ଆପଣଙ୍କ ନାଁରେ ଅର୍ଡର ଆସିଛି । ଆଧାର କାର୍ଡ ଲିଙ୍କ୍ ହେଲା । ଲିଙ୍କ୍ ହେଲା ପରେ ଜଣାପଡିଲା ଯେ, ନାଁରେ ଆସିଛି ସନ୍ଦେହଜନକ ବ୍ୟାଗ୍ । ଆଉ ବ୍ୟାଗ ସହ ସଂଗୀନ ଅଭିଯୋଗ ବି ଥିବା ଜଣାପଡିଲା । ସଂଗେ ସଂଗେ ମାମଲା…
ଫରେଷ୍ଟ ଗାର୍ଡରେ ନିଯୁକ୍ତି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ । ଫରେଷ୍ଟ ଗାର୍ଡରେ ନିଯୁକ୍ତି କରାଇ ଦେବାକୁ କହି ୩ ଲକ୍ଷ ୨୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ । ପୋଲିସ ଏସଓଜିରେ କାର୍ଯ୍ୟ କରୁଥିବା ଜଣେ ଯବାନଙ୍କ ନାମରେ ଏଭଳି ଠକେଇ କରିଥିବା…
ରାଜ୍ୟସଭାରେ ପାରିତ ହେଲା ‘ଭିବିଜୀ ରାମ ଜୀ ବିଲ୍’…
ଲୋକସଭା ପରେ ରାଜ୍ୟ ସଭାରେ ମଧ୍ୟ ପାରିତ ହେଲା ଭିବିଜୀ ରାମ ଜୀ ବିଲ୍ । ତେବେ ଲୋକସଭା ପରି ରାଜ୍ୟସଭାରେ ମଧ୍ୟ ବିଲକୁ ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଦୀର୍ଘ ୬ ଘଣ୍ଟାର ଆଲୋଚନା ବିରୋଧୀଙ୍କ ହଟ୍ଟଗୋଳ ଓ…
ଏଣିକି ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ !
୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ ଦିଆଯାଇ ନଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ତରଫରୁ ଜାରି…
ଖଇରାରେ ଦନ୍ତା ହାତୀ ଆତଙ୍କ ; ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ ଜଙ୍ଗଲ ଭିତରେ ରହିଥିବା ସୂଚନା ରହିଛି । ଖବର ପାଇ…
ବାଇକକୁ ଧକ୍କା ଦେଲା ବାଇକ, ଦୁର୍ଘଟଣାରେ ଜଣେ ଗୁରୁତର
ବାଇକ ଦୁର୍ଘଟଣାରେ ଜଣେ ଗୁରୁତର । ପାଣିକୋଇଲି ଥାନା ଅନ୍ତର୍ଗତ ଧନେଶ୍ୱର-ବଡ଼ବିରୁଆଁ ରାସ୍ତାର ବଡ଼ବିରୁଆଁ ଗ୍ରାମ ପାଖ ହନୁମାନ ମନ୍ଦିର ସମ୍ମୁଖରେ ଏକ ବାଇକ ଅନ୍ୟ ଏକ ବାଇକକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଜଣଙ୍କ…
ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର …
ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ ଘର ଉପରକୁ ମାଡ଼ି ଯାଇ ଥିଲା…
ମର୍ମନ୍ତୁଦ ଦୁର୍ଘଟଣା,ହାଇୱା ଚାପାରେ ବାଇକ ଚାଳକ ମୃତ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ହାଇୱା ଚାପାରେ ବାଇକ ଚାଳକ ମୃତ। ମୃତ ବାଇକ ଚାଳକ ଗୁଢ଼ୀଆଳି ଗ୍ରାମର ଭ୍ରମରବର ସ୍ୱାଇଁ ବୋଲି ଜଣାପଡିଛି। ସୂଚନା ମୁତାବକ, ଏକ ହାଇୱା…
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ
ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…
ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ; ସହାୟତାର ହାତ ବଢ଼ାଇଲେ ବିଧାୟକ
ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି । ଗ୍ରାମର ଵିଶ୍ଵନାଥ ମଳିକ ଓ ଶୁଶାନ୍ତ ମଳିକଙ୍କର ୨ଵଖରା…
