Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୂଚନା ଫଳକ ପଡ଼ି ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

Posted on December 20, 2025

ମୟୂରଭଞ୍ଜଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ବଡ ଭୁଣ୍ଡୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ବଡ଼ ଅଘଟଣ ଘଟିଯାଇଛି। ବିଦ୍ୟାଳୟ ପରିସରରେ ଥିବା ସୂଚନା ଫଳକ ପଡ଼ି ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବରଣ କରିଥିବା ଛାତ୍ର ଜଣକ ହେଲେ ତିରିଂ ଥାନା ଅନ୍ତର୍ଗତ ବଡ଼ ଭୁଣ୍ଡୁ ଗ୍ରାମର…

ବାଂଲାଦେଶରେ ପୁଣିଥରେ ତେଜିଛି ଭାରତ ବିରୋଧୀ ହିଂସା…

Posted on December 20, 2025

ବାଂଲାଦେଶରେ ପୁଣିଥରେ ତେଜିଛି ଭାରତ ବିରୋଧୀ ହିଂସା । ସରିଫ ଓସ୍‌ମାନ ହାଦି ହତ୍ୟାକୁ ନେଇ ଶୁକ୍ରବାର ଢାକା ଓ ଅନ୍ୟାନ୍ୟ ସହରରେ ହଜାର ହଜାର ଲୋକ ହିଂସାତ୍ମକ ବିକ୍ଷୋଭ କରିଛନ୍ତି । ୩୨ ବର୍ଷୀୟ ହାଦି ଗତ ଡିସେମ୍ବର ୧୨ ତାରିଖରେ ନିର୍ବାଚନ…

୮୭ ବର୍ଷରେ ବାପା ହେଲେ ପ୍ରସିଦ୍ଧ କଳାକାର

Posted on December 20, 2025

ଚୀନର ଅନ୍ୟତମ ସବୁଠୁ ସମ୍ମାନିତ ସମସାମୟିକ ଚିତ୍ରକର ଫାନ୍ ଜେଙ୍ଗ୍‌ଙ୍କ ନେଇ ଏବେ ଚର୍ଚ୍ଚା । ୮୭ ବର୍ଷ ବୟସରେ ପୁତ୍ର ସନ୍ତାନ ଲାଭ କରିଥିବା ସେ ଘୋଷଣା କରିଛନ୍ତି । ନିଜର ଅନ୍ୟ ପିଲାଙ୍କ ସହିତ ସମ୍ପର୍କ ଛିନ୍ନ କରିବା ବିଷୟରେ ମଧ୍ୟ ଘୋଷଣା କରିଛନ୍ତି…

ଅନ୍‌ଲାଇନ ବେଟିଂ ଆପ୍‌ ମାମଲା,୭.୯୩ କୋଟିର ସମ୍ପତ୍ତି ଜବତ କଲା ଇଡି

Posted on December 20, 2025

ଅନଲାଇନ ବେଟିଂ ଆପ୍ ମାମଲାରେ ଇଡିର ବଡ କାର୍ଯ୍ୟାନୁଷ୍ଠାନ । ଏହି ବେଟିଂ ଆପ ପ୍ରଚାରପ୍ରସାର କରିଥିବା ଅନେକ ଫିଲ୍ମ କଳାକାର ଓ କ୍ରିକେଟ ଖେଳାଳିଙ୍କ ୭.୯୩ କୋଟିର ସମ୍ପତ୍ତିକୁ ଇଡି ଜବତ କରିଛି। ସେମାନଙ୍କ ମଧ୍ୟରେ ଅଛନ୍ତି ଉର୍ବଶୀ ରୌତେଲା, ସୋନୁ ସୁଦ, ଅଙ୍କୁଶ…

ହାତୀପଲକୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ: ୮ ମୃତ

Posted on December 20, 2025

ଆସାମର ହୋଜାଇ ଜିଲ୍ଲାରେ ଏକ ବଡ଼ଧରଣର ରେଳ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ସାଇରାଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଏକ ହାତୀପଲକୁ ଧକ୍କା ଦେବା ଫଳରେ ୮ଟି ହାତୀଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ସଂଘର୍ଷ ଯୋଗୁଁ ଟ୍ରେନର ଇଞ୍ଜିନ ସମେତ ୫ଟି କୋଚ୍ ରେଳ…

୪୧ ନକ୍ସଲଙ୍କ ଆତ୍ମସମର୍ପଣ, ମୁଣ୍ଡ ଉପରେ ଥିଲା ୧.୪୬ କୋଟି ଟଙ୍କାର ପୁରସ୍କାର

Posted on December 20, 2025

ତେଲଙ୍ଗାନାରେ ମାଓ ସଙ୍ଗଠନକୁ ଝଟ୍‌କା ଲାଗିଛି । ସିପିଆଇ ସଂଗଠନର ୪୧ ଜଣ ନକ୍ସଲ ଶୁକ୍ରବାର ହାଇଦ୍ରାବାଦ ପୁଲିସ ସାମ୍ନାରେ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୬ ଜଣ ବରିଷ୍ଠ କ୍ୟାଡର ନକ୍ସଲ ରହିଛନ୍ତି । ଡିଜିପି କହିଛନ୍ତି, ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ…

ବିଦ୍ୟୁତ୍ ଆଘାତରେ ଆଖିବୁଜିଲା ହାତୀ ଛୁଆ

Posted on December 20, 2025

ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଗଦାଶିଳା ସେକ୍ସେନ ଅଧୀନ ମହାଦିଆ ଗ୍ରାମ ଠାରେ ଗତକାଲି ରାତିରେ ଏକ ହାତୀ ଛୁଆର ବିଦ୍ୟୁତ୍ ଆଘାତରେ ଜୀବନ ଚାଲି ଯାଇଥିଵା ଜଣାପଡିଛି।  ହାତୀପଲ ବିଲରୁ ଧାନ ଫସଲ ଖାଇବା ଉଦ୍ଦେଶ୍ୟରେ ହାତୀ ପଲ ମଠରଗଡ଼ି ଜଙ୍ଗଲରୁ ବାହାରି ବିଲକୁ ଯିବା ସମୟରେ…

୨୬ କିଲୋ ଗଞ୍ଜେଇ ଜବତ, ଦୁଇ ମାଫିଆ ଗିରଫ

Posted on December 20, 2025

 ଗଜପତିଜିଲ୍ଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର ସହ ୨୬ କିଲୋ ଗଞ୍ଜେଇ ଜବତ। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ କରାଯାଇଛି। ଗିରଫ ଦୁଇଜଣ ହେଲେ ମଧ୍ୟପ୍ରଦେଶର ରାଜ୍ୟର ବିକାଶ କାଠୁଆଶ ଓ ରୀତୁ ମିନା । ଏନେଇ ଥାନା ଅଧିକାରୀ ସୂଚନା…

ଦିଲ୍ଲୀ NCRରେ ଘନ କୁହୁଡ଼ି, ଯାତ୍ରୀଙ୍କ ପାଇଁ ଆଡଭାଇଜରୀ ଜାରି

Posted on December 20, 2025

ଆଜି ସକାଳୁ ଦିଲ୍ଲୀ NCRରେ ଘନ କୁହୁଡ଼ି ଲାଗି ରହିଛି । ଘନ କୁହୁଡ଼ି ଯୋଗୁଁ ଭିଜିବିଲିଟି ସଠିକ୍ ହୋଇପାରୁନାହିଁ । ଯାହାଫଳରେ ଯାନବାହାନ ଧୀରେ ଧୀରେ ଚଳାଚଳ କରୁଛି । କିନ୍ତୁ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ତେଣୁ…

ଦଶମଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ବନ୍ଧା ହେଲା ଅଭିଯୁକ୍ତ

Posted on December 20, 2025

 ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅଞ୍ଚଳରେ ଜଣେ ଦଶମଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଅଭିଯୁକ୍ତକୁ ବୀରମିତ୍ରପୁର ପୁଲିସ ଗିରଫକରି ସୁନ୍ଦରଗଡ଼ ପୋକ୍ସୋ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଉଛନ୍ତି କୁମଝରିଆ ଅଞ୍ଚଳର କୁଲଦୀପ ହାଁସଦା। ସୂଚନା ଅନୁଯାୟୀ, ଅଭିଯୁକ୍ତ କୁଲଦୀପ ନାବାଳିକା ଛାତ୍ରୀଙ୍କୁ ଫେସ୍‌ବୁକ୍‌ ମାଧ୍ୟମରେ ନିଜ ପ୍ରେମଜାଲରେ ଫସାଇଥିଲେ। ଜୁନ୍‌ମାସରେ ଛାତ୍ରୀଙ୍କୁ…

Posts pagination

Previous 1 … 68 69 70 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme