Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଏବେ ଚୀନ୍ ଭିସା ପାଇଁ ଅନଲାଇନରେ ଆବେଦନ କରିପାରିବେ, ଆଜି ଖୋଲିବ ୱିଣ୍ଡୋ

Posted on December 22, 2025

ଆଜିଠାରୁ ଭାରତୀୟମାନେ ଚୀନ୍ ଭିସା ପାଇଁ ଅନଲାଇନରେ ଆବେଦନ କରିପାରିବେ। ଦିଲ୍ଲୀରେ ଥିବା ଚୀନ୍ ଦୂତାବାସ ଏକ ଅନଲାଇନ୍ ଭିସା ୱିଣ୍ଡୋ ଆରମ୍ଭ କରୁଛି। ଏହା ଉଲ୍ଲେଖନୀୟ ଯେ ଗାଲୱାନ୍ ଉପତ୍ୟକା ହିଂସା ପରେ ଭାରତ ଚୀନ୍ ସହିତ ସମ୍ପର୍କ ଛିନ୍ନ କରି ଭିସା…

୨୬ରୁ ବଢ଼ିବ ରେଳ ଭଡ଼ା

Posted on December 22, 2025

 ଭାରତୀୟ ରେଳବାଇ ଚଳିତ ଆର୍ଥିକବର୍ଷରେ ଦ୍ବିତୀୟ ଥର ପାଇଁ ଯାତ୍ରୀଭଡ଼ା ବୃଦ୍ଧି ଘୋଷଣା କରିଛି। ଆସନ୍ତା ୨୬ ତାରିଖରୁ ଏହା କାର୍ଯ୍ୟକାରୀ ହେବ। ‌ନୂଆ ବ୍ୟବସ୍ଥା ଅନୁଯାୟୀ, ସାଧାରଣ ଶ୍ରେଣୀରେ ୨୧୫ କିମି ପର୍ଯ୍ୟନ୍ତ ଯାତ୍ରୀଭଡ଼ାରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ସେହିଭଳି ସହରତଳି ଓ ଏମ୍‌ଏସ୍‌ଟି…

ରନ୍ଧନ ଗ୍ୟାସ ଅଘଟଣ, ନିଆଁରେ ପୋଡି ୪ ଗୁରୁତର

Posted on December 22, 2025

ରନ୍ଧନ ଗ୍ୟାସ ଲିକେଜ ଥିବା ସମୟରେ ଅସାବଧାନତା କାରଣରୁ ନିଆଁ ଲାଗି  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଟେମେରା ଗ୍ରାମର ୪ ଜଣ ଗୁରୁତର ହେବାରୁ ତାଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାମତେ,  ଟେମରା ଗ୍ରାମର ଦେବରାଜ ସୁନାନୀଙ୍କ ଘରେ ଆଜି ସକାଳେ…

ଭିଜିଲାନ୍ସ ଜାଲରେ ଜୁନିଅର ଆକାଉଣ୍ଟାଣ୍ଟ…

Posted on December 22, 2025

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ରେଡ ।  ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ ଉପରେ ଭିଜିଲାନ୍ସ ଟିମର ଚଢ଼ାଉ ।  ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍ ।  ରବୀନ୍ଦ୍ର କୁମାର ବାରିକ…

କୋରାପୁଟକୁ ୫୪୫ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ ଭେଟି…

Posted on December 22, 2025

 କୋରାପୁଟକୁ ୫୪୫ କୋଟିର ଭେଟି । ପରବର ଚତୁର୍ଥ ସନ୍ଧ୍ୟାରେ ଯୋଗଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ଉପହାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଜିଲ୍ଲା ପାଇଁ ୫୪୫ କୋଟିରେ ୮୬ଟି ପ୍ରକଳ୍ପ ରହିଛି । ୫୨୧ କୋଟି ଟଙ୍କାର ୭୦ଟି ପ୍ରକଳ୍ପ…

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ

Posted on December 22, 2025

କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ଏହାସହ ତାଙ୍କ ଘର କବାଟ…

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା, ପ୍ରେମିକାକୁ ପାଇବା ପାଇଁ….

Posted on December 22, 2025

ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ ଫଟୋଚିତ୍ରରେ ରକ୍ତ ଓ ସିନ୍ଦୂର ଲଗାଯାଇଛି।…

ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଲା ବସ୍, ଚାଲିଗଲା ୧୫ ଜୀବନ

Posted on December 22, 2025

 ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏକ ଅନିୟନ୍ତ୍ରିତ ବସ୍ ଓଲଟି ପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି ।  ଇଣ୍ଡୋନେସିଆର ମୁଖ୍ୟ ଜାଭା ଦ୍ୱୀପରେ ରବିବାର ବିଳମ୍ୱିତ ରାତିରେ ଏହି…

ନିଆଁ ଲାଗି ଫଳ ଦୋକାନ ପୋଡ଼ି ପାଉଁଶ, କାରଣ ଅସ୍ପଷ୍ଟ

Posted on December 22, 2025

 ଜଳିଗଲା ୩ ଫଳ ଦୋକାନ । ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଭୟାବହ ନିଆଁ । ବିଳମ୍ୱିତ ରାତିରେ ୩ଟି ଫଳ ଦୋକାନ ଜଳିଯାଇଥିବା ସୂଚନା ମିଳିଛି । ନିଆଁ ଲାଗି ୩ଟି ଫଳ ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ତେବେ…

 ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼, ରବିବାର ବୁଲିଲେ ୨୮୬୪ ପର୍ଯ୍ୟଟକ

Posted on December 22, 2025

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ଜାତୀୟ ଉଦ୍ୟାନକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିଲା। ବନ ବିଭାଗର ସୂଚନା ମୁତାବକ, ଡାଙ୍ଗମାଳ ମୁଖ୍ୟ ଗେଟ୍‌ ଦେଇ ୧୧୫୮ଜଣ ପର୍ଯ୍ୟଟକ ପ୍ରବେଶ କରି ବୁଲିବାର ମଜା ନେଇଥିଲେ । ସେହିପରି ଖୋଳାରୁ ୯୮ଟି ବୋଟ୍‌ରେ ୧୧୪୭ ଜଣ, ଚାନ୍ଦବାଲିରୁ…

Posts pagination

Previous 1 … 64 65 66 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme