ ଘର ଜାଳିଦେବ ବୋଲି ଧମକ ଦେଇଥିଲା ଦୁର୍ବୃତ୍ତ। ପରେ ଦିବ୍ୟାଙ୍ଗ ବାପା ମାଆ ଥାନାରେ ଅଭିଯୋଗ କରିବାରୁ ଘର ଜାଳି ଦେବା ପାଇଁ ମଧ୍ୟ ଉଦ୍ୟମ କରିଛି ଅଭିଯୁକ୍ତ।  ନିଆଁରେ ଝରକାର…

ସେନା କର୍ମଚାରୀଙ୍କ ଘରୁ ଡକାୟତି, ୫୦ ଲକ୍ଷର ସୁନା ଗହଣା ଲୁଟ୍

Posted on November 4, 2025

ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ ଅଚକ ପଞ୍ଚାୟତର ଉତରବାହା ଗ୍ରାମରେ ଡକାୟତି। ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ। ତାଲା ଭାଙ୍ଗି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍।  ସୂଚନାନୁଯାୟୀ, ତିହିଡ଼ି ଥାନା ଉତରବାହା ଗ୍ରାମର ଅବସରପ୍ରାପ୍ତ ସେନା…

ରାଜଧାନୀରେ ଲଜ୍ଜ୍ୟା, ଶୋଇଥିବା ଅବସ୍ଥାରେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ

Posted on November 4, 2025

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ମା’ ଓ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ବସ୍‌ଷ୍ଟାଣ୍ଡରେ ଶୋଇଥିବା ଅବସ୍ଥାରେ ଜଣେ ଯୌନ ପିପାଷୁ ମା’ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ କରିଛି । ଅଭିଯୋଗ ପାଇ  ଭରତପୁର ଥାନା ପୁଲିସ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ  ହେଲା ଗଞ୍ଜାମ ବେଗୁନିଆପଡ଼ାର ପବିତ୍ର କହଁର।…

ଚତୁର୍ଦ୍ଧାମୂର୍ତ୍ତୀଙ୍କ ଲକ୍ଷ୍ମୀନୃସିଂହ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

Posted on November 4, 2025

ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ ନୀତି । ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି। ପବିତ୍ର ପଞ୍ଚୁକର ଆଜି ହେଉଛି ଚତୁର୍ଥ ଦିନ, ଶ୍ରୀମନ୍ଦିରରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ସକାଳୁ ସକାଳୁ ସିଂହଦ୍ବାର ସମ୍ମୁଖରେ ଲାଗିଲାଣି ପ୍ରବଳ ଭିଡ଼…

ନାତୁଣୀକୁ ଗର୍ଭବତୀ କଲା ଅଜା

Posted on November 4, 2025

ମୟୂରଭଞ୍ଜ ଜିଲ୍ଲା  ବେତନଟୀ ବ୍ଲକ ବୈଶିଙ୍ଗା ଥାନା ଇଲାକାରେ ଘଟିଛି  ଏକ ଲଜ୍ଜାଜନକ ଘଟଣା । ସମ୍ପର୍କୀୟ ଅଜା ଜନୈକା ୧୧ବର୍ଷୀୟା ନାବାଳିକାଙ୍କୁ ମୋବାଇଲ ଦେଖାଇବା ବାହାନାରେ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରିଛି । ଏହି ଘଟଣା ଜଣାପଡ଼ିବା ପରେ ଅଭିଯୁକ୍ତକୁ  ବୈଶିଙ୍ଗା ପୁଲିସ ଗିରଫ କରିଛି ।…

ସପ୍ତାହ ଯାଏ ଶୁଖିଲା ପାଗ

Posted on November 4, 2025

ରାଜ୍ୟର ୨୮ସ୍ଥାନରେ ରାତି ତାପମାତ୍ରା ଖସିଛି ଓ ଆଗକୁ ଆହୁରି ଖସିବ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ଏକ ସପ୍ତାହ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର  ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନରେ ରାତିର ତାପମାତ୍ରା ୨ରୁ…

ଆଫଗାନିସ୍ତାନରେ ଭୂକମ୍ପ ଝଟକା , ୨୦ ମୃତ୍ୟୁ, ୧୫୦ ଆହତ

Posted on November 3, 2025

ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା । ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର…

Posts pagination

Previous 1 … 169 170 171 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme