Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୭୦୦ କୋଟି ରେଳ ପ୍ରକଳ୍ପ ସହ, ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ମୋଦି

Posted on September 27, 2025

ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ଭିଡିଓ…

୬୦ ହଜାର କୋଟିର ପ୍ରକଳ୍ପ ନେଇ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

Posted on September 27, 2025

ଝାରସୁଗୁଡା ବିମାନବନ୍ଦରରେ ବିଶେଷ ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଥିଲେ। ପାରମ୍ପରିକ ନାଚ-ଗୀତ ସହିତ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ କରାଯାଇଥିଲା। ବିମାନବନ୍ଦରରୁ ରୋଡ୍‌ଶୋ ମାଧ୍ୟମରେ ସେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି।…

ଖୋଜାପଲ୍ଲୀ ଗ୍ରାମରୁ ୩ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର

Posted on September 27, 2025

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର। ଖଲ୍ଲିକୋଟ ବନ କର୍ମଚାରୀମାନେ ବଜ୍ରକାପ୍ତାଟିକୁ ଉଦ୍ଧାର କରି ଖଲ୍ଲିକୋଟ ବନାଞ୍ଚଳର ଏକ ସୁରକ୍ଷିତ ସ୍ଥାନରେ ଛାଡ଼ି ଦେଇଛନ୍ତି। ଏହାର ଓଜନ ପ୍ରାୟ ୩ କିଲୋ ହୋଇଥିବା ବେଳେ ଲମ୍ବ ଦୁଇ ଫୁଟ ହେବ…

ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା, ୩ ଗୁରୁତର

Posted on September 27, 2025

    ଯାଜପୁର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତ୍ରିରେ ପାଣିକୋଇଲି ଥାନା ପୁରୁଣା ଟୋଲଗେଟ୍ ଛକ ନିକଟରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ,  ଜିଲ୍ଲାକୁ ରେଡ୍ ଆଲର୍ଟ

Posted on September 27, 2025

  ଶନିବାର ଦକ୍ଷିଣ ଓଡ଼ିଶାରେ  ନିର୍ଧୁମ ବର୍ଷା ହୋଇପାରେ । ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ାରେ  ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ  ବହିପାରେ ।…

ଚତୁର୍ଥ ପ୍ରୟାସରେ ସଫଳତା, କଙ୍କିଳିର ପୁଅକୁ ଚାରିଆଡୁ ମିଳୁଛି ଶୁଭେଚ୍ଛା

Posted on September 27, 2025

ପ୍ରକାଶ ପାଇଲା OPSC ରେଜଲ୍ଟ ଯେଉଁଥିରେ ତାଳଚେର କଙ୍କିଳି ଗ୍ରାମର ଶଶାଙ୍କ ଶେଖର ସାମଲ ୧୫୧ ରାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । କଙ୍କିଳି ଗ୍ରାମର ସୁଧାକର ସାମଲ ଓ ପ୍ରଗତି ସାମଲଙ୍କ ବଡ଼ ପୁଅ ଶଶାଙ୍କ ଶେଖର ସାମଲ ଚତୁର୍ଥ ଥରରେ ଏହି…

ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରେ ଅଙ୍ଗୁର

Posted on September 26, 2025

ଆପଣ ନିଜ ରୋଗ ପ୍ରତିରୋଧକ ଶକ୍ତିକୁ ନେଇ ଚିନ୍ତିତ କି ? ଯଦି ହଁ, ତେବେ ଏହାକୁ କେତେକାଂଶରେ ଦୃଢ଼ କରିବା ପାଇଁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ଅଙ୍ଗୁର ସାମିଲ କରନ୍ତୁ ନା! ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ…

ବଢୁଛି ସୁନା- ରୂପା ମୂଲ୍ୟ, ଜାଣନ୍ତୁ ଆଜିର ନୂତନ ଦର

Posted on September 26, 2025

ବଢୁଛି ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ…

ମହିଳାଙ୍କୁ ମୋଦିଙ୍କ ବଡ଼ ଉପହାର, ଖାତାକୁ ଯିବ ୧୦ ହଜାର ଟଙ୍କା

Posted on September 26, 2025

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟ ଏବଂ କେନ୍ଦ୍ର ସରକାର ରାଜ୍ୟରେ ନିରନ୍ତର ବିକାଶମୂଳକ ପ୍ରକଳ୍ପ ଘୋଷଣା କରୁଛନ୍ତି। ଏହି ସମୟରେ, ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟରେ ମୁଖ୍ୟମନ୍ତ୍ରୀ ମହିଳା ନିଯୁକ୍ତି ଯୋଜନା ଆରମ୍ଭ କରିବେ। ସେ ଏହି ଯୋଜନାର ପ୍ରଥମ କିସ୍ତି ମଧ୍ୟ…

ନକଲି ଆଇପିଏସକୁ ବାନ୍ଧିଲା ଅସଲି ପୁଲିସ

Posted on September 26, 2025

 ନକଲି ପୁଲିସ ସିନା, ଆଉ ସବୁ ଥିଲା ଅସଲି । ଆଇପିଏସ ଲୋଗୋ ସହ ଟୋପି, ଷ୍ଟାର ଚିହ୍ନ ବି ଓଡ଼ିଶା ପୋଲିସର ଅବିକଳ। କେବଳ ପୁଲିସ ପୋଷାକ ନୁହେଁ, ଆର୍ମି ସହ ଅନେକ ସିଆରପି ପୋଷାକ, ସିଆଇଏସଏଫ ଭଳି ପୋଷାକ ଦେଖି ପୁଲିସ ତାଜୁବ…

Posts pagination

Previous 1 … 236 237 238 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme