Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଯୁବକଙ୍କ ବେକ କାଟି ହତ୍ୟା

Posted on January 9, 2026

ପୁରୀ ସମୁଦ୍ରକୂଳରେ ଯୁବକଙ୍କୁ ହତ୍ୟା। ସ୍ୱର୍ଗଦ୍ୱାର ନିକଟ ଚୈତନ୍ୟ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ମୃତକ ଯୁବକ ଜଣକ ଭଦ୍ରକ ବନ୍ତ ଥାନା ଅଞ୍ଚଳର ରଞ୍ଜନ କୁମାର ଦାସ ବୋଲି ଜଣାପଡିଛି। ଛୁରୀରେ ଯୁବକଙ୍କ ବେକ କାଟି ହତ୍ୟା…

ଧର୍ମାନ୍ତର ବିବାଦରୁ ସତ୍କାର ହୋଇପାରୁନି ବାପା ଶବ

Posted on January 9, 2026

ଦୀର୍ଘ ଘଣ୍ଟା ବିତିବାକୁ ବସିଲାଣି ଶବ ସତ୍କାର ହୋଇପାରୁନି । ପୁଅ ଖ୍ରୀଷ୍ଟଧର୍ମ ଅନୁଯାୟୀ କବର ଦେବାକୁ ଜିଦ୍ ଧରିବାରୁ ଗ୍ରାମବାସୀ ବିରୋଧ କରୁଛନ୍ତି । ରାଇବଣିଆ ଥାନା ଅନ୍ତର୍ଗତ କାଳିକ ପଞ୍ଚାୟତ ରଙ୍ଗାମାଟିଆ ଗାଁର ଛୁଟା ହାଁସଦାଙ୍କର ଗତ ବୁଧବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି…

ରାଜ୍ୟରେ  ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ

Posted on January 9, 2026

ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଭଦ୍ରକ…

ମହିଳାଙ୍କ ପାଇଁ ସୁରକ୍ଷିତ ବେଙ୍ଗାଲୁରୁ, ଜାଣନ୍ତୁ କେତେ ନମ୍ବରରେ ଭୁବନେଶ୍ୱର

Posted on January 9, 2026

  ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି । ଏହା ତଳକୁ ଚେନ୍ନାଇ, ପୁନେ ଏବଂ ହାଇଦ୍ରାବାଦ ତାଲିକାରେ ସ୍ଥାନିତ ହୋଇଛି । ୱାର୍କ ପ୍ଲେସ୍ କଲ୍ଚର କନ୍‌ସଲ୍ଟିଂ ଫାର୍ମ ଅବତାର ଗ୍ରୁପ୍ ରିପୋର୍ଟ ‘ଟପ୍ ସିଟିଜ୍…

ହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର…

Posted on January 9, 2026

ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଏନେଇ…

ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ….

Posted on January 9, 2026

ମୁମ୍ବାଇର ଗୋଟିଏ ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାଟି ଗତକାଲି ରାତି ପ୍ରାୟ ୮.୩୦ଟା ସମୟରେ କୁର୍ଲା ଏବଂ ବିଦ୍ୟାବିହାର ଷ୍ଟେସନରେ ଘଟିଥିବା ଜଣାପଡିଛି । କିନ୍ତୁ ସୌଭାଗ୍ୟବସତଃ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ହୋଇନାହିଁ…

ଖାଉଟିଙ୍କ ବଢ଼ିଲା ଚିନ୍ତା, ଆକାଶ ଛୁଆଁ ଟମାଟୋ ଦର 

Posted on January 9, 2026

ପ୍ରବଳ ଶୀତ, ଥଣ୍ଡାରେ ଯେତିକି ଥରିବାକୁ ପଡ଼ୁନି ଏବେ ଟମାଟୋ ଦର ଶୁଣିଲେ ଦେହ ଥରିଯାଉଛି । ଅମଳ ଋତୁରେ ଟମାଟୋ ଦର ୬୦ ଛୁଇଁଲାଣି । ଯେଉଁ ସମୟରେ ଦର କମିବା କଥା, ସେଠି ଦର ବଢ଼ୁଥିବାରୁ ସାଧାରଣ ଖାଉଟି ବି ଚିନ୍ତାରେ…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଗଲେ ୪୦ ଯାତ୍ରୀ

Posted on January 9, 2026

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରକୁ ପିଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଗଲେ ୪୦ ଯାତ୍ରୀ । ସୂଚନା ମୁତାବକ, ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା…

୨୧ ଯାଏ ପ୍ରଚଣ୍ଡ ଥଣ୍ଡା, ସ୍ବାଭାବିକଠୁ ୬ ଡିଗ୍ରୀ ତଳେ ରହିବ ତାପମାତ୍ରା

Posted on January 9, 2026

ଆସନ୍ତା ଦୁଇ ସପ୍ତାହ ଯାଏ, ଅର୍ଥାତ୍ ୨୧ ତାରିଖ ପର୍ଯ୍ୟନ୍ତ ନିସ୍ତାର ନାହିଁ ପ୍ରଚଣ୍ଡ ଥଣ୍ଡାରୁ । ସ୍ୱାଭାବିକ ତାପମାତ୍ରାଠାରୁ ପାଖାପାଖି ୬ ଡିଗ୍ରୀ ତଳକୁ ଖସିଯିବ ସର୍ବନିମ୍ନ ତାପମାତ୍ରା । ପାଣିପାଗ ବିଭାଗର ବିସ୍ତାରିତ ଆକଳନ ଏମିତି ଚିତ୍ର ଆଙ୍କିଛି । କାଲୁଆ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପଡ଼ିଲା ନିଅଁ; ୩୦ ଜିଲ୍ଲାରେ ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ ।

Posted on January 8, 2026

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କରିଛନ୍ତି । ବାଣପୁରରୁ ପ୍ରାୟ ୩୦ ଜିଲ୍ଲାର ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ପଡ଼ିଛି । ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ଼ କରିବା ପାଇଁ…

Posts pagination

Previous 1 … 38 39 40 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme