ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସେବା। ହ୍ୱାଟ୍ସଆପ୍ରେ ସମସ୍ୟା ଜଣାଇପାରିବେ ଜନସାଧାରଣ। ମିଳିବ ସମାଧାନ ବାଟ। ‘ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପଣ କଲେ ମୁଖ୍ୟ ଶାସନ ସଚିବ। ଏଣିକି ଜନ୍ମ ମୃତ୍ୟୁ ପ୍ରମାଣପତ୍ର ହେଉକି ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ, ଆୟ…
୪୧ ବର୍ଷ ପରେ ଏସିଆ କପ୍ ଫାଇନାଲରେ ଭାରତ-ପାକିସ୍ତାନ
୪୧ ବର୍ଷ ପରେ ପ୍ରଥମଥର ପାଇଁ ଏସିଆ କପ୍ କ୍ରିକେଟ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ। ରବିବାର ଦୁବାଇରେ ହେବାକୁଥିବା ଏହି ହାଇ ଭୋଲଟେଜ ମ୍ୟାଚକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସୁପର-୪ ପର୍ଯ୍ୟାୟରେ ପାକିସ୍ତାନ ଓ ବାଂଲାଦେଶକୁ ପରାସ୍ତ କରି…
ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା: ଭାରତୀକୁ ବଡ଼ ଝଟକା
ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା । ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା । ଆମେରିକାକୁ ରପ୍ତାନି ହେଉଥିବା ଯେ କୌଣସି ବ୍ରାଣ୍ଡେଡ କିମ୍ବା ପେଟେଣ୍ଟ ଔଷଧ ଉତ୍ପାଦ ଉପରେ ୧୦୦% ଶୁଳ୍କ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହା…
ବେଆଇନ ବାଣ ଗୋଦାମରେ ପୁଲିସର ଚଢାଉ, ୧୦ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ
ସୁନ୍ଦରଗଡ ସହରରେ ଥିବା ଏକ ବାଣ ଗୋଦାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ ହୋଇଛି । ରାଜଗାଙ୍ଗପୁର ପୁଲିସ ସହରର ବଗିଚାପଡ଼ାରେ ଚଢଉ କରି ୧୦ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ କରିଛି। ସୂଚନା ମୁତାବକ, ସହରରେ ବେଆଇନ ବାଣ ମହଜୁଦ ରଖାଯାଇଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବର ପାଇବା ପରେ ରାଜଗାଙ୍ଗପୁର ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରୀ…
ଖଟିଆରେ ୨କିଲୋମିଟର ବୁହା ହୋଇ ନଈ ପାର ହେଲେ ଗର୍ଭବତୀ।
ପୁଣି ଖଟିଆରେ ବୁହା ହୋଇ ଉଛୁଳା ନଈ ପାର ହେଲେ ଗର୍ଭବତୀ। ଏ ଦୃଶ୍ୟ ହେଉଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଗୁଣ୍ଡିଚାନାଳୀ କଳାମାଟି ସାହିର। ସାହିର କର୍ମୀ ମୁର୍ମୁଙ୍କ ଅସହ୍ୟ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ସମ୍ପର୍କୀୟ ମାନେ ଏକ ଖଟିଆରେ ଧରି…
ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ସଫେଇ କର୍ମୀ, ୨୦ ପ୍ରତିଶତ ବୋନସ ଦାବି
ବିଭିନ୍ନ ଦାବି ନେଇ ଶୁକ୍ରବାର ଠାରୁ ଝାଡୁ ଛାଡ଼ ଆନ୍ଦୋଳନକୁ ଓହ୍ଲାଇବେ ସଫେଇ କର୍ମଚାରୀ । ଫଳରେ ସହରରେ ସଫେଇ କାମ ଠପ୍ ହୋଇଯିବ । ଆଗକୁ ପୂଜା ଥିବା ବେଳେ ସଫେଇ କର୍ମୀଙ୍କ ଏଭଳି ଆନ୍ଦୋଳନ ଡକରାକୁ ନେଇ ଚିନ୍ତାରେ ବିଏମ୍ସି ।…
ଦକ୍ଷିଣରେ ପ୍ରବଳ ବର୍ଷା ଆଶଙ୍କା;୧୮ ଜିଲ୍ଲାକୁ ସତର୍କ କରାଇଲେ ଏସ୍ଆରସି
ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇସାରିଛି । ଶୁକ୍ରବାରକୁ ଏହା ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରବଳ ବର୍ଷିବ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳରେ । ସମ୍ଭାବ୍ୟ ବର୍ଷାକୁ ନେଇ ସ୍ୱତନ୍ତ୍ର ରିଲିଫ…
ଯଦି ଆପଣ ଅଧିକ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଦୂରେଇ ରଖନ୍ତୁ
କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ…
ପ୍ରଫୁଲ୍ଲଙ୍କ ବିଦା ପରେ କାମାକ୍ଷାନଗରରେ ବିଜେଡିର ଅଣ୍ଟା ଭିଡା ସାଙ୍ଗଠନିକ ଅଭିଯାନ
ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି ଡାକ୍ତର ନୃସିଂହ ଚରଣ ସାହୁଙ୍କ ନେତୃତ୍ୱରେ କାମାକ୍ଷାନଗର ଅଡ଼ିଟୋରିୟମ ଠାରେ ବିଜେଡିର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ତେବେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ପୂର୍ବତନ ଭେଟେରାନ ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ଗୁଡ଼ବାଏ ପରେ କାମାକ୍ଷାନଗରରେ ମଙ୍ଗୁଆଳ…
ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା; ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ ଏହି ଯାତ୍ରା
ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ…
