Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସରକାରୀ ପାଣ୍ଠିର ଅପବ୍ୟବହାର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

Posted on December 16, 2025

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ ରତ୍ନେଶ କୁମାର ପାଣ୍ଡେ। ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ…

ପୁରୀ ପୁଲିସର ବଡ ଆକ୍ସନ, ନିଶା ମାଫିଆର ୩ଟି ଠିକଣାରେ ବୁଲିଲା ବୁଲଡୋଜର

Posted on December 16, 2025

ଏଣିକି ନିଶା ମାଫିଆଙ୍କୁ କ୍ଷମା ନାହିଁ। ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୁଲିସ । ନିଶା ବ୍ୟବସାୟୀ ଟିକି ଖାଁର ୩ଟି ଘର ଉପରେ ବୁଲିଲା ବୁଲଡୋଜର । ସୂଚନା ମୁତାବକ, ଗତ ୪ ତାରିଖରେ ନିଶା ବ୍ୟବସାୟୀ ଟିକି…

ଦିଗବାରେଣୀଠୁ ଶୁଭ ପ୍ୟାଲେସ୍‌ ଛକ ଅଟୋ, ଟୋଟୋ ମନା: ଅପରାହ୍ଣ ୩ଟାରୁ ରାତି ୧୦ ପର୍ଯ୍ୟନ୍ତ କଟକଣା

Posted on December 16, 2025

ଆଗକୁ ବଡ଼ଦିନ ଓ ନୂଆବର୍ଷ । ଏବେଠୁ ଶ୍ରୀକ୍ଷେତ୍ରରେ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲାଣି । ସନ୍ଧ୍ୟା ସମୟରେ ବେଳାମାର୍ଗରେ ଗାଡ଼ି ମାତ୍ରାଧିକ ଜାମ୍ ହେଉଛି। ବିଶେଷକରି ବହୁ ସଂଖ୍ୟାରେ ଅଟୋ ଓ ଟୋଟୋ ସମେତ ଅନ୍ୟାନ୍ୟ ଗାଡ଼ି ଲାଗି ଅସମ୍ଭାଳ ଭିଡ଼…

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା ; ଉଦବେଗ ପ୍ରକାଶ କଲେ ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ

Posted on December 16, 2025

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା…

 ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବଡ଼ ବୟାନ

Posted on December 16, 2025

ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା ଲାଗି ରହିଛି। ବିଜେଡି,…

ଇତିହାସ ରଚିଲେ ଏଲନ୍ ମସ୍କ; ସମ୍ପତ୍ତି ଟପିଲା ୬୦୦ ବିଲିୟନ ଡଲାର

Posted on December 16, 2025

ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ପୁଣି ଥରେ ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କର ମୋଟ ସମ୍ପତ୍ତି ପରିମାଣ ୬୦୦ ବିଲିୟନ ଡଲାର ବା ପ୍ରାୟ ୫୪.୫୦ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ଏତେ ବିପୁଳ ପରିମାଣର ସମ୍ପତ୍ତିର ମାଲିକ ହେବାରେ…

ତୀର୍ଥଯାତ୍ରୀବାହୀ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା , ୪ମୃତ ଓ ୧୧ ଆହତ

Posted on December 16, 2025

ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ତୀର୍ଥଯାତ୍ରୀବାହୀ…

ପାକିସ୍ତାନରେ ପୁଣି ଭୂକମ୍ପ ଝଟକା, ଭୂକମ୍ପର ତିବ୍ରତା ୪.୮

Posted on December 16, 2025

ପାକିସ୍ତାନରେ ପୁଣି ଭୂକମ୍ପର ଝଟକା । ଭୂକମ୍ପର ତିବ୍ରତା ୪.୮ ବୋଲି ଜଣାପଡିଛି । ଯାହାର କେନ୍ଦ୍ରସ୍ଥଳ ୧୦କିଲୋମିଟର ଗଭୀରତାରେ ଥିବା ସୂଚନା ମିଳିଛି । ଭୂକମ୍ପର ଝଟକା ପ୍ରାୟ ୧ଟା ୨୧ ମିନିଟରେ ଅନୁଭବ ହୋଇଥିଲା । ଭୂକମ୍ପ ହେବା ଯୋଗୁଁ ଭୟରେ…

ଚାକିରି ଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗ

Posted on December 16, 2025

ରାଉରେକଲାରେ ଚାକିରି ଦେବା ନାଁରେ ବଡ଼ ଠକେଇ ଅଭିଯୋଗ । ରେଳବାଇ ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଚାକିରି ଦେଵା ନାମରେ ଶିକ୍ଷିତ ଯୁବକ ଯୁବତୀଙ୍କୁ ଠକେଇ ନେଇ ଅଭିଯୋଗ ହୋଇଛି । ୪୦ ଲକ୍ଷ ଟଙ୍କା ଠକେଇ ହୋଇଛି ।…

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲଙ୍କୁ ବଡ ଆଶ୍ଵସ୍ତି

Posted on December 16, 2025

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି। ବ୍ୟକ୍ତିଗତ ଅଭିଯୋଗ ଆଧାରରେ ମାମଲା…

Posts pagination

Previous 1 … 80 81 82 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme