Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାରି ରହିବ ଶୀତ ଲହରି, ସାମାନ୍ୟ ବଢ଼ିପାରେ ରାତି ତାପମାତ୍ରା

Posted on December 22, 2025

ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍‌ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ…

ଆଜି ବି ସ୍ଥିର ରହିଛି ସୁନା ଓ ରୁପା ଦର

Posted on December 21, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୪,୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ରେକର୍ଡ ଭାଙ୍ଗିଲା ଶୀତ: ଅନେକ ବିମାନ ବାତିଲ, ଆଡଭାଇଜରୀ ଜାରି କଲା ବିମାନ କମ୍ପାନୀ

Posted on December 21, 2025

ଭୀଷଣ ଥଣ୍ଡାରେ ଥରୁଛି ଉତ୍ତର ଭାରତ । ପାରଦ ଖସିବା ସହ ଘନ କୁହୁଡ଼ି କଲବଲ କରୁଛି । ପୂରା ଉତ୍ତର ଭାରତରେ ଜନଜୀବନ ପ୍ରଭାବିତ । ଦିଲ୍ଲୀରେ ଶୀତ ଲହରୀ ସାଙ୍ଗକୁ ବାୟୁ ପ୍ରଦୂଷଣ ଯନ୍ତ୍ରଣା ବଢ଼ାଇଛି । ଗତ କିଛି ଦିନ…

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼

Posted on December 21, 2025

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍ ନିକଟରେ ଗୁଳିଚାଳନା ହୋଇଥିଲା…

କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ 

Posted on December 21, 2025

କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ତାଙ୍କର ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ବାବୁଙ୍କର ଦୁଇଟି ବିଲ୍ଡିଂ, ୫ଟି ଦାମୀ ପ୍ଲଟ୍ ଠାବ…

ବଗିଚାରେ ବୁଲୁଥିବା ବେଳେ ଦଳିଦେଲା ଦନ୍ତା

Posted on December 21, 2025

ଦଳିଦେଲା ଦନ୍ତା, ଯୁବକଙ୍କ ମୃତ୍ୟୁ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ବିଜାପାଲିରେ ଅଘଟଣ ଘଟିଛି । ଯୁବକ ଜଣକ ଏକ ବଗିଚାରେ ବୁଲୁଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ତାଙ୍କ ର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପହଂଚିଛନ୍ତି ବନବିଭାଗ…

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ

Posted on December 21, 2025

ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ ଏକ ନୋଟିସ ଦିଆଯାଇଛି। ସେ…

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ

Posted on December 21, 2025

ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର ସଦର ଉପଜିଲାରେ ଥିବା…

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

Posted on December 21, 2025

ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା ବୋଲାଉଥିବା ଚେହେରାଙ୍କୁ ଦେଖିବାକୁ ମିଳି…

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

Posted on December 21, 2025

କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ ବିଡ୍‌ ଦାଖଲ କରିବାକୁ ଯାଉଛି। ସେହି ଏୟାରପୋର୍ଟ ମଧ୍ୟରେ ଅମୃତସର ଏବଂ ବାରାଣସୀ ରହିିଛି। ସମ୍ପ୍ରତି ଆଦାନୀ ଏଣ୍ଟରପ୍ରାଇଜେସ୍‌…

Posts pagination

Previous 1 … 65 66 67 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme