Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୦୦ ପ୍ରତିଶତ ଟାରିଫକୁ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଫୁ

Posted on October 13, 2025

ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଦ୍ୱାରା ଚୀନ ବିରୋଧରେ ୧୦୦ ପ୍ରତିଶତ ଟାରିଫ ଲାଗୁ କରାଯାଇଥିବାକୁ ନେଇ ଚୀନ ତିବ୍ର ଅସନ୍ତୋଷ ପ୍ରକାଶ କରିଛି। ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏହାକୁ “ଦୋମୁହାଁ ନୀତି” ବୋଲି କହି ଟ୍ରମ୍ପଙ୍କୁ ଆକ୍ରମଣ କରିଛନ୍ତି। ସେ କହିଛନ୍ତି…

ସିଭିଲ ଠିକାଦାର ସଙ୍ଘ ପକ୍ଷରୁ ୬ଦଫା ଦାବି ନେଇ ଏକ ଦାବିପତ୍ର MCL ର ଜଗନ୍ନାଥ ମହାପ୍ରବନ୍ଧକଙ୍କୁ ପ୍ରଦାନ

Posted on October 13, 2025

ତାଳଚେର ଆଞ୍ଚଳିକ ସିଭିଲ ଠିକାଦାର ସଙ୍ଘ ପକ୍ଷରୁ ୬ଦଫା ଦାବି ନେଇ ଏକ ଦାବିପତ୍ର MCL ର ଜଗନ୍ନାଥ ମହାପ୍ରବନ୍ଧକଙ୍କୁ ପ୍ରଦାନ କରାଯାଇଛି ।ଠିକାଦାର ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଶତାଧିକ ଠିକାଦାର ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏହି ଦାବିପତ୍ର…

ରାଜଧାନୀରେ ଗର୍ଜିଲା ବନ୍ଧୁକ;ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

Posted on October 13, 2025

ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ…

ଲେଡିଜ୍ ହଷ୍ଟେଲ ରୁମ୍‌ରେ ପଶି ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

Posted on October 13, 2025

ଲେଡିଜ୍ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ। ଲେଡିଜ୍ ହଷ୍ଟେଲ ଗେଟ୍ ଡେଇଁ ପ୍ରଥମ ମହଲାରେ ଶୋଇଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ। ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଏଭଳି ଘଟଣା ଘଟିଛି।  ସୂଚନାନୁଯାୟୀ, ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଥିବା ଏକ ଲେଡିଜ୍ ହଷ୍ଟେଲ୍ ଗେଟ୍ ଡେଇଁ ଜଣେ ଦୁର୍ବୃତ୍ତ…

ପୋଖରୀରୁ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର

Posted on October 13, 2025

  ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ମେରାମଣ୍ଡଳୀ ଗାଁ ନିକଟରୁ ଜଣେ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ଅଶ୍ରୁଧିନ ଅଂଶରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।  ସୂଚନା ମୁତାବକ, ଶ୍ରମିକ…

ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍, ୩ ଗୁରୁତର ୭ ଆହତ

Posted on October 13, 2025

  ଘଟଗାଁ ତାରିଣୀ ଦର୍ଶନ କରି ଫେରିବା ବେଳେ ଅଘଟଣ। ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍। ସୋମବାର ଭୋର୍ ସମୟରେ ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଗୁରୁତରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି।…

ମୌସୁମୀ ପ୍ରତ୍ୟାବର୍ତ୍ତନ, ୧୧ ଜିଲ୍ଲାକୁ ଆଲର୍ଟ

Posted on October 13, 2025

 ସୋମବାରଠାରୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ  ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲଙ୍ଗାନାର କିଛି  ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ  କରିଛି । ସୋମବାର ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି…

୫ ଟି ରୋଗକୁ ଗାଏବ କରେ କମଳା ଜୁସ୍

Posted on October 11, 2025

ଖୁବ୍ ଶୀଘ୍ର ଶୀତ ଋତୁ ଆସିବାକୁ ଯାଉଛି । ବିଶେଷ କରି ଏହି ଋତୁରେ ଅଧିକାଂଶ ଲୋକ ସ୍ୱାସ୍ଥ୍ୟଗତ ସମସ୍ୟାର ଶିକାର ହୋଇଥାନ୍ତି । ସେଥିପାଇଁ ଶରୀର ପ୍ରତି ଧ୍ୟାନ ଦେବା ଆବଶ୍ୟକ । ସୁସ୍ଥ ଶରୀର ପାଇଁ ସୁସ୍ଥ ଜୀବନଶୈଳୀ ସହିତ ଉତ୍ତମ…

ବାଜିରାଉତଙ୍କ ୮୮ ତମ ଶ୍ରାଦ୍ଧ ବାର୍ଷିକ ପାଳନ

Posted on October 11, 2025

ସର୍ବକନିଷ୍ଠ ସହିଦ ବାଜିରାଉତଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ୮୮ ତମ ଶ୍ରାଦ୍ଧବାର୍ଷିକ ପାଳିତ ହୋଇଯାଇଛି। ତାଙ୍କ ଜନ୍ମମାଟି ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ନିଳକଣ୍ଠପୁର ଗାଁରେ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ। ପ୍ରଥମେ ନିଳକଣ୍ଠପୁର ଗ୍ରାମ ବ୍ରାହ୍ମଣୀ…

ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

Posted on October 11, 2025

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର…

Posts pagination

Previous 1 … 209 210 211 … 243 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme