Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢିଲା ସୁନା ଏବଂ ରୁପା ଦର, ଗ୍ରାହକ ଚିନ୍ତିତ…

Posted on October 6, 2025

ବଢିଲା ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୦,୭୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ…

ବଳଙ୍ଗାରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଗିରଫ

Posted on October 6, 2025

ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଲଜ୍ଜା । ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରି ଗର୍ଭବତୀ କରିଥିବା ଭଳି ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି । ଯାହାପରେ ପୁଲିସ ତଦନ୍ତ କରି ଘଟଣାରେ ସଂପୃକ୍ତ  ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ।…

ବନ୍ଦ କୋଠରୀରୁ ୩ ଜଣଙ୍କୁ ଉଦ୍ଧାର କଲେ ଗ୍ରାମବାସୀ। ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର।

Posted on October 6, 2025

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ବାଟଗାଁ ପଞ୍ଚାୟତ ଝାଞ୍ଜିରିବେରେଣା ଗାଁରେ ବନ୍ଦ କୋଠରୀ ଭିତରୁ ୩ ଜଣଙ୍କୁ ଉଦ୍ଧାର କରିଛନ୍ତି ଗ୍ରାମବାସୀ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ରହିଛନ୍ତି। ମୃତକ ଜଣଙ୍କ ଝାଞ୍ଜିରିବେରେଣା ଗାଁର ଲକ୍ଷ୍ମଣ ମୁର୍ମୁ।…

ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ, ପେଟ୍ରୋଲିଂ କରିବା ସହ ଗ୍ରାମବାସୀଙ୍କୁ ସଚେତନ କରୁଛି ବନବିଭାଗ  

Posted on October 6, 2025

ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ । ବାଘ ହୋଇଥିବା ନେଇ ସନ୍ଦେହ କରାଯାଉଛି । କୁଟୁରିଆ ଗାଁରେ ଏକ ଗାଈକୁ ଆକ୍ରମଣ କରିବା ସହ ସ୍ଥାନୀୟ ଜଙ୍ଗଲରେ ଥିବା ସୂଚନା ଦିଆଯାଇଛି । ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇବା ପରେ ଲୋକଙ୍କୁ…

ସୋନମ ଓ୍ବାଙ୍ଗଚୁକଙ୍କ ମୁକ୍ତି ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟଙ୍କ ଶୁଣାଣି।

Posted on October 6, 2025

ଲଦାଖକୁ ରାଜ୍ୟମାନ୍ୟତା ଦେବା ଦାବି ସମ୍ପର୍କରେ ଆଜି ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ହେବ। ବିଶିଷ୍ଟ ଜଳବାୟୁ କର୍ମୀ ସୋନମ ଓ୍ବାଙ୍ଗଚୁକଙ୍କ ମୁକ୍ତି ପ୍ରସଙ୍ଗରେ ତାଙ୍କର ପତ୍ନୀ ଗୀତାଞ୍ଜଳି ଅଙ୍ଗମୋ ହେବିୟସ କର୍ପସ ଦାୟର କରିଛନ୍ତି। ସୋନମ ବର୍ତ୍ତମାନ ଯୋଧପୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଅଛନ୍ତି।…

ରାଜସ୍ଥାନର ଜୟପୁର ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ, ଚାଲିଗଲା ୬ଜଣଙ୍କ ଜୀବନ

Posted on October 6, 2025

ରାଜସ୍ଥାନର ଜୟପୁର ସ୍ଥିତ ସ୍ୱାଇ ମାନ ସିଂହ ହସ୍ପିଟାଲର ICU ୱାର୍ଡରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାରେ ୬ ଜଣ ରୋଗୀ ମୃତ୍ୟୁବରଣ କରିଛନ୍ତି ଏବଂ ଅଧିକ ୬ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି । ଅଗ୍ନିକାଣ୍ଡ ICU…

ବାର୍‌ହା କବଳରୁ ମୁକୁଳିଲେ ୫ ପର୍ଯ୍ୟଟକ ; ଉଦ୍ଧାର କଲେ ପୁଲିସ ଓ ବନ କର୍ମଚାରୀ

Posted on October 6, 2025

  ଦୀର୍ଘ ୧୨ ଘଣ୍ଟାର ଅପରେସନ୍‌ ପରେ ଉଦ୍ଧାର ହେଲେ ପର୍ଯ୍ୟଟକ ଓ ଉଦ୍ଧାରକାରୀ । ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡ଼ରେ ଆତଙ୍କ ଖେଳାଇଥିବା ବାରହା କବଳରୁ ମୁକୁଳିଛନ୍ତି ୫ ପର୍ଯ୍ୟଟକ । ହିଂସ୍ର ବାର୍‌ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫…

ୟୁକ୍ରେନ ଉପରେ ରୁଷର ୫ ଶହ ଡ୍ରୋନ୍ ଏବଂ ୫୦ ରୁ ଅଧିକ କ୍ଷେପଣାସ୍ତ୍ର ଆକ୍ରମଣ; ୫ ମୃତ, ଅନେକ ଆହତ…

Posted on October 6, 2025

ରୁଷ୍ କ୍ରମାଗତ ଭାବରେ ରବିବାର ଦିନ ମଧ୍ୟ ଦ୍ୱିତୀୟ ଦିନ ପାଇଁ ରୁଷ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ରୁଷ ସେନା ରାତାରାତି ଡ୍ରୋନ୍, କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ କରିଛି । ଏଥିରେ ୫ଶହରୁ ଅଧିକ ଡ୍ରୋନ୍ ଏବଂ ୫୦ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ରହିଛି । ଏହି ଆକ୍ରମଣରେ ଅତି କମରେ ୫ ଜଣ ସାଧାରଣ…

କଟକରେ ଶାନ୍ତିଶୃଙ୍ଖଳା ବଜାୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅପିଲ…

Posted on October 6, 2025

କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ….

ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ଦାର୍ଜିଲିଂ, ମୃତ୍ୟୁ ସଂଖ୍ୟା ୨୩

Posted on October 6, 2025

ଦାର୍ଜିଲିଂରେ ପ୍ରକୃତି ତାଣ୍ଡବ ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ଦାର୍ଜିଲିଂ । ଭୂସ୍ଖଳନ ଯୋଗୁଁ ରାସ୍ତାକୁ ଧସେଇ ପଡ଼ିଛି ମାଟି ଅତଡ଼ା ଆଉ ସେପଟେ ଲୁହାବ୍ରିଜ ଭାଙ୍ଗିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୨୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

Posts pagination

Previous 1 … 223 224 225 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme