Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧଉଳି ଗଣଦୁଷ୍କର୍ମ ଘଟଣା ; କ୍ରାଇମ ସ୍ପଟ୍‌ରେ ମହିଳା କମିଶନ ସଦସ୍ୟା

Posted on December 16, 2025

ଭୁବନେଶ୍ୱର ଧଉଳି ଗଣଦୁଷ୍କର୍ମ ଘଟଣାରେ ପୁଲିସ୍‌ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି । ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୁଲିସ…

ଚାଷୀ ଆନ୍ଦୋଳନକୁ ନେଇ ବିରୋଧୀଙ୍କୁ ମନ୍ତ୍ରୀଙ୍କ କଡ଼ା ଜବାବ

Posted on December 16, 2025

ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ବୟାନ ଦେଇଛନ୍ତି। ଚାଷୀ ଆନ୍ଦୋଳନ ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମନ୍ତ୍ରୀ। ବିରୋଧି…

ଖସିଲା ସୁନା ଓରୁପା ଦର, ଜାଣନ୍ତୁ କ’ଣ ରହିଛି ମୂଲ୍ୟ

Posted on December 16, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ଟୋକନ୍ ଦୁଃଖ: ସମ୍ବଲପୁରରେ ଚାଷୀଙ୍କ ଅଭିନବ ପ୍ରତିବାଦ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାନ ଖୁଚୁରା ବିକ୍ରି

Posted on December 16, 2025

ଧାନ ବିକ୍ରି ପାଇଁ ଟୋକନ୍ ମିଳିବାରେ ବିଳମ୍ବ ସହ ବିଭିନ୍ନ ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରରେ ଚାଷୀମାନେ ଏକ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ସକାଳ ପ୍ରାୟ ୧୦ଟା ସମୟରେ ବହୁ ସଂଖ୍ୟକ ଚାଷୀ ଗୋଲବଜାର ଛକରେ ଏକାଠି ହୋଇଥିଲେ। ସେମାନେ ନିଜ ନିଜର…

୨ଟି ସଚେତନତା ରଥର ଶୁଭାରମ୍ଭ , ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି

Posted on December 16, 2025

ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟିର ଅଧ୍ୟକ୍ଷ ଶିବାଶିଷ ବରାଳ ସବୁଜ ପତାକା…

କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

Posted on December 16, 2025

କନ୍ଧମାଳ ଜିଲ୍ଲାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବାଲିଗୁଡ଼ା ଉପ କାରାଗାରରେ ବିଚାରାଧୀନ କଏଦୀଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଜେଲ୍ କର୍ତ୍ତୃପକ୍ଷ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ କଏଦୀ ଟିକାବାଲି ଥାନା ବଡ଼ିମୁଣ୍ଡା ଅଞ୍ଚଳର ହେରଦ…

ଓଡ଼ିଶା ଆସିପାରନ୍ତି ଅମିତ୍ ଶାହ …..

Posted on December 16, 2025

ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରାଯାଇଛି। ତେଣୁ ଶାହା ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ହେଲେ ଏନେଇ ଶାହାଙ୍କ…

ମଥୁରାରେ ବଡ଼ ଧରଣର ଦୁର୍ଘଟଣା: ୪ ମୃତ

Posted on December 16, 2025

ଉତ୍ତର ପ୍ରଦେଶର ମଥୁରାରେ ମଙ୍ଗଳବାର ଭୋର ସମୟରେ ଏକ ଧରଣର ସଡ଼କ ବଡ଼ ଦୁର୍ଘଟଣା ଘଟିଛି। ସାତୋଟି ବସ୍ ଏବଂ ତିନୋଟି କାର ଧକ୍କା ଖାଇ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ ଯୋଗୁଁ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଥିଲା। ସୂଚନା ପାଇବା ପରେ ସ୍ଥାନୀୟ ପୁଲିସ ଏବଂ ଜିଲ୍ଲା ପ୍ରଶାସନ ଘଟଣାସ୍ଥଳରେ…

ରାଜଧାନୀରେ ପୁଣି ଲଜ୍ଜା: ଧଉଳିରେ ନାବାଳିକାକୁ ଗଣଦୁଷ୍କର୍ମ, ମୋବାଇଲରେ ଭିଡିଓ ରେକର୍ଡ କରି ଧମକ!

Posted on December 16, 2025

ରାଜଧାନୀ ଭୁବନେଶ୍ୱରର ଐତିହ୍ୟ ସ୍ଥଳୀ ଧଉଳି ଅଞ୍ଚଳରେ ଘଟିଛି ଏକ ଅତ୍ୟନ୍ତ ଜଘନ୍ୟ ଘଟଣା, ଯାହା ସମଗ୍ର ସହରର ନିରାପତ୍ତା ଉପରେ ଗୁରୁତର ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନା ମୁତାବକ, ଗତ ୧୦ ତାରିଖ ଦିନ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ…

ଇତିହାସ ରଚିଲେ କବିତା ଚାନ୍ଦ, ଭାରତ ପାଇଁ ଆଣିଲେ ଗୌରବ

Posted on December 16, 2025

ଉତ୍ତରାଖଣ୍ଡର ଅଲମୋରା ବାସିନ୍ଦା କବିତା ଚାନ୍ଦ ଭାରତର ପର୍ବତାରୋହଣ ରେକର୍ଡରେ ସଫଳତାପୂର୍ବକ ନିଜ ନାଁ ସାମିଲ କରିଛନ୍ତି । କବିତା ଗତ ୧୨ ତାରିଖ ସ୍ଥାନୀୟ ସମୟ ରାତି ୮.୩୦ରେ ଆଣ୍ଟାର୍କଟିକାର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ୍ ଭିନସନ ଆରୋହଣ କରିଛନ୍ତି । ୪,୮୯୨ ମିଟର…

Posts pagination

Previous 1 … 81 82 83 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme