Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ବିଜାପୁରରେ ଏନକାଉଣ୍ଟର, ୨ ନିହତ

Posted on January 17, 2026

ଛତିଶଗଡ଼ ବିଜାପୁରରେ ମାଓବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି । ଏବେ ବି ଘଟଣାସ୍ଥଳରେ ଗୁଳି ବିନିମୟ ଜାରି ରହିଛି ।…

ରବିବାରଠୁ ପକ୍ଷୀ ଗଣନା

Posted on January 17, 2026

ଚିଲିକାରେ ଚଳିତ ବର୍ଷ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଓ ସ୍ଥାନୀୟ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳିଛି । ଚଳିତ ୧୮ତାରିଖରେ ପକ୍ଷୀ ଓ ୨୦ରେ ଡଲ୍‌ଫିନ ଗଣନା ନେଇ ଶୁକ୍ରବାର ପୂର୍ବାହ୍ନରେ ବାଲୁଗାଁସ୍ଥିତ ଚିଲିକା ବନ୍ୟପ୍ରାଣୀ କାର୍ଯ୍ୟାଳୟ ସଭାଗୃହରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ…

ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Posted on January 17, 2026

  ଥଣ୍ଡାର ଆତଙ୍କ । ଜି ଉଦୟଗିରିରେ ପାରଦ ରେକର୍ଡସ୍ତରକୁ ଖସିଗଲା । ୧୪ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ଶନିବାର ରାତିରେ ବି ଶୀତ ନାକେଦମ୍ କରିବ । କିନ୍ତୁ ରବିବାରଠାରୁ ଶୀତରେ ସାମୟିକ ବ୍ରେକ୍ ଲାଗିପାରେ…

ରାସ୍ତା କଡରେ ମଣିଷ ଖପୁରୀ, କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ

Posted on January 17, 2026

ତାଳଚେର ଘଣ୍ଟପଡା ଗାଁ ନିକଟ ପବିତ୍ରମୋହନ ସରକାରୀ ଚିକିତ୍ସାଳୟ ପାଖ ଦେଇ ଯାଇଥିବା ମୁଖ୍ୟ ରାସ୍ତା କଡରେ ଏକ ମଣିଷ ଖପୁରୀ ପଡିଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ । ତେବେ ଖପୁରୀଟି କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

Posted on January 17, 2026

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର। ତାଳଚେର କଣିହାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର ସୁମନ୍ତ କୁମାର ପଟେଲ ଲାଞ୍ଚ ନେଇ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ୪୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ…

ପୋଖରୀରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର; ହତ୍ୟା ନା ଆତ୍ମହତ୍ୟା? ବଢୁଛି ସସପେନ୍ସ

Posted on January 17, 2026

ପୋଖରୀରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ମୁଦୁଲିପଲ୍ଲୀ ଗାଁ ନିକଟ ଏକ ପୋଖରୀରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ରଞ୍ଜନ ପାତ୍ର । ଘଟଣାର ଖବର ପାଇ ଭଂଜନଗର ପୋଲିସ…

ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।

Posted on January 17, 2026

ଶ୍ରୀକ୍ଷେତ୍ର ପୁରୀରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିରର ସୁରକ୍ଷା ଓ ରତ୍ନଭଣ୍ଡାରର ଅଳଙ୍କାର ଗଣତିମଣତି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର କେବେ ଖୋଲାଯିବ…

ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ

Posted on January 17, 2026

ଭଦ୍ରକ ପୁରୁଣା ବଜାରରେ ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ । ଗଣି ଗଣି ଥକିଗଲା ମେସିନ । ପ୍ରାୟ ୫୦ ଲକ୍ଷ ଟଙ୍କା ଜବତ ହୋଇଛି । ପୁରୁଣା ବଜାର ଥାନା ମୁଲ୍ଲା ସାହିରେ ଜଣେ…

ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?

Posted on January 17, 2026

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ସପା) ଅଧ୍ୟକ୍ଷ ଅଖିଳେଶ ଯାଦବ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ବର୍ଷ ମଧ୍ୟରେ ଏହା ତାଙ୍କର ତୃତୀୟ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ…

ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି

Posted on January 17, 2026

ଦିନରେ ଦୋକାନୀ, ରାତିରେ ଡକାୟତି । ରେଳ ଷ୍ଟେସନ ପାଖରୁ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି । ଅଭିଯୁକ୍ତମାନେ ରେଳ ଯାତ୍ରୀଙ୍କୁ ଟାର୍ଗେଟ କରୁଥିଲେ । ସୁବିଧା ଓ ମୌକା ଦେଖି ଲୁଟପାଟ କରୁଥିଲେ । ଏଭଳି ଡକାୟତି କରୁଥିବା ଛଅ ଜଣଙ୍କୁ…

Posts pagination

Previous 1 … 24 25 26 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme