Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରସିଦ୍ଧ ପହିଲି ଭୋଗ ନୀତି, ଅପରାହ୍ଣ ସାଢ଼େ ୨ରୁ ସାଢ଼େ ୪ ଦିବା ପହୁଡ଼

Posted on December 16, 2025

ମଙ୍ଗଳବାର ଧନୁସଂକ୍ରାନ୍ତି ଠାରୁ ବଡ଼ଦେଉଳରେ ମହାପ୍ରଭୁଙ୍କ ପ୍ରସିଦ୍ଧ ପହିଲି ଭୋଗ ନୀତି ଆରମ୍ଭ ହେଉଛି । ଆସନ୍ତା ମାସ ମକର ସଂକ୍ରାନ୍ତି ପୂର୍ବ ଦିନ ମାସାନ୍ତ ପର୍ଯ୍ୟନ୍ତ ଏହି ସ୍ୱତନ୍ତ୍ର ନୀତି ଚାଲିବ । ସ୍ୱତନ୍ତ୍ର ଚୁଲିରେ ପ୍ରସ୍ତୁତ ହେବ ଠାକୁରଙ୍କ ପହିଲି ଭୋଗ…

ରାଜ୍ୟରେ ଜାଡ଼ର ପ୍ରକୋପ, ଜନଜୀବନ ଅସ୍ତବ୍ୟସ୍ତ: ୧୦ଡିଗ୍ରୀ ତଳେ ୯ ସ୍ଥାନର ପାରଦ

Posted on December 16, 2025

ରାଜ୍ୟରେ ଥଣ୍ଡା ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ରାଜ୍ୟର ୯ଟି ସ୍ଥାନ ରବିବାର ୧୦ ଡିଗ୍ରୀ ତଳେ ରହିଥିଲା । ଜି ଉଦୟଗିରିର ରାତି ତାପମାତ୍ରା ସବୁଠୁ କମ୍ ବା ୫ ଡିଗ୍ରୀ ରେକର୍ଡ ହୋଇଛି ।…

ବର୍ଷିଲେ ପିସିସି ସଭାପତି, ଗୁମର ଖୋଲି କହିଲେ..

Posted on December 16, 2025

କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି।…

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ

Posted on December 16, 2025

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚରେ ଏକ ଉଲ୍ଲେଖନୀୟ ପ୍ରତ୍ୟାବର୍ତ୍ତନ କରିଥିଲା,…

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

Posted on December 16, 2025

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲିଭୋଗ…

ଭଦ୍ରକରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀକୁ ଗୁଳି

Posted on December 16, 2025

ଭଦ୍ରକରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧିଆ ଓରଫ କମଳାକାନ୍ତ ଦାସକୁ ଗୁଳି । ଗୁରୁତର ଅପରାଧୀକୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି । ଟାଉନ ଥାନା ଚରମ୍ପା ମାଲଗୋଦାମ ଅଞ୍ଚଳରେ ବଡ଼ ଧରଣର ଡକାୟତି…

ଆଇପିଏଲ୍: ଆବୁଧାବିରେ ହେବ ମିନି ଅକ୍ସନ

Posted on December 16, 2025

ଆଜି ଆଇପିଏଲ୍ ନିଲାମୀ । ୨୦୨୬ ଆଇପିଏଲ୍ ସିଜିନ୍ ପାଇଁ ଆବୁଧାବିରେ ଖେଳାଳି ନିଲାମୀ ବା ‘ମିନି ଅକ୍ସନ’ ଅନୁଷ୍ଠିତ ହେବ । ଭାରତୀୟ ସମୟ ଅପରାହ୍ନ ୨ଟା ୩୦ ମିନିଟରେ ଏହି ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ । ଚଳିତ ନିଲାମୀ ପ୍ରକ୍ରିୟାରେ…

ଆନ୍ଦୋଳନରୁ ଓହରିଲା ବିଜେଡି

Posted on December 16, 2025

ଆନ୍ଦୋଳନରୁ ଓହରିଲା ବିଜେଡି । ଧର୍ମଶାଳା ଘଟଣାରେ ଡିଜି କ୍ୟାମ୍ପ ଅଫିସ ସମ୍ମୁଖରେ ଦୁଇ ଦିନ ଧରି ଧାରଣା ଦେଇଥିଲା ବିଜେଡି । ଗତକାଲି ବିଜେଡିର ବିଧାୟକ ଓ ବରିଷ୍ଠ ନେତାମାନେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଘଟଣାରେ ୪…

ତାଳଚେରରେ ଉତ୍ତେଜନା: ଏମ୍‌ସିଏଲ୍‌ ଠିକା ସଂସ୍ଥା କେସିସିଏଲ୍‌ କର୍ମଚାରୀଙ୍କ ନାଁରେ ସମିତି ସଭ୍ୟାଙ୍କୁ ଆକ୍ରମଣ ଓ ଦୁର୍ବ୍ୟବହାର ଅଭିଯୋଗ

Posted on December 15, 2025

ଏମ୍‌ସିଏଲ୍‌ର ଠିକା ସଂସ୍ଥା କେସିସିଏଲ୍‌ (KCCL) କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କ ଦ୍ୱାରା ତାଳଚେର ବ୍ରଜନାଥପୁର ସମିତି ସଭ୍ୟା ଶ୍ରୀମତୀ ଅନୁପମା ପ୍ରଧାନଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ନେଇ ତାଳଚେର ଥାନାରେ ସାଙ୍ଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ସମିତି ସଭ୍ୟା ଅନୁପମା…

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

Posted on December 15, 2025

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍ ଖେଳିବାକୁ ବର୍ତ୍ତମାନର ସମସ୍ତ ଭାରତୀୟ…

Posts pagination

Previous 1 … 83 84 85 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme