Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ

Posted on December 15, 2025

ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ । ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କରିଛି ବିଜେପି । ବୈଜୟନ୍ତ ପଣ୍ଡା ଏବେ ବିଜେପିର ଜାତୀୟ ଉପସଭାପତି ଅଛନ୍ତି ।  ସେହିପରି ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୁସ୍…

ଆଜିଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତିନି ଦେଶ ଗସ୍ତ

Posted on December 15, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ତିନୋଟି ଦେଶ- ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତରେ ବାହାରିଛନ୍ତି । ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ…

ମହମ୍ମଦ ମୋକିମଙ୍କୁ ଦଳରୁ ବହିଷ୍କାର ପରେ କଂଗ୍ରେସରେ ବୟାନ ବାଜି ଆରମ୍ଭ 

Posted on December 15, 2025

ମହମ୍ମଦ ମୋକିମଙ୍କୁ ଦଳରୁ ବହିଷ୍କାର ପରେ କଂଗ୍ରେସରେ ବୟାନ ବାଜି ଆରମ୍ଭ ହୋଇଯାଇଛି । ଗୋଟିଏ ପକ୍ଷ ତାଙ୍କ ସପକ୍ଷରେ କହୁଥିବା ବେଳେ ଅନ୍ୟ ଏକ ପକ୍ଷ ମୋକିମଙ୍କୁ ବିରୋଧ କରିଛନ୍ତି । ରାଜ୍ୟ କଂଗ୍ରେସ ମିଡିଆ ସେଲ୍ ଅଧ୍ୟକ୍ଷ ଅରବିନ୍ଦ ଦାସ ସାମ୍ବାଦିକ…

କେନାଲ ଖୋଳାକୁ ନେଇ ଗ୍ରାମବାସୀ ଓ ଜିଲ୍ଲା ପ୍ରଶାସନ ମୁହାଁମୁହିଁ

Posted on December 15, 2025

କେନାଲ ଖୋଳାକୁ ନେଇ ଗ୍ରାମବାସୀ ଓ ଜିଲ୍ଲା ପ୍ରଶାସନ ମୁହାଁମୁହିଁ। ପୁଲିସ ଉପରକୁ କାଦୁଅ ମାଡ଼। ଜାଡ଼ି ନଦୀ କେନାଲ ଖୋଳାକୁ ନେଇ ସୋମବାର ବ୍ରହ୍ମଗିରି ବ୍ଲକ କୁସୁବେଣ୍ଟି ପଞ୍ଚାୟତ ହରିଦାସ ଗାଁରେ ଏଭଳି ଘଟଣା ଘଟିଛି। ପୁଲିସ ବଳ ପୂର୍ବକ ପ୍ରାୟ ୪୦…

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ଦାୟିତ୍ୱ: ବିଜେପିର ବଡ଼ ନିଷ୍ପତ୍ତି; ପିୟୁଷ ଗୋଏଲ ହେଲେ ତାମିଲନାଡୁ ପ୍ରଭାରୀ

Posted on December 15, 2025

ଆସନ୍ତା ବର୍ଷ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବରିଷ୍ଠ ନେତାମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛି। ଓଡ଼ିଶାର ବରିଷ୍ଠ ନେତା ତଥା ବିଜେପିର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ…

ଯୁକ୍ତ ଦୁଇ ଫର୍ମ ଫିଲଅପ କରି ନଥିବା ପିଲାଙ୍କ ପାଇଁ ଶେଷ ସୁଯୋଗ

Posted on December 15, 2025

CHSE ଦେଲା ଶେଷ ସୁଯୋଗ । ଯେଉଁମାନେ ଅନିବାର୍ଯ୍ୟ କାରଣରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିପାରି ନଥିବେ ସେମାନେ ଆସନ୍ତା ଡିସେମ୍ବର ୧୮ ସୁଦ୍ଧା କରି ପାରିବେ । ଯେଉଁଥିପାଇଁ ଆଜି ମିଳିବାକୁ ଥିବା ଆଡମିଟ କାର୍ଡ ଡିସେମ୍ବର ୧୯…

ତୀର୍ଥଯାତ୍ରା ଭ୍ରମଣରେ ୭୭୫ ବରିଷ୍ଠ ନାଗରିକ , ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

Posted on December 15, 2025

ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ ଟି ଜିଲ୍ଲାର ୭୭୫ଜଣ ତୀର୍ଥଯାତ୍ରୀ ଓ…

ଭୁବନେଶ୍ଵରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

Posted on December 15, 2025

ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର…

ପୁଣି ବଢିଲା ସୁନା ଓ ରୁପା ଦର, ଜାଣନ୍ତୁ ମୂଲ୍ୟ  

Posted on December 15, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୪,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

MNREGA ଯୋଜନା ବଦଳାଇବାକୁ ମୋଦି ସରକାରଙ୍କ ନୂଆ ଯୋଜନା

Posted on December 15, 2025

ଗ୍ରାମୀଣ ରୋଜଗାର ବ୍ୟବସ୍ଥାରେ ବଡ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି କେନ୍ଦ୍ରର ମୋଦୀ ସରକାର । ଏବେ ବିକାଶିତ ଭାରତ-ଜୀ ରାମ ଜୀ ଯୋଜନା (VB-G RAM G) ସହିତ MNREGA ର ସ୍ଥାନ ନେବ । ସରକାର ଆଜି ସଂସଦରେ ଏଥିପାଇଁ ଏକ ବିଲ୍…

Posts pagination

Previous 1 … 84 85 86 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme