Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌

Posted on January 18, 2026

ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା। ରାଜମହଲ ଛକ ନିକଟରେ ଟ୍ରେନ୍‌କୁ ଅଟକାଇ ଦେଲା । ଫାଳିକିଆ ବସ୍ତିରେ ରହୁଥିବା ଜଣେ ମଦ୍ୟପ ଏପରି କାଣ୍ଡ ଭିଆଇଛି। ତେବେ ଯୁବକ ଜଣକ ଟ୍ରେନ ଅଟକାଇବା ସହ ଟ୍ରେନ୍ ଲାଇନରେ ଶୋଇବା ଦେଖିବାକୁ ମିଳିଛି। ଖବରପାଇ ଘଟଣାସ୍ଥଳରେ…

ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ

Posted on January 18, 2026

ଆସନ୍ତା ୨୧ ତାରିଖ ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ । ଏଣୁ ଦୟଣାମାଳି ସେବକ ବସନ୍ତ କୁମାର ରଣା ଓ ସହଯୋଗୀ ମିଶି ଠାକୁରଙ୍କ ବେଶ ପ୍ରସ୍ତୁତ କରୁଛନ୍ତି । ଶ୍ରୀମୁଖ ପଦ୍ମ, କରପଲ୍ଲଭ, ହଂସ, ଗଛ, ଡାଳିଲତା ଆଦି ବେଶ ସାମଗ୍ରୀ ତିଆରି…

ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Posted on January 18, 2026

ବମ ଖାଇ ହାତୀ ମୁତ୍ୟୁ ଘଟଣା ପରେ ପୁଲିସର କଡା ଆକ୍ସନ। ୬୦ କେଜି ଓଜନର ବମ ସହ ବିସ୍ଫୋରକ ସାମଗ୍ରୀ ଜବତ କଲା ଅନୁଗୁଳ ପୁଲିସ। ଅନୁଗୁଳ ଜିଲ୍ଲାରେ ବେଆଇନ ବାଣ ଦୋକାନ ଉପରେ ଚଢ଼ାଉ କରିଛି ପୁଲିସ। ବହୁ ପରିମାଣର ବିସ୍ଫୋରଣ ସାମଗ୍ରୀ…

୨୫ରେ ମାଘ ସପ୍ତମୀ ବୁଡ଼: ଅର୍କକ୍ଷେତ୍ରକୁ ଛୁଟି ଆସିବେ ଶ୍ରଦ୍ଧାଳୁ, ଜଗିବେ ୩୪ ପ୍ଲାଟୁନ୍‌ ଫୋର୍ସ

Posted on January 18, 2026

ଆସନ୍ତା ୨୫ରେ ପବିତ୍ର ମାଘ ସପ୍ତମୀ ବୁଡ଼ । ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଛୁଟି ଆସିବେ ଅର୍କକ୍ଷେତ୍ର କୋଣାର୍କକୁ । ଏଥିନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟ ଆଗେଇ ଚାଲିଛି । ମେଳା ପଡ଼ିଆରେ ସଫେଇ, ପାଚେରି ରଙ୍ଗ, ବ୍ୟାରିକେଡ୍…

ରାତି ୮ଟା ୩ ମିନିଟ୍, ୭ ସେକେଣ୍ଡରେ ଶ୍ମଶାନରେ ପରିଣତ ହେବ ଜନବସତି

Posted on January 18, 2026

୧୨ ଅଗଷ୍ଟ ୨୦୨୬, ରାତି ୮ଟା ୩ ମିନିଟ୍ । ୭ ସେକେଣ୍ଡ ପାଇଁ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇଯିବ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି । ଆଉ ତା’ ପରେ ଯାହା ହବ, ବଞ୍ଚିଥିଲେ ନିଶ୍ଚିତ ଦେଖିବେ । ଏଇ ୭ ସେକେଣ୍ଡରେ କ’ଣ…

ବିଶ୍ୱର ସବୁଠୁ ବଡ଼ ଶିବଲିଙ୍ଗ, ବାରାଣସୀ-ଅଯୋଧ୍ୟା ପଣ୍ଡିତଙ୍କ ଦ୍ୱାରା ସ୍ଥାପିତ

Posted on January 18, 2026

 ବିହାର, ମୋତିହାରୀର କାଥ୍ୱଲିଆ ସ୍ଥିତ ବିରାଟ ରାମାୟଣ ମନ୍ଦିରରେ ଶନିବାର ସ୍ଥାପିତ ହୋଇଛି ବିଶ୍ୱର ସବୁଠୁ ବଡ଼ ଶିବଲିଙ୍ଗ । ବାରାଣସୀ ଓ ଅଯୋଧ୍ୟାରୁ ଆସିଥିବା ପଣ୍ଡିତମାନେ ମନ୍ତ୍ରୋଚ୍ଚାରଣ ଓ ପୂଜାର୍ଚ୍ଚନା କଲେ । ହର ହର ମହାଦେବ ଉଚ୍ଚାରଣ ସହିତ ସହସ୍ରାଲିଙ୍ଗମ୍ ଶିବଲିଙ୍ଗ…

ପୁଣି ଉପରମୁହାଁ ବାୟୁ ପ୍ରଦୂଷଣ, ଗ୍ରାପ୍‌-୪ ଲାଗୁ, ସମସ୍ତ ନିର୍ମାଣ କାମ ବନ୍ଦ

Posted on January 18, 2026

ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ପୁଣି ଉପରମୁହାଁ ହୋଇଛି । ଏହାଯୋଗୁ ଶନିବାର ଗ୍ରାପ୍-୪ ଲାଗୁ କରାଯାଇଛି । ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ରବିବାର ସକାଳ ୬ଟାରେ ୪୦୦ ରେକର୍ଡ କରାଯାଇଛି । ଗ୍ରାପ-୪ ଅନୁସାରେ, ଅନ୍ୟ ରାଜ୍ୟରୁ ଆସୁଥିବା ଭାରୀ ଯାନଗୁଡ଼ିକ…

ସାଇବର ଠକେଇର ଶିକାର ହୋଇଥିଲେ ଫେରସ୍ତ ପାଇବେ ଟଙ୍କା, ଫ୍ରିଜ୍ ହୋଇଥିବା ଆକାଉଣ୍ଟ ୯୦ ଦିନରେ ରିଲିଜ୍

Posted on January 18, 2026

ଯଦି ଆପଣ ସାଇବର ଠକେଇର ଶିକାର ହୋଇଛନ୍ତି, ତେବେ ଆପଣଙ୍କୁ ଆପଣଙ୍କ ଟଙ୍କା ଫେରି ପାଇବାକୁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଗୃହ ମନ୍ତ୍ରଣାଳୟ ଏକ ନୂତନ ନିୟମ ଜାରି କରିଛି ଯାହା ୫୦ ହଜାରରୁ କମ୍ ଅନଲାଇନ ଠକେଇ…

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି, ଆଖିବୁଜିଲେ ଦୁଇ ସାଙ୍ଗ

Posted on January 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆଖିବୁଜିଲେ ଦୁଇ ସାଙ୍ଗ। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଲା ଅଜଣା ଗାଡ଼ି ଚାଳକ। ଏଭଳି ଅଭାବନୀୟ ଘଟଣା ଜଳେଶ୍ୱର ଥାନା ୫୭ ରାଜ୍ୟ ରାଜପଥ ନାମ୍ପ ନିକଟରେ ଘଟିଛି। ସୂଚନା ଅନୁଯାୟୀ, କୌଣସି…

ଘରେ ପଶି ମା’ ଓ ଦୁଇ ଝିଅଙ୍କୁ ଖଣ୍ଡାରେ ହାଣିଲା ଯୁବକ

Posted on January 18, 2026

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଚାଞ୍ଚଲ୍ୟ ଖେଳିଯାଇଛି । ଘରେ ପଶି ୩ ଜଣଙ୍କୁ ଅତର୍କିତ ଆକ୍ରମଣ କରିଛି ଜଣେ ଯୁବକ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ପଶି ମା’ ଓ ଦୁଇ ଝିଅଙ୍କୁ ଖଣ୍ଡାରେ ହାଣିଲା ଯୁବକ । ବି.ତୁରୁବୁଡ଼ି କାଣ୍ଡସ୍ୱର…

Posts pagination

Previous 1 … 21 22 23 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme