Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

SI ପରୀକ୍ଷା ସ୍କାମ୍: ଚାର୍ଜସିଟ୍ ଦାଖଲ କଲା CBI

Posted on December 29, 2025

ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme