Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଷାକ୍ତ ଧୂଆଁରେ ଅଦୃଶ୍ୟ ଦିଲ୍ଲୀ-ଏନସିଆର, ଫଗ୍ ଓ ସ୍ମଗ୍ ପାଇଁ ଜିରୋ ଭିଜିବିଲିଟି

Posted on December 15, 2025

ବିଷ ବଳୟରେ ଦିଲ୍ଲୀ। ଚାରିଆଡ଼େ ଧୂଆଁ-ଧୂଆଁ ଖାଲି ଧୂଆଁ। ସେପଟେ ଉତ୍ତର ଭାରତରେ ଦାଉ ସାଧୁଛି ପ୍ରବଳ ଶୀତ ଲହରୀକୁ ଘନ କୁହୁଡ଼ି। ବିଷାକ୍ତ ଧୂଆଁରେ ଅଦୃଶ୍ୟ ହୋଇଗଲା ଦିଲ୍ଲୀ ଏନସିଆର। ଫଗ୍ ଓ ସ୍ମଗ୍ ପାଇଁ ଜିରୋ ଭିଜିବିଲିଟି। ଅକ୍ଷରଧାମରେ ୪୯୩ ଛୁଇଁଲା…

ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ

Posted on December 15, 2025

ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ । ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେଡି ନେତା । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି…

ବଦଳୁନି ମାନସିକତା, ପରିବାର ନିୟୋଜନକୁ ଅମଙ୍ଗ ପୁରୁଷ

Posted on December 15, 2025

ସ୍ୱାମୀଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାରକୁ ଅମଙ୍ଗ ହେଉଛନ୍ତି ସ୍ତ୍ରୀ । କାଳେ ଶରୀର ଅସୁସ୍ଥ ହୋଇଯିବ, ପୌରୁଷତ୍ୱ କମିଯିବ ସେହି ଆଶଙ୍କାରେ ରୋକ୍‌ଠୋକ୍‌ ମନା କରିଦେଉଛନ୍ତି । ନିଜେ ଅସହ୍ୟ କଷ୍ଟ ସହି ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରୁଛନ୍ତି ସିନା, ସ୍ୱାମୀଙ୍କୁ ଡାକ୍ତରଖାନା ବାରଣ୍ଡା ମାଡ଼ିବାକୁ ଦେଉନାହାନ୍ତି…

ଆହୁରି ଦୁଇ ସପ୍ତାହ କଲବଲ କରିବ ଜାଡ଼: ୧୦ ଡିଗ୍ରୀ ତଳେ ୧୨ ସହରର ପାରଦ

Posted on December 15, 2025

ତାପମାତ୍ରା ସାମାନ୍ୟ ତଳ ଉପର ହୋଇପାରେ । ମାତ୍ର ଆସନ୍ତା ଦୁଇ ସପ୍ତାହ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍ । ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛନ୍ତି । ଅର୍ଥାତ୍ ଆସନ୍ତା ଦୁଇ ସପ୍ତାହ ଯାଏ ଶୀତ…

ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା

Posted on December 15, 2025

୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ ବିଶ୍ୱକପ ଜିତି ଇତିହାସ ସୃଷ୍ଟି କରିଛି। ଏହା ପ୍ରଥମ ଥର ପାଇଁ କୌଣସି ଏସୀୟ ଦେଶ ସ୍କ୍ବାସ ବିଶ୍ୱକପ…

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ

Posted on December 15, 2025

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ କିଡ୍‌ନୀ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ପୁଣି ଚାରି ଦିନ ମଧ୍ୟରେ ଗୋଟିଏ ପରିବାରର ଦୁଇ ଜଣ ବ୍ୟକ୍ତିଙ୍କ…

ସିଡନୀ ଆତଙ୍କୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି

Posted on December 15, 2025

ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି ଅଷ୍ଟ୍ରେଲିଆ ସିଡନୀର ବଣ୍ଡି ବିଚ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ । ବୋଣ୍ଡି ବିଚ୍ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଆକ୍ରମଣକାରୀଙ୍କର ଇସଲାମିକ୍ ଷ୍ଟେଟ୍ ସହ ସମ୍ପର୍କ ଥିଲା !  ପୋଲିସ ଏହାକୁ ଆତଙ୍କବାଦୀ…

କ୍ରୀଡ଼ା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

Posted on December 15, 2025

ଜଳିଗଲା ସୋ ରୁମ୍ । କ୍ରୀଡ଼ା ସାମଗ୍ରୀ ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବନମାଳି ସ୍ପେର୍ଟସ ଏଣ୍ଟର ପ୍ରାଇଜେସରେ ଅଗ୍ନିକାଣ୍ଡ । ସ୍ଥାନୀୟ ଲୋକେ ଦୋକାନରେ ନିଆଁ ଲାଗି ଥିବା ଦେଖି ଦୋକାନ ମାଲିକଙ୍କୁ ଖବର…

କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ

Posted on December 15, 2025

କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ…

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

Posted on December 14, 2025

ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ ବୟସରେ ଜନ ସିନା ତାଙ୍କର ଶେଷ ମ୍ୟାଚ୍‌ରେ ଗୁନ୍ଥରଙ୍କଠାରୁ ହାରିବା ପରେ ବୃତ୍ତିଗତ କୁସ୍ତିରୁ ଅବସର ନେଇ ଘୋଷଣା…

Posts pagination

Previous 1 … 86 87 88 … 243 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme